Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 3:7 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 3:7 · ଓଡ଼ିଆ ବାଇବେଲ

ଏହା କହି ପିତର ତା'ର ଡ଼ାହାଣ ହାତ ଧରି ଉେଠଇଲେ। ସଙ୍ଗେ ସଙ୍ଗେ ତା' ଗୋଡ଼ ଓ ପାଦ ଶକ୍ତ ହାଇଗେଲା। ସେ ଡ଼ଇେଁ ପଡ଼ି ଚ଼ାଲିବାକୁ ଆରମ୍ଭ କଲା

Cross references

ମାର୍କଲିଖିତ ସୁସମାଚାର 1:31

ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହାବା ରେ ସାହାୟ୍ଯ କଲେ। ତାହାଙ୍କର ଜ୍ବର ଛାଡିଗଲା ଓ ସେ ସୁସ୍ଥ ହାଇଗେଲେ। ତା'ପରେ ସେ ସମାନଙ୍କେର ପରିଚର୍ୟ୍ଯା କରିବାକୁ ଲାଗିଲେ।

ମାର୍କଲିଖିତ ସୁସମାଚାର 5:41

ତା'ପରେ ଯୀଶୁ ଝିଅଟିର ହାତ ଧରି ତାହାକୁ କହିଲେ, ଟଲିଥା, କୂମ୍ ଅର୍ଥାତ୍ ହେ ଝିଅ, ମୁଁ ତୋତେ କହୁଛି ଉଠ। ଝିଅଟି ସଙ୍ଗେ ସଙ୍ଗେ ଉଠି ଠିଆ ହେଲା ଓ ଚାଲିବାକୁ ଆରମ୍ଭ କଲା। ଝିଅଟିର ବୟସ ବାର ବର୍ଷ ଥିଲା।

ମାର୍କଲିଖିତ ସୁସମାଚାର 9:27

କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସହେି ପିଲା ଠିଆ ହେଲା।

ଲୂକଲିଖିତ ସୁସମାଚାର 13:13

ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହବୋକୁ ସକ୍ଷମ ହେଲା। ସେ ପରମେଶ୍ବରଙ୍କ ସ୍ତୁତି କଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:41

ପିତର ତାହାଙ୍କର ହାତ ଧରି ଉେଠଇଲେ ଓ ବିଶ୍ବାସୀମାନଙ୍କୁ ଓ ବିଧବାମାନଙ୍କୁ କଠାେରୀ ମଧ୍ଯକୁ ଡାକିଲେଓ ଟାବୀଥାକୁ ଜୀବିତ ଦଖାଇେଲେ।

Interlinear

Choose Theme