Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 5:13 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:13 · ଓଡ଼ିଆ ବାଇବେଲ

ସମାନଙ୍କେ ସହିତ ଏକତ୍ର ଠିଆ ହବୋପାଇଁ କହେି ହେଲେ ସାହାସ କଲେ ନାହିଁ। ସବୁଲୋକ ପ୍ ରରେିତମାନଙ୍କର ଖୁବ୍ ପ୍ରଶଂସା କଲେ।

Cross references

ଗଣନା ପୁସ୍ତକ 17:12

ଏହାପରେ ଇଶ୍ରାୟେଲର ଲୋକମାନେ ମାଶାଙ୍କେୁ କହିଲେ, ଆମ୍ଭେ ଜାଣୁ ଆମ୍ଭମାନେେ ମରିବୁ। ଆମ୍ଭମାନେେ ବିନଷ୍ଟ ହାଇେଅଛୁ, ଆମ୍ଭମାନେେ ବିନଷ୍ଟ ହବେୁ।

ଗଣନା ପୁସ୍ତକ 24:8

ପରମେଶ୍ବର ସମାନଙ୍କେୁ ମିଶରରୁ ବାହାର କରି ଆଣିଛନ୍ତି। ସମାନଙ୍କେର, ପରମେଶ୍ବର ଅରଣା ଗୋରୁର ଶିଙ୍ଗ ପରି ଶକ୍ତିଶାଳି। ସମାନେେ ସମାନଙ୍କେର ବିରୋଧିମାନଙ୍କୁ ପରାସ୍ତ କରିବେ ଓ ସମାନଙ୍କେର ଅସ୍ଥିସବୁ ଚୂର୍ଣ କରିବେ ଓ ଆପଣା ବାଣଦ୍ବାରା ସମାନଙ୍କେୁ ଭଦେ କରିବେ।

ପ୍ରଥମ ଶାମୁୟେଲ 16:4

ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କର ବାକ୍ଯ ଅନକ୍ସ୍ଟସା ରେ କାର୍ୟ୍ଯ କଲେ। ଶାମକ୍ସ୍ଟଯଲେ ବୈଥ୍ଲହମେ ରେ ପହନ୍ଚିଲେ। ତହିଁରେ ନଗରର ପକ୍ସ୍ଟରକ୍ସ୍ଟଖାମାନେ କଐମାନ ହାଇେ ତାକକ୍ସ୍ଟ ଭଟେିବାକକ୍ସ୍ଟ ଆସି ପଚାରିଲେ, ଆପଣଙ୍କ ଆଗମନ କକ୍ସ୍ଟଶଳ ତ?

ପ୍ରଥମ ରାଜାବଳୀ 17:18

ସହେି ସ୍ତ୍ରୀ ଲୋକଟି ଏଲିଯକୁ କହିଲେ, ହେ ପରମେଶ୍ବରଙ୍କ ଲୋକ, ମାେ ବିରୁଦ୍ଧ ରେ ତୁମ୍ଭର କ'ଣ ଅଛି? ତୁମ୍ଭେ କ'ଣ ମାରେ ପାପ ସ୍ମରଣ କରଇବୋକୁ ଓ ମାରେପୁତ୍ରର ମୃତ୍ଯୁର କାରଣ ହବୋ ପାଇଁ ଆସିଅଛ?

ଯିଶାଇୟ 33:14

ସିୟୋନର ପାପୀଗଣ ଭୟଭୀତ, ମନ୍ଦାଚାରୀଗଣ ହଠାତ୍ କିତ ହେଉଛନ୍ତି। 2ଆମ୍ଭମାନଙ୍କ ମଧ୍ଯରୁ କହେି ସର୍ବଗ୍ରାସୀ ଅଗ୍ନି ରେ ବାସ କରିପାରିବ ? ପୁଣି କହେି କବେେ ଅନନ୍ତକାଳ ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ରେ ବାସ କରିପାରିବ ?'

ଲୂକଲିଖିତ ସୁସମାଚାର 12:1

ହଜାର ହଜାର ଲୋକ ଆସି ଜମା ହାଇଗେଲେ। ଲୋକେ ଜଣେ ଜଣକୁ ମାଡି ପକାଉ ଥିଲେ। ଲୋକମାନଙ୍କୁ କହିବା ପୂର୍ବରୁ ଯୀଶୁ ପ୍ରଥମେ ନିଜ ଶିଷ୍ଯମାନଙ୍କୁ କହିଲେ, ଫାରୂଶୀମାନଙ୍କ ଖମୀରଠାରୁ ଦୂର ରେ ରୁହ। ମାେ କହିବାର ଅଭିପ୍ରାୟ ହେଉଛି ଯେ, ସମାନେେ କପଟୀ।

ଲୂକଲିଖିତ ସୁସମାଚାର 14:26

ଯଦି ଜଣେ ଲୋକ ମାେ ପାଖକୁ ଆ ସେ, କିନ୍ତୁ ଯଦି ମାେ ଅପେକ୍ଷା ତା ବାପାମାଆ, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବ ନାହିଁ। ଜଣେ ଲୋକକୁ ତା' ନିଜ ଅପେକ୍ଷା ମାେତେ ଅଧିକ ଭଲ ପାଇବାକୁ ହବେ।

ଲୂକଲିଖିତ ସୁସମାଚାର 19:37

ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,

ଲୂକଲିଖିତ ସୁସମାଚାର 19:48

କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ଯାନ ଦଇେ ଶୁଣୁଥିଲେ। ସମାନେେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ'ଣ କରିବେ ବୋଲି କିଛି ସ୍ଥିର କରିପାରୁ ନଥିଲେ।

ଯୋହନଲିଖିତ ସୁସମାଚାର 9:22

ଯିହୂଦୀ ନେତାମାନଙ୍କୁ ଭୟ କରି ତା'ର ପିତାମାନା ଏପରି କହିଲେ। ସମାନେେ ସେତବେେଳକେୁ ସ୍ଥିର କରି ସାରିଥିଲେ, କାରଣ ଯେଉଁ ବ୍ଯକ୍ତି ଯୀଶୁଙ୍କୁ ମଶୀହ ବଲେି ସ୍ବୀକାର କରିବେ, ସମାନେେ ତାକୁ ଦଣ୍ଡ ଦବେେ ଓ ସହେି ଲୋକମାନଙ୍କୁ ସମାଜଗୃହରୁ ବାହାର କରି ଦବେେ।

ଯୋହନଲିଖିତ ସୁସମାଚାର 12:42

କିନ୍ତୁ ଯୀଶୁଙ୍କୁ ଅନକେ ଲୋକ ବିଶ୍ବାସ କଲେ ଏପରିକି, ଅନକେ ଯିହୂଦୀ ନେତାମାନେ ମଧ୍ଯ ତାହାଙ୍କ ଠା ରେ ବିଶ୍ବାସ କଲେ। କିନ୍ତୁ ସମାନେେ ଫାରୂଶୀମାନଙ୍କୁ ଭୟ କରୁଥିଲେ। ତେଣୁ ସମାନେେ ତାହାଙ୍କ ବିଶ୍ବାସ ସମ୍ବନ୍ଧ ରେ ଖାେଲାଖାଲିେ ଭାବେ କହିଲେ ନାହିଁ। ସମାନେେ ଡରିଲେ, କାଳେ ଫାରୂଶୀମାନେ ସମାନଙ୍କେୁ ସମାଜଗୃହରୁ ବାହାର କରି ଦବେେ।

ଯୋହନଲିଖିତ ସୁସମାଚାର 19:38

ଏହାପରେ ହାରାମାଥୀଯାର ଯୋଷଫେ ନାମକ ଜଣେ ଲୋକ ପୀଲାତଙ୍କୁ ଯୀଶୁଙ୍କର ଶରୀରଟି ମାଗିଲେ। ଯୋଷଫେ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ତାହା କହିଲେ ନାହିଁ, କାରଣ ସେ ଯିହୂଦୀମାନଙ୍କୁ ଭୟ କରୁଥିଲେ। ପୀଲାତ ଯୋଷଫଙ୍କେୁ ଯୀଶୁଙ୍କର ଶରୀର ନବୋପାଇଁ ଅନୁମତି ଦେଲେ। ତେଣୁ ଯୋଷଫେ ଆସି ଯୀଶୁଙ୍କର ଶରୀର ନଇଗେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:47

ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:21

ତେଣୁ ସେ ସମାନଙ୍କେୁ ଆଉ ଥରେ ଭୟ ଦଖାଇେଲେ ଏବଂ ସମାନଙ୍କେୁ ମୁକ୍ତ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:5

ଏକଥା ଶୁଣିବା ମାତ୍ ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡ଼ରିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:17

ଏକଥା ଏଫିସ ନଗରର ସମସ୍ତ ଯିହୂଦୀୟ ଓ ଗ୍ରୀକ୍ମାନେ ଜାଣି ଭୟ କଲେ। ଏହାଦ୍ବାରା ପ୍ରଭୁ ଯୀଶୁଙ୍କର ନାମ ଅଧିକ ଗୌରବାନ୍ବିତ ହେଲା।

ପିତରଙ୍କ ଦିତୀୟ ପତ୍ର 2:20

ସହେି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ବାରା ସମାନେେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସମାନେେ ପୁନର୍ବାର ମନ୍ଦ ବିଷୟଗୁଡ଼ିକ ପ୍ରତି ଆକର୍ଷିତ ହାଇେ ତାହାର ବନ୍ଧନ ରେ ବାନ୍ଧି ହାଇଯେିବେ, ତବେେ ସମାନଙ୍କେ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହବେ।

Interlinear

Choose Theme