ରେରିତମାନଙ୍କ କାର୍ଯ୍ୟର ବିବରଣ 5:10 · ଓଡ଼ିଆ ବାଇବେଲ
ସେ ସ୍ତ୍ରୀ ଲୋକଟି ମଧ୍ଯ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା'ପରେ ୟୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନଇଗେଲେ ଓ ତାହାର ସ୍ବାମୀ ପାଖ ରେ ତାହାକୁ କବର ଦେଲେ।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 5:5
ଏକଥା ଶୁଣିବା ମାତ୍ ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡ଼ରିଗଲେ।