Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 5:1 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:1 · ଓଡ଼ିଆ ବାଇବେଲ

ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରି ଦେଲେ।

Cross references

ଲେବୀୟ ପୁସ୍ତକ 10:1

ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।

ଯିହୋଶୂୟ 6:1

ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।

ମାଥିଉଲିଖିତ ସୁସମାଚାର 13:47

ସ୍ବର୍ଗରାଜ୍ଯ ମଧ୍ଯ ହ୍ରଦ ରେ ଫିଙ୍ଗା ଯାଇଥିବା ଗୋଟିଏ ଜାଲ ଭଳି। ସେଥି ରେ ବିଭିନ୍ନ ପ୍ରକାରର ମାଛ ଧରା ପଡିଲେ।

ଯୋହନଲିଖିତ ସୁସମାଚାର 6:37

ମାରେ ପରମପିତା ମାେତେ ମାେ ଲୋକମାନଙ୍କୁ ଦଇେଛନ୍ତି। ସମାନେେ ପ୍ରେତ୍ୟକକ ମାେ ପାଖକୁ ଆସିବେ। ମୁଁ ସର୍ବଦା ମାେ ପାଖକୁ ଆସୁଥିବା ପ୍ରେତ୍ୟକକଙ୍କୁ ଗ୍ରହଣ କରିବି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:20

ଗୋଟିଏ ବଡ଼ ଘ ରେ ସୁନା ଓ ରୂପାଜିନିଷ ସହିତ ମାଟି ଓ କାଠର ଜିନିଷ ମଧ୍ଯ ଥାଏ। କେତକେ ଜିନିଷ ବିଶଷେ ଉଦ୍ଦେଶ୍ଯ ପାଇଁ ବ୍ଯବହାର ହୁଏ। କେତକେ ଜିନିଷ ନୀଚ କାର୍ୟ୍ଯ ପାଇଁ ବ୍ଯବହାର ହୁଏ।

Interlinear

Choose Theme