Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 4:7 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 4:7 · ଓଡ଼ିଆ ବାଇବେଲ

ସମାନେେ ପ୍ ରରେିତମାନଙ୍କୁ ସାମନା ରେ ଠିଆ କରି ପଚାରିଲେ, ତୁମ୍ଭମାନେେ କେଉଁ କ୍ଷମତା କିମ୍ବା କେଉଁ ଅଧିକାର ରେ ଏହି କାର୍ୟ୍ଯ କଲ? ତୁମ୍ଭମାନେେ ଏ େଛାଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?

Cross references

ଯାତ୍ରା ପୁସ୍ତକ 2:14

ସହେି ଲୋକ ଜଣକ ଉତ୍ତର ଦଲୋ, କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଚାରକର୍ତ୍ତା କରି ନିୟୁକ୍ତ କରିଅଛି? ତୁମ୍ଭେ ସହେି ମିଶରୀଯ ଲୋକଟିକୁ ବଧ କଲା ପରି ମାେତେ ବଧ କରିବା ପାଇଁ ଯୋଜନା କରୁଛ କି?

ପ୍ରଥମ ରାଜାବଳୀ 21:12

ସମାନେେ ଗୋଟିଏ ଉପବାସର ଦିନ ଘୋଷଣା କଲେ। ସମସ୍ତ ଲୋକଙ୍କୁ ଏକତ୍ରୀତ ଡକାଇଲେ ଓ ଲୋକମାନଙ୍କ ସମ୍ମୁଖ ରେ ନାବୋତକୁ ଏକ ବିଶଷେ ଉଚ୍ଚ ସ୍ଥାନ ରେ ବସାଇଲେ।

ମାଥିଉଲିଖିତ ସୁସମାଚାର 21:23

ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?

ମାର୍କଲିଖିତ ସୁସମାଚାର 11:28

ସମାନେେ ଯୀଶୁଙ୍କୁ କହିଲେ, ଆମ୍ଭଙ୍କୁ କୁହ, କେଉଁ ଅଧିକାର ରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦଲୋ?

ଯୋହନଲିଖିତ ସୁସମାଚାର 2:18

ଯୀହୂଦୀମାନେ ଯୀଶୁଙ୍କୁ କହିଲେ, ଆମ୍ଭକୁ ଚିହ୍ନ ସ୍ବରୂପେ ଏକ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ଦଖାେଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।

ଯୋହନଲିଖିତ ସୁସମାଚାର 8:3

ବ୍ଯବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସଠାେକୁ ଆଣିଲେ। ସହେି ସ୍ତ୍ରୀଲକଟି ବ୍ଯଭିଚାର କଲା ବେଳେ ଧରା ପଡିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗ ରେ ଠିଆ ହବୋ ପାଇଁ ବାଧ୍ଯ କଲେ।

ଯୋହନଲିଖିତ ସୁସମାଚାର 8:9

ଯେଉଁମାନେ ଯୀଶୁଙ୍କର ଏ କଥା ଶୁଣୁଥିଲେ ସମାନେେ ସଠାରୁେ ଜଣ ଜଣ ହାଇେ ଚାଲି ଗଲେ। ଆଗେ ବୟସ୍କ ଲୋକେ ଓ ତା'ପରେ ଅନ୍ୟମାନେ ଚାଲିଗଲେ। କବଳେ ଯୀଶୁ ଓ ସହେି ସ୍ତ୍ରୀଲୋକଟି ସଠାେରେ ରହିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:10

ତବେେ, ତୁମ୍ଭମାନେେ ସମସ୍ତେ ଓ ସମସ୍ତ ଇଶ୍ରାୟେଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ ଯେ, ଏହା ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଏହି ଲୋକଟି ସୁସ୍ଥ ହାଇେଛି। ତୁମ୍ଭମାନେେ ସହେି ଯୀଶୁଙ୍କୁ କୃଶ ରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ତାହାଙ୍କ ଦ୍ବାରା ଏହି େଛାଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହାଇେଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖ ରେ ଠିଆ ହାଇେଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:27

ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଆଣି ମହାସଭା ରେ ଉପସ୍ଥିତ କରାଇଲେ। ତା'ପରେ ମହାୟାଜକ ସମାନଙ୍କେୁ ପଚ଼ାରିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 5:40

ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡ଼ାକି ନଇେ ପ୍ରହାର କଲେ। ସମାନଙ୍କେୁ ଯୀଶୁଙ୍କ ନାମ ରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସମାନଙ୍କେୁ ଛାଡ଼ି ଦେଲେ।

Interlinear

Choose Theme