Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 4:37 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 4:37 · ଓଡ଼ିଆ ବାଇବେଲ

ୟୋ ସଫଙ୍କେର ଖଣ୍ଡିଏ କ୍ଷତେ ଥିଲା। ସେ ତାହାକୁ ବିକ୍ରୀ କରି ଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ ରରେିତମାନଙ୍କୁ ଦଇେ ଦେଲେ।

Cross references

ମାଥିଉଲିଖିତ ସୁସମାଚାର 19:29

ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:34

ସମାନଙ୍କେ ମଧିଅରେ କାହାର କିଛି ଅଭାବ ନଥିଲା। ଯାହାର ଘର ବା ଜମି ଥିଲା, ସେ ତାହାକୁ ବିକ୍ରୀ କରି ଦେଉଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:1

ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରି ଦେଲେ।

Interlinear

Choose Theme