Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 3:4 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 3:4 · ଓଡ଼ିଆ ବାଇବେଲ

ଯୋହନ ଓ ପିତର ତା ଆଡ଼କୁ ଅନାଇ କହିଲେ, ଆମ୍ଭ ଆଡ଼େ ଚାହଁ।

Cross references

ଲୂକଲିଖିତ ସୁସମାଚାର 4:20

ଯୀଶୁ ପୁସ୍ତକ ବନ୍ଦ କରି ସବେକଙ୍କୁ ଫରୋଇ ଦେଲେ। ତାପରେ ସେ ବସି ପଡିଲେ। ସମାଜଗୃହ ରେ ଥିବା ପ୍ରେତ୍ୟକକ ଲୋକର ଲକ୍ଷ୍ଯ ତାହାଙ୍କ ଉପରେ ଥିଲା।

ଯୋହନଲିଖିତ ସୁସମାଚାର 5:6

ଯୀଶୁ ସହେି ଲୋକକୁ ସଠାେରେ ପଡି ରହିଥିବା ଦେଖିଲେ। ସେ ଜାଣିଲେ ଯେ, ସେ ଲୋକଟି ବହୁତ ବର୍ଷ ହେଲାଣି ରୋଗ ରେ ପଡିଛି। ତେଣୁ ଯୀଶୁ ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହବୋକୁ ଚାହଁ?

ଯୋହନଲିଖିତ ସୁସମାଚାର 11:40

ଯୀଶୁ ତାହାଙ୍କୁ କହିଲେ, ମୁଁ ତୁମ୍ଭକୁ ଯାହା କହିଥିଲି, ତାହା ମନେପକାଅ। ମୁଁ ତୁମ୍ଭକୁ କହିଥିଲି, ଯଦି ତୁମ୍ଭେ ବିଶ୍ବାସ କରିବ ତବେେ ପରମେଶ୍ବରଙ୍କର ଗୌରବ ଦେଖି ପାରିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:12

ତୁମ୍ଭମାନେେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଅମ୍ଭ ଶକ୍ତି ବା ଭକ୍ତି ବଳ ରେ ଏହି ଲୋକକୁ ଚ଼ାଲିବାକୁ ଦଲେୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:6

ମୁଁ ମନୋୟୋଗ ସହିତ ନିରୀକ୍ଷଣ କରି ଦେଖିଲି ଯେ, ସେଥି ରେ ଚ଼ାରିପାଦ ବିଶିଷ୍ଟ ପଶୁ, ଜଙ୍ଗଲୀ ଜନ୍ତୁ, ସରୀସୃପ, ଓ ଆକାଶର ପକ୍ଷୀସବୁ ଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:9

ସେ ବସି ପାଉଲଙ୍କ କଥା ଶୁଣୁଥିଲା। ପାଉଲ ତାକୁ ସିଧାସଳଖ ଅନାଇ ଦେଖିଲେ ଯେ ସେ ସୁସ୍ଥ ହାଇପୋରିବ ବୋଲି ତା'ର ବିଶ୍ବାସ ଅଛି।

Interlinear

Choose Theme