ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତକେ ଲୋକ ସମାନଙ୍କେ ପାଖକୁ ଆସିଲେ। ସମାନେେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସନୋପତି ଓ କେତକେ ସାଦ୍ଦୂକୀ ଥିଲେ।
Cross references
ବର୍ତ୍ତମାନ ତୁମ୍ଭମାନଙ୍କୁ ଏହା କରିବାକୁ ପଡ଼ିବ : ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ଯାଜକ ଓ ଲବେୀୟ, ଯେଉଁମାନେ ପବିତ୍ର ବିଶ୍ରାମ ଦିନ ରେ କାର୍ୟ୍ଯ କରିବାକୁ ଯିବେ, ସମାନେେ ଦ୍ବାର ନିକଟରେ ଜଗି ରହିବେ।
ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?
ତା'ପରେ ସମାନେେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀ ରେ ବ୍ଯବହାର କରା ଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟ ରେ ଯୀଶୁ କହୁନଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସମାନଙ୍କେୁ କହୁଥିଲେ।
ସମାନେେ କେତକେ ହରୋଦୀୟ ମାନଙ୍କ ସହିତ ନିଜର କେତକେ ଶିଷ୍ଯଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସମାନେେ ଯାଇ କହିଲେ, ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଅନ୍ୟମାନେ କଣ ଭାବୁଛନ୍ତି, ସେ ବିଷୟ ରେ ତୁମ୍ଭେ ଆଦୌ ଭୟ କରନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।
ସହେି ଦିନ କେତକେ ସାଦ୍ଦୁକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୁକୀମାନେ ବିଶ୍ବାସ କରନ୍ତି, ଯେ ଲୋକେ ମୃତ୍ଯୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୁକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲେ।
ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।
ତା'ପର ଦିନ ଅତି ସକାଳୁ ସମସ୍ତ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଏକାଠି ହେଲେ, ଓ ଯୀଶୁଙ୍କୁ ବଧ କରିବ ପାଇଁ ଯୋଜନା କଲେ।
କିନ୍ତୁ ପ୍ରଧାନ ଯାଜକ ଓ ପ୍ରାଚ଼ୀନ ନେତାମାନେ ଲୋକମାନଙ୍କୁ ପ୍ରବର୍ତ୍ତାଇଲେ ଯେ, ସମାନେେ ବାରବ୍ବାଙ୍କୁ ମୁକ୍ତ କରିବା ପାଇଁ ଓ ୟିଶୁଙ୍କୁ ମାରିଦବୋ ପାଇଁ ଅନୁ ରୋଧ କରନ୍ତୁ।
ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚ଼ୀନମାନେ ମଧ୍ଯ ସଠାେରେ ଥିଲେ। ସମାନେେ ମଧ୍ଯ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ।
ୟିହୂଦା ଯାଇ ପ୍ରଧାନ ଯାଜକ ଓ ମନ୍ଦିରର ସନୋପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସମାନଙ୍କେ ହାତ ରେ ସମର୍ପଣ କରିବା ପାଇଁ ୟିହୂଦା ସମାନଙ୍କେ ସହିତ ଏକ ମନ୍ତ୍ରଣା କଲା।
ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନରେଖ: ଜଣେ ଚାକର ତାର ମୁନିବଠାରୁ ବଡ ନୁହେଁ। ଯଦି ଲୋକମାନେ ମାେତେ ତାଡନା କରିଛନ୍ତି, ତବେେ ସମାନେେ ତୁମ୍ଭକୁ ମଧ୍ଯ ତାଡନା କରିବେ। ସମାନେେ ମାରେ ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ଯ ମାନିବେ।
ତେଣୁ ସେ ଦଳେ ସୈନ୍ଯଙ୍କୁ ନଇେ ବଗିଗ୍ଭକୁ ଗଲା। ସେ ମୁଖ୍ଯ ଯାଜକ ଓ ଫାରୂଶୀମାନଙ୍କ ମଧ୍ଯରୁ କେତକେ ପ୍ରହରୀମାନଙ୍କୁ ମଧ୍ଯ ଆଣିଥିଲା। ସମାନେେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସଠାେରେ ପହନ୍ଚିଲେ।
ସଠାେରେ ହାନାନ ମହାୟାଜକ, କଯାଫା, ଯୋହନ, ଆଲେକ୍ଜାଣ୍ଡର ଓ ମହାୟାଜକୀୟ ପରିବାରର ସମସ୍ତେ ମଧ୍ଯ ଉପସ୍ଥିତ ଥିଲେ।
ଏକଥା ଶୁଣି ମନ୍ଦିରର ସନୋପତି ଓ ମହାୟାଜକ ବିବ୍ରତ ହାଇପେଡ଼ିଲେ ଓ ଏହାର ପରିଣାମ କ'ଣ ହବେ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।
ତେଣୁ ସନୋପତି ସହେି ଲୋକମାନଙ୍କୁ ସାଙ୍ଗ ରେ ନଇେ ପ୍ ରରେିତମାନଙ୍କୁ ନଇେ ଆସିଲେ। ସମାନେେ ପ୍ ରରେିତମାନଙ୍କୁ ଜାରେ ଜବରଦସ୍ତି କରି ଆଣିଲେ ନାହିଁ କାରଣ ସମାନେେ ଭୟ କଲେ, ଯଦି ସମାନେେ ଏପରି କରିବେ, ତବେେ ଲୋକମାନେ ହୁଏତ ସମାନଙ୍କେୁ ପଥର ଫୋପାଡ଼ିବେ।
ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।
ଏହା କରିବା ଦ୍ବାରା ସମାନେେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତଜେିତ କଲେ ଓ ସ୍ତିଫାନଙ୍କୁ ଧରିନଇେ ମହାସଭାକୁ ନଇେ ଆସିଲେ।
ସଭା ରେ ସମାନଙ୍କେ ଭିତରୁ କେତକେ ଲୋକ ସାଦ୍ଦୁକୀ ଓ ଅନ୍ୟ କେତକେ ଫାରୁଶୀ ମଧ୍ଯ ଥିଲେ। ଏହା ପାଉଲ ଜାଣିପାରିଲେ। ତେଣୁ ସେ ଖୁବ୍ ଜୋର୍ ରେ କହିଲେ, ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମାେ ପିତା ମଧ୍ଯ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ରେ ବିଶ୍ବାସ କରେ। ଏହି ବିଶ୍ବାସ ପାଇଁ ମୁଁ ଆଜି ଏଠା ରେ ଏହି ବିଚ଼ାରର ସମ୍ମୁଖୀନ ହେଉଛି।