Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 5:12 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:12 · ଓଡ଼ିଆ ବାଇବେଲ

ପ୍ ରରେିତମାନଙ୍କ ଦ୍ବାରା ଲୋକମାନଙ୍କ ମଧିଅରେ ବହୁତଗୁଡ଼ିଏ ଚ଼ିହ୍ନ ଓ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରାଗଲା। ସମାନେେ ସମସ୍ତେ ଗୋଟିଏ ଉଦ୍ଦେଶ୍ଯ ରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।

Cross references

ମାର୍କଲିଖିତ ସୁସମାଚାର 16:17

ଯେଉଁମାନେ ମାେତେ ବିଶ୍ବାସ କରିବେ, ସମାନେେ ତାର ପ୍ରମାଣ ସ୍ବରୂପ ଏହି ସବୁ କାମ କରିବାକୁ ସକ୍ଷମ ହବେେ: ସମାନେେ ଲୋକମାନଙ୍କଠାରୁ ମାେ ନାମ ରେ ଭୂତମାନଙ୍କୁ ବାହାର କରି ଦଇେ ପାରିବେ। କବେେ ହେଲେ ଶିଖି ନଥିବା ନୂଆନୂଆ ଅନକେ ଭାଷା ରେ କଥାବାର୍ତ୍ତା କରିବେ।

ମାର୍କଲିଖିତ ସୁସମାଚାର 16:20

ତା'ପରେ ପ୍ ରରେିତମାନେ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସମାନଙ୍କେୁ ସାହାୟ୍ଯ କଲେ। ପ୍ରଭୁ ପ୍ରମାଣିତ କରି ଦେଲେ ଯେ, ପ୍ ରରେିତମାନେ ଯେଉଁ ସୁସମାଚାର ପ୍ରଚାର କରୁଥିଲେ ତାହା ସତ୍ଯ। ପ୍ରଭୁ ସମାନଙ୍କେୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରି ଦେଲେ।

ଯୋହନଲିଖିତ ସୁସମାଚାର 10:23

ଯୀଶୁ ମନ୍ଦିର ରେ ଶ ଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:14

ପ୍ ରରେିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ଯ ରେ ଏକମନ ହାଇେ ନିରନ୍ତର ପ୍ରାର୍ଥନା କରୁଥିଲେ। ସମାନଙ୍କେ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ଯ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:42

ବିଶ୍ବାସୀ ଲୋକମାନେ ଏକାଠି ମିଳିତ ହବୋକୁ ଲାଗିଲେ। ପ୍ ରରେିତମାନଙ୍କ ଉପଦେଶ ଶୁଣିବାକୁ ସମାନେେ ସମାନଙ୍କେର ସମୟ ଦେଲେ। ବିଶ୍ବାସୀମାନେ ପରସ୍ପରର ସହଭାଗୀ ହେଲେ। ସମାନେେ ରୋଟୀ ବାଣ୍ଟି ଖାଇବାର ଏବଂ ପ୍ରାର୍ଥନା କରିବା ରେ ସମୟ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:46

ପ୍ରତିଦିନ ସମାନେେ ଏକାଠି ହାଇେ ଉପାସନା ମନ୍ଦିର ରେ ପରସ୍ପରକୁ ଭଟେୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ଯ ଏକ ଥିଲା। ସମାନେେ ସମାନଙ୍କେ ଘ ରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟ ରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:6

କିନ୍ତୁ ପିତର କହିଲେ, ମାେ ପାଖ ରେ ସୁନା ବା ରୂପା ନାହିଁ, କିନ୍ତୁ ଯାହା ଅଛି ତାହା ମୁଁ ତୁମ୍ଭକୁ ଦେଉଛି। ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଉଠି ଚ଼ାଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:11

ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ୟ୍ଯ ହାଇେ ଶଲୋମନଙ୍କ ମଣ୍ଡପ ରେ ସମାନଙ୍କେ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, ହେ ଇଶ୍ରଯଲରେ ଲୋକମାନେ, ତୁମ୍ଭମାନେେ ଏହା ଦେଖି କାହିଁକି ଆଶ୍ଚର୍ୟ୍ଯ ହେଉଅଛ?

ରେରିତମାନଙ୍କ କାର୍ଯ୍ୟର ବିବରଣ 4:30

ତୁମ୍ଭର ଶକ୍ତି ଆମ୍ଭକୁ ଦଖାେଅ, ୟଦ୍ଦ୍ବାରା ଆମ୍ଭେ ସାହାସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମ ରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦଖାଇବୋ ଓ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରିପାରିବା ା

ରେରିତମାନଙ୍କ କାର୍ଯ୍ୟର ବିବରଣ 4:32

ବିଶ୍ବାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସମାନଙ୍କେ ମଧ୍ଯରୁ କହେି କୌଣସି ଜିନିଷକୁ ନିଜର ବୋଲି କହୁ ନଥିଲେ। ସମାନଙ୍କେ ପାଖ ରେ ଯାହା ଥିଲା, ସେଥି ରେ ସମସ୍ତେ ଭାଗୀଦାର ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:33

ସଠାେରେ ସେ ଏନିୟ ନାମକ ଜଣେ ପକ୍ଷଘାତ ରୋଗୀକୁ ଦେଖିଲେ। ସେ ଆଠ ବର୍ଷ ଯାଏ ଶୟ୍ଯାଶାଯୀ ଅବସ୍ଥା ରେ ପଡ଼ିଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:40

ପିତର କଠାେରୀ ଭିତରୁ ସମସ୍ତଙ୍କୁ ବାହାର କରି ଆଣ୍ଠୁମାଡ଼ି ପ୍ରାର୍ଥନା କଲେ। ତା'ପରେ ସେ ଟାବୀଥାଙ୍କ ଶରୀର ପାଖକୁ ଯାଇ କହିଲେ, ଟାବୀଥା, ଉଠ। ସେ ଆଖି ଖାଲିେଲେ ଓ ପିତରଙ୍କୁ ଦେଖି ଉଠି ବସିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:3

ତଥାପି ପାଉଲ ଓ ବର୍ଣ୍ଣବ୍ବା ସଠାେରେ ଅନକେ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଚ଼ାର କଲେ। ସମାନଙ୍କେ ମାଧ୍ଯମ ରେ ପ୍ରଭୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ କଲେ ଓ ଅନୁଗ୍ରହର ବାକ୍ଯ ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 14:8

ଲୁସ୍ତ୍ରା ରେ ଗୋଟିଏ େଛାଟା ଥିଲା। ସେ ଲୋକଟି ଜନ୍ମରୁ େଛାଟା ଥିଲା। ସେ କବେେ ଚାଲି ପାରୁନଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:18

ସେ ଏପରି ବହୁତ ଦିନ ପର୍ୟ୍ଯନ୍ତ କଲା, ପାଉଲ ଏଥିଲେ ବିରକ୍ତ ହାଇପେଡ଼ିଲେ। ସେ ସହେି ଆତ୍ମାକୁ କହିଲେ, ମୁଁ ଯୀଶୁଙ୍କ ନାମ ରେ ଆଦେଶ ଦେଉଛି, ଏହି ଝିଅଟି ଦହରେୁ ବାହାରିଯା। ସହେି ସମୟରେ ସେ ଆତ୍ମାଟି ବାହାରକୁ ଚ଼ାଲିଆସିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:11

ପରମେଶ୍ବର ପାଉଲଙ୍କ ମାଧ୍ଯମ ରେ ଅତି ଅସାଧାରଣ କାର୍ୟ୍ଯମାନ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:9

ଏପରି ହବୋର ଦେଖି ଦ୍ବୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ଯ ଆସି ସୁସ୍ଥ ହେଲେ।

ରୋମୀୟଙ୍କ ପ୍ରତି ପତ୍ର 15:19

ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:12

ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ, ଜଣେ ପ୍ ରରେିତ ବୋଲି ପ୍ରମାଣିତ କରୁଥିବା କାମ ମୁଁ କରିଥିଲି - ମୁଁ ନାନାଦି ଚିହ୍ନ, ଅଦ୍ଭୂତ ଓ ଆଶ୍ଚର୍ୟ୍ଯଜନକ କାମ ଦଖାଇେଥିଲି। ଏ ସବୁ ମୁଁ ଅନକେ ର୍ଧୈୟ୍ଯର ସହିତ କରିଥିଲି।

ଏବ୍ରୀ 2:4

କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।

Interlinear

Choose Theme