Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 5:23 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:23 · ଓଡ଼ିଆ ବାଇବେଲ

ଆମ୍ଭେ କାରାଗାର ରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ବାର ପାଖ ରେ ଠିଆ ହବୋର ମଧ୍ଯ ଦେଖିଲୁ। କିନ୍ତୁ ଆମ୍ଭେ ଯେତବେେଳେ କାରାଗାର ଖାଲିେ ଦେଖିଲୁ, ସେତବେେଳେ ସଠାେରେ କହେି ନଥିଲେ।

Cross references

ଗୀତସଂହିତା 2:4

କିନ୍ତୁ ମାରେ ପ୍ରଭୁ ୟିଏକି 'ସ୍ବର୍ଗର ରାଜା' ସମାନଙ୍କେ ଏପରି କଥାକୁ ପରିହାସ କରିବେ।

ଗୀତସଂହିତା 33:10

ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।

ହିତୋପଦେଶ 21:30

ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।

ଯିରିମିୟଙ୍କ ବିଳାପ 3:37

ପ୍ରଭୁଙ୍କର ଆଜ୍ଞା ନ ହେଲେ, ଜଣେ ଯାହା କହିବାର ଘଟେ ନାହିଁ।

ଯିରିମିୟଙ୍କ ବିଳାପ 3:55

ହେ ସଦାପ୍ରଭୁ ମୁଁ ଗଭୀରତମ କୂପ ମଧ୍ଯରୁ ତୁମ୍ଭ ନାମ ରେ ପ୍ରାର୍ଥନା କଲି।

ଦାନିଏଲ 3:11

ପୁଣି ଯେ କୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନକରିବ ସେ ଜଳନ୍ତ ଅଗ୍ନିକୁଣ୍ତ ରେ ନିକ୍ଷିପ୍ତ ହବେ।

ଦାନିଏଲ 6:22

ମାରେ ପରମେଶ୍ବର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସମାନେେ ମାରେ କ୍ଷତି କରି ନାହାଁନ୍ତି। କାରଣ ମାରେପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରିନାହିଁ।

ମାଥିଉଲିଖିତ ସୁସମାଚାର 27:63

ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'

ମାଥିଉଲିଖିତ ସୁସମାଚାର 28:12

ତା'ପରେ ପ୍ରଧାନ ଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସମାନେେ ସୈନ୍ଯମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବ ରେ ପ୍ରଚୁର ଟଙ୍କା ଦେଲେ।

ଯୋହନଲିଖିତ ସୁସମାଚାର 8:59

ଯୀଶୁ ଏକଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉେଠଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଚାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:19

କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତି ରେ ସହେି କାରାଗାରର କବାଟ ଖାଲିେ ସମାନଙ୍କେୁ ବାହାର କରି ଦେଲେ ଓ କହିଲେ,

Interlinear

Choose Theme