Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 4:25 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 4:25 · ଓଡ଼ିଆ ବାଇବେଲ

ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,

Cross references

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ରେରିତମାନଙ୍କ କାର୍ଯ୍ୟର ବିବରଣ 1:16

ଭାଇମାନେ ଧର୍ମଶାସ୍ତ୍ର ରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ବାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ୟିହୂଦାଙ୍କ ବିଷୟ ରେ କହିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:30

ଦାଉଦ ଜଣେ ଭାବବାଦୀ ଥିଲେ। ସେ ଜାଣିଥିଲେ, ପରମେଶ୍ବର ତାହାଙ୍କ ପାଖ ରେ ପ୍ରତିଜ୍ଞା କରିଥିଲେ ଯେ, ସେ ତାହାଙ୍କ ବଂଶଧର ମଧ୍ଯରୁ ଜଣଙ୍କୁ ତାହାଙ୍କ ସିଂହାସନ ରେ ବସାଇବେ।

Interlinear

Choose Theme