ତା'ପରେ ସେ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନେେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।
Cross references
ଯିହୁଦାର ରାଜା ହିଜକିଯ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିଯ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସମାନଙ୍କେ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭମାନେେ ଯିରିମିୟଙ୍କ ପ୍ରତି କିଛି କରୁ, ତବେେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳ ରେ ଅମଙ୍ଗଳ କରୁଅଛୁ।
ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।
ଏକଥା କହେି ଅସତ୍ଯ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭମାନେେ ଶାନ୍ତ ରହିବା ଉଚ଼ିତ। ପ୍ରଥମେ କିଛି ନଭାବି ତୁମ୍ଭମାନେେ କିଛି କରିବା ଅନୁଚ଼ିତ।
ଏ କଥା ଅଧିକାରୀ ଶୁଣି ସନୋଧ୍ଯକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, ତୁମ୍ଭେ ଜାଣ, ତୁମ୍ଭେ କଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?