ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭମାନେେ ମଧ୍ଯ କ'ଣ କରୁଛ, ତାହା ନବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ଯ କ'ଣ କରୁଅଛନ୍ତି, ତାହା ବୁଝିପାରି ନଥିଲେ।
Cross references
କିନ୍ତୁ ଅବିମଲକେ କହିଲେ, ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମାେତେ ଏବିଷଯ ରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷଯ ରେ ଶୁଣିବାକୁ ପାଇଲି।
କିନ୍ତୁ ଯୋଷଫେ ମନା କଲେ ସେ କହିଲେ, ଦେଖ ଏ ଗୃହ ରେ ଯାହା ଅଛି ମାେ ମୁନିବ ତହିଁର ତତ୍ତ୍ବ ନିଅନ୍ତି ନାହିଁ। ସେ ମାେ ହସ୍ତ ରେ ଆପଣାର ସର୍ବସ୍ବ ସମର୍ପଣ କରିଛନ୍ତି।
ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ'ଣ ଜାଣି ପାରିଲ ନାହିଁ। ମୁଁ ସମସ୍ତ ଗୁପ୍ତକଥା ଜାଣିପା ରେ। ମାଠାରୁେ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରିପାରିବ ନାହିଁ।
ଲୋକମାନେ ଅନୁଭବ କଲେ ଯେ, ମାଶାେ ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡରେି କଲେ। ତେଣୁ ସମାନେେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସମାନେେ ତାଙ୍କୁ କହିଲେ, ଦେଖ, ମାଶାେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣିପାରିଲୁ ନାହିଁ ତାଙ୍କର କ'ଣ ହାଇେଛି। ଆମ୍ଭମାନଙ୍କୁ ଆଗଇେ ନବୋ ପାଇଁ କେତକେ ଦବେତାଗଣ ନିର୍ମାଣ କର।
ଯଦି ତାହା ମଣ୍ତଳୀର ଆଗୋଚର ରେ ଭ୍ରାନ୍ତି ରେ ହାଇେଥାଏ ତବେେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ହାମେ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ଯ ନବୈେଦ୍ଯ ଓ ତହିଁର ପଯେ ନବୈେଦ୍ଯ ଏବଂ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଅର୍ପଣ କରିବା ଉଚିତ୍।
ଏଣୁ ଆମ୍ଭେ ତୁମ୍ଭକୁ ଆସିବାକୁ ଓ ଆମ୍ଭ ତରଫରୁ ଏହିସବୁ ଲୋକମାନଙ୍କୁ ଅଭିଶାପ ଦବୋ ପାଇଁ ନିବଦନେ କରୁଅଛୁ। କାରଣ ସମାନେେ ଆମ୍ଭମାନଙ୍କଠାରୁ ବଳବାନ୍ ଅଛନ୍ତି। ତୁମ୍ଭ ସାହାୟ୍ଯ ଦ୍ବାରା ଆମ୍ଭେ ସମାନଙ୍କେୁ ଆମ୍ଭ ରାଜ୍ଯରୁ ବାହାର କରି ପାରିବୁ। ଆମ୍ଭେ ଜାଣୁ ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସମାନେେ ଭାଗ୍ଯବାନ୍ ଏବଂ ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।
ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
କିନ୍ତୁ ସେ ପ୍ରକାଶ ରେ ପ୍ରଚାର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଚାର ବନ୍ଦ କରିବା ପାଇଁ ଚେଷ୍ଟା କରୁନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତ ରେ ଖ୍ରୀଷ୍ଟ।
ଯିହୂଦୀନେତାମାନେ ଉତ୍ତର ଦେଲେ, ତୁମ୍ଭେ କ'ଣ ସହେି ଗାଲିଲୀୟମାନଙ୍କ ମଧ୍ଯରୁ ଜଣେ? ଧର୍ମଶାସ୍ତ୍ରଗୁଡିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ଯଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।
କାରଣ ସମାନେେ ପରମପିତାଙ୍କୁ ଜାଣି ନାହାଁନ୍ତି ଓ ସମାନେେ ମାେତେ ମଧ୍ଯ ଜାଣି ନାହାଁନ୍ତି।
ସମାନେେ ହାରୋଣଙ୍କୁ ଯାଇ କହିଲେ, 'ଆମ୍ଭମାନଙ୍କର ପଥ ଦଖାଇବୋ ପାଇଁ କେତେ ଜଣ ଦବେତାଙ୍କୁ ନିର୍ମାଣ କର। ଏହି ଯେଉଁ ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ'ଣ ହେଲା ଆମ୍ଭେ ଜାଣି ନାହୁଁ।'
ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।
ମୁଁ ଯେତବେେଳେ ଫାରୂଶୀ ଥିଲି, ସେତବେେଳେ ମୁଁ ମଧ୍ଯ ନାଜରିତୀୟ ଯୀଶୁଙ୍କ ବିରୁଦ୍ଧ ରେ ଅନକେ କାର୍ୟ୍ଯ କରିବି ବୋଲି ଭାବୁଥିଲି।
ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?
ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସମାନେେ ବୁଝି ଥାଆନ୍ତେ, ତାହା ହେଲ ଗୌରବମୟ ପ୍ରଭୁଙ୍କୁ କୃଶବିଦ୍ଧ କରି ମାରି ନ ଥାନ୍ତେ।
କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।
ଯଦି ମୁଁ ଶରୀର ରେ ଜୀବିତ ରୁ ହେ, ତା ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ଯୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣନୋ ?
ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।