Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 28:27 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 28:27 · ଓଡ଼ିଆ ବାଇବେଲ

ହଁ, ଏଠାରେ ଏହି ଲୋକମାନଙ୍କର ମନ କଠୋର ହୋଇ ଯାଇଛି। ଏ ଲୋକମାନଙ୍କର କାନ ଅଛି କିନ୍ତୁ ଏମାନେ ଶୁଣିପାରୁ ନାହାନ୍ତି। ଏମାନେ ସତ୍ୟ କଥା ଦେଖିବା ପାଇଁ ଆଖି ବନ୍ଦ କରି ଦେଉଛନ୍ତି। ନ ହେଲେ ହୁଏତ ସେମାନେ ସେମାନଙ୍କ ଆଖିରେ ଦେଖି ପାରନ୍ତେ, କାନରେ ଶୁଣି ପାରନ୍ତେ ଓ ବୁଝି ପାରନ୍ତେ। ଏହା ଦ୍ୱାରା, ସେମାନେ ମନ ଫେରାଇ ମୋ’ ନିକଟକୁ ଆସନ୍ତେ ଓ ମୁଁ ସେମାନଙ୍କୁ ସୁସ୍ଥ କରନ୍ତି।

Cross references

ଯିଶାଇୟ 6:10

ସମାନଙ୍କେୁ ବିଭ୍ରାନ୍ତ କର। ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ଯେପରି ବୁଝିବାକୁ ସକ୍ଷମ ନ ହୁଅନ୍ତି ସହେିପରି ଭାବରେ ତାଙ୍କୁ ପ୍ରସ୍ତୁତ କରାଅ। ତୁମ୍ଭେ ଯଦି ଏହା ନ'କର ସମାନେେ ଯାହା ଶୁଣୁଛନ୍ତି ଓ ଯାହା ଦେଖୁଛନ୍ତି ତାହା ପ୍ରକୃତ ରେ ବୁଝି ପାରିବେ। ଲୋକମାନେ ସମାନଙ୍କେର ସର୍ବାନ୍ତକରଣ ରେ ବୁଝିପାରିବେ। ଏହା କଲେ ସମାନେେ ମାେ ନିକଟକୁ ଫରେି ଆସିବେ ଓ ମାଠାରୁେ ସୁସ୍ଥତା ପାଇବେ।'

Interlinear

Choose Theme