Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 4:3 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 4:3 · ଓଡ଼ିଆ ବାଇବେଲ

ତେଣୁ ସମାନେେ କାରାଗାର ରେ ବନ୍ଦୀ କରି ଦେଲେ। ସନ୍ଧ୍ଯା ହାଇଯୋଇ ଥିବାରୁ ସମାନଙ୍କେୁ ପରଦିନ ପର୍ୟ୍ଯନ୍ତ ବନ୍ଦୀ କରି ରଖିଲେ।

Cross references

ମାଥିଉଲିଖିତ ସୁସମାଚାର 10:16

ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।

ଲୂକଲିଖିତ ସୁସମାଚାର 22:52

ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥି ରେ ପ୍ରଧାନ ଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ଯମାନେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭମାନେେ କ'ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?

ଲୂକଲିଖିତ ସୁସମାଚାର 22:54

ସମାନେେ ଯୀଶୁଙ୍କ ବନ୍ଦୀ କରି ମହାୟାଜକଙ୍କ ଘର ଭିତରକୁ ନଇଗେଲେ। ପିତର ସମାନଙ୍କେ ପେଛପେଛ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନଥିଲେ।

ଯୋହନଲିଖିତ ସୁସମାଚାର 18:12

ତା'ପରେ ସୈନ୍ଯମାନେ ଓ ସମାନଙ୍କେ ସନୋପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:18

ସମାନେେ ପ୍ ରରେିତମାନଙ୍କୁ ବନ୍ଦୀକରି କାରାଗାର ରେ ରଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:12

ଏହା କରିବା ଦ୍ବାରା ସମାନେେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତଜେିତ କଲେ ଓ ସ୍ତିଫାନଙ୍କୁ ଧରିନଇେ ମହାସଭାକୁ ନଇେ ଆସିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:3

କିନ୍ତୁ ଶାଉଲ ଘ ରେ ଘ ରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାର ରେ ରଖିଲେ ଓ ମଣ୍ଡଳୀ ଧ୍ବଂସ କରିବା ପାଇଁ ଚେଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:2

ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:1

ରାଜା ହରେୋଦ ସେ ସମୟରେ ମଣ୍ଡଳୀ ରେ କେତକେ ଲୋକଙ୍କ ଉପରେ ଅତ୍ଯାଚ଼ାର କରିବା ଆରମ୍ଭ କରି ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:19

ସହେି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସମାନେେ ଜାଣିପାରିଲେ ଯେ, ସମାନେେ ଆଉ ଏ ବାଳିକା ଦ୍ବାରା ଧନ ଉପାର୍ଜନ କରିପାରିବେ ନାହିଁ। ତେଣୁ ସମାନେେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସମାନଙ୍କେୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗ ରେ ସମାନଙ୍କେୁ ଠିଆ କରାଇଲେ।

Interlinear

Choose Theme