Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 4:17 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 4:17 · ଓଡ଼ିଆ ବାଇବେଲ

ଆମ୍ଭେ ସମାନଙ୍କେୁ ଯୀଶୁଙ୍କ ବିଷୟ ରେ କିଛି ନକହିବା ପାଇଁ ଭୟ ଦଖାଇବୋ। ଫଳ ରେ, ଲୋକମାନଙ୍କ ମଧିଅରେ ଏକଥା ଅଧିକ ବ୍ଯାପି ପାରିବ ନାହିଁ।

Cross references

ଦିତୀୟ ବଂଶାବଳୀ 25:15

ସଦାପ୍ରଭୁ ଅମତ୍ସିଯଙ୍କ ପ୍ରତି ଅତ୍ଯନ୍ତ କୋର୍ଧ କଲେ। ସଦାପ୍ରଭୁ ଅମତ୍ସିଯଙ୍କ ନିକଟକୁ ଜଣେ ଭବିଷ୍ଯତ୍ବକ୍ତାଙ୍କୁ ପଠାଇଲେ। ଭବିଷ୍ଯତ୍ବକ୍ତା କହିଲେ, ଅମତ୍ସିଯ, ତୁମ୍ଭେ କାହିଁକି ସହେି ଲୋକମାନେ ପୂଜା କରୁଥିବା ଦବେତାମାନଙ୍କର ପୂଜା କଲ ? ସହେି ଦବେତାମାନେ ସମାନଙ୍କେ ନିଜ ଲୋକମାନଙ୍କୁ ସୁଦ୍ଧା ତୁମ୍ଭଠାରୁ ରକ୍ଷା କରିପାରିଲେ ନାହିଁ।

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଯିଶାଇୟ 30:8

ଏବେ ୟାଅ, ସମାନଙ୍କେ ସାକ୍ଷାତ ରେ ଏକ ଫଳକରେ ତାହା ଲେଖ। ଏକ ପୁସ୍ତକରେ ତାହା ଲିପିବଦ୍ଧ କର ଯେପରି କି ତାହା ଆସନ୍ତାକାଲି ଓ ଅନନ୍ତକାଳ ପର୍ୟ୍ଯନ୍ତ ରହିବ।

ଯିରିମିୟ 20:1

ଯିରିମିୟ ଏହିସବୁ ଭବିଷ୍ଯଦବାକ୍ଯ ପ୍ରଚାର କଲା ବେଳେ ଇମ୍ମର ଯାଜକର ପୁତ୍ର ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ଯକ୍ଷ ପଶ୍ହୂର ତାହା ଶୁଣିଲା।

ଯିରିମିୟ 29:25

ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଶମଯିଯ, ତୁମ୍ଭେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ମା ସଯରେ ପୁତ୍ର ସଫନିଯ ଯାଜକକୁ ଓ ଅନ୍ଯାନ୍ଯ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମ ରେ ଏହି ପତ୍ର ପଠାଅ।

ଯିରିମିୟ 38:4

ତେଣୁ ସହେି ଅଧିପତିଗଣ ରାଜାଙ୍କୁ କହିଲେ, ଆମ୍ଭମାନେେ ଅନୁ ରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ଯୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଚାହୁଁ ନାହିଁ, ବରଂ ସମାନଙ୍କେର ଅମଙ୍ଗଳ ଚାହୁଁଛି।

ଦାନିଏଲ 2:34

ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହାଇନେଥିବା ଏକ ପ୍ରସ୍ତର ଶୂନ୍ଯ ରେ ଉଡିଆସି ସହେି ପ୍ରତିମାର ଲୌହ ଓ ମୃତ୍ତିକାମଯ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା।

ଆମୋଷ 2:12

କିନ୍ତୁ ତୁମ୍ଭମାନେେ ନାସରୀଯ ଲୋକମାନଙ୍କୁ ଦ୍ରାକ୍ଷାରସ ସବେନ କରାଇଲା। ତୁମ୍ଭ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ ଭବିଷ୍ଯତବାକ୍ଯ ପ୍ରଗ୍ଭର ନକରିବାକୁ କହିଲ।

ଆମୋଷ 7:12

ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।

ମୀଖା 2:6

ଲୋକେ କୁହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ଯ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।

ମାଥିଉଲିଖିତ ସୁସମାଚାର 27:64

ତେଣୁ ତୃତୀୟ ଦିନ ପର୍ୟ୍ଯନ୍ତ କବରକୁ ପହରା ଦବୋ ପାଇଁ ଆପଣ ଆଦେଶ ଦିଅନ୍ତୁ। ତାହାଙ୍କର ଶିଷ୍ଯମାନେ ସଠାେକୁ ଆସି ତାହାଙ୍କ ମୃତ ଦହକେୁ ଚେ଼ାରୀ କରି ନବୋପାଇଁ ଚେଷ୍ଟା କରିବେ। ତା'ପରେ ସମାନେେ ଲୋକମାନଙ୍କୁ କହିବେ ଯେ ସେ ମୃତ୍ଯୁରୁ ଉଠିଛନ୍ତି। ତାହାହେଲେ ଏହୀ ଶଷେ ପ୍ରତାରଣା ଆଗ ପ୍ରତାରଣା ଅପେକ୍ଷା ଅଧିକ ଖରାପ ହବେ।

ଯୋହନଲିଖିତ ସୁସମାଚାର 11:47

ତା'ପରେ ମୁଖ୍ଯ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସମାନେେ କହିଲେ, ଆମ୍ଭର କ'ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:21

ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:29

ହେ ପ୍ରଭୁ, ବର୍ତ୍ତମାନ ସମାନେେ କ'ଣ କହୁଅଛନ୍ତି, ତାହା ଶୁଣ। ସମାନେେ ଆମ୍ଭମାନଙ୍କୁ ଭୟ ଦଖାେଉଛନ୍ତି। ପ୍ରଭୁ, ଆମ୍ଭମାନେେ ତୁମ୍ଭର ସବେକ ଅଟୁ, ତେଣୁ ତୁମ୍ଭେ ଯାହା ଚାହଁ, ତାହା ନିର୍ଭୟ ରେ କହିବା ପାଇଁ ଆମ୍ଭକୁ ସାହାୟ୍ଯ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:24

ଏକଥା ଶୁଣି ମନ୍ଦିରର ସନୋପତି ଓ ମହାୟାଜକ ବିବ୍ରତ ହାଇପେଡ଼ିଲେ ଓ ଏହାର ପରିଣାମ କ'ଣ ହବେ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:28

ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମ ରେ ଶିକ୍ଷା ନ ଦବୋପାଇଁ କଠାେର ଆଦେଶ ଦଇେଥିଲୁ କିନ୍ତୁ ତୁମ୍ଭମାନେେ ନିଜନିଜ ଶିକ୍ଷା ଦ୍ବାରା ୟିରୂଶାଲମକୁ ପୂର୍ଣ୍ଣ କରି ଦଇେଛ। ତୁମ୍ଭମାନେେ ଏ ଲୋକର ମୃତ୍ଯୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦବୋପାଇଁ ଚ଼ାହୁଁଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:39

କିନ୍ତୁ ଯଦି ଏହା ପରମେଶ୍ବରଙ୍କଠାରୁ ହାଇେଥାଏ, ତବେେ ତୁମ୍ଭମାନେେ ସମାନଙ୍କେ କାମ ବନ୍ଦ କରିପାରିବନାହିଁ। ତୁମ୍ଭମାନେେ ନିଜକୁ ପରମେଶ୍ବରଙ୍କ ବିରୁଦ୍ଧ ରେ ଲଢ଼ିବାର ଦେଖିବ।

ରୋମୀୟଙ୍କ ପ୍ରତି ପତ୍ର 10:16

ମାତ୍ର ସମସ୍ତେ ସୁମାଗ୍ଭରକୁ ଗ୍ରହଣ କରି ନାହାଁନ୍ତି। ୟିଶାଇୟ କହନ୍ତି: ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡିକ କିଏ କ'ଣ ବିଶ୍ବାସ କଲା?

ରୋମୀୟଙ୍କ ପ୍ରତି ପତ୍ର 15:18

ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:8

ମାକିଦନିଆ ଓ ଆଖାଯା ରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହାଇେଥିଲା। ପ୍ରେତ୍ୟକକ ସ୍ଥାନ ରେ ପରମେଶ୍ବରଙ୍କଠା ରେ ତୁମ୍ଭ ବିଶ୍ବାସ ପରିଚିତ ହାଇେଛି। ଅତଏବ ତୁମ୍ଭମାନଙ୍କ ବିଶ୍ବାସ ବିଷୟ ରେ ଆମ୍ଭର କିଛି କହିବାର ଆବଶ୍ଯକ ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:15

ସେ ଯିହୂଦୀମାନେ ପ୍ରଭୁ ଯୀଶୁଙ୍କୁ ମାରି ଦେଲେ। ସମାନେେ ଭବିଷ୍ଯଦ୍ ବକ୍ତାମାନଙ୍କୁ ମଧ୍ଯ ମାରି ଦେଲେ। ସହେି ଯିହୂଦୀମାନେ ଆମ୍ଭକୁ ସହେି ଅଞ୍ଚଳ ଛାଡ଼ିବା ପାଇଁ ବାଧ୍ଯ କଲେ। ପରମେଶ୍ବର ସମାନଙ୍କେଠା ରେ ସନ୍ତୁଷ୍ଟ ନୁହଁନ୍ତି। ସମାନେେ ସମଗ୍ର ମାନବ ଜାତିର ବିରୋଧୀ।

Interlinear

Choose Theme