Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 28:25 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 28:25 · ଓଡ଼ିଆ ବାଇବେଲ

ସମାନେେ ଶଷେ ରେ ନିଜ ନିଜ ଭିତ ରେ ତର୍କବିତର୍କ କରି ବିଦାୟ ନେଲେ। ସେତବେେଳେ ପାଉଲ ସମାନଙ୍କେୁ କହିଲେ, ପବିତ୍ର ଆତ୍ମା ଭାବବାଦୀ ୟିଶାୟଙ୍କ ଦ୍ବାରା ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ସତ୍ଯ କଥା କହିଥିଲେ। ସେ କହିଲେ,

Cross references

ମାଥିଉଲିଖିତ ସୁସମାଚାର 15:7

ତୁମ୍ଭେ ସବୁ କପଟୀ। ୟିଶାଇୟ ତୁମ୍ଭମାନଙ୍କ ବିଷୟ ରେ ଠିକ୍ ଭାବରେ ଏହି ଭବିଷ୍ଯଦ୍ବାଣୀ କହିଥିଲେ।

ମାର୍କଲିଖିତ ସୁସମାଚାର 7:6

ଯୀଶୁ କହିଲେ, ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧ ରେ ୟିଶାଇୟ ଯାହା ଭବିଷ୍ଯଦ୍ବାଣୀ କରିଥିଲେ ତାହା ଯଥାର୍ଥ, ୟିଶାଇୟ ଲେଖିଥିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 28:29

ସମାନେେ ତାହାକୁ ଶୁଣିବେ, ପୁଣି ଗ୍ରହଣ କରିବେ।

ପିତରଙ୍କ ଦିତୀୟ ପତ୍ର 1:21

କୌଣସି ଭବିଷ୍ଯତ୍ ବାଣୀ, ମନୁଷ୍ଯର ନିଜର ଇଚ୍ଛାରୁ ଜାତ ହାଇେ ନାହିଁ। କିନ୍ତୁ ଲୋକମାନେ ପବିତ୍ର ଆତ୍ମା ଦ୍ବାରା ଚାଳିତ ହାଇେ, ପରମେଶ୍ବରଙ୍କଠାରୁ ପ୍ରାପ୍ତ କଥା କହି ଅଛନ୍ତି।

Interlinear

Choose Theme