ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ୟିହୂଦା ନାମକ ଜଣେ ବ୍ଯକ୍ତି ବାହାରିଲେ। ସେ ମଧ୍ଯ କେତକେ ଲୋକଙ୍କୁ ନିଜର ଶିଷ୍ଯ କଲେ। କିନ୍ତୁ ତାହାଙ୍କୁ ମଧ୍ଯ ହତ୍ଯା କରାଗଲା। ତାହାଙ୍କରୁ ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହାଇେ ପଳାଇଗଲେ।
Cross references
ଏହା ସତ୍ଯ ବହୁ ସମୟରୁ ଯେ ତବେଳଠାରୁେ ଆଦମ ଏ ପୃଥିବୀ ରେ ରଖାୟାଇଥିଲା। ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ବିନା ବାସ କରେ, ସେ ଲୋକର ଆନନ୍ଦ କ୍ଷଣସ୍ଥାଯୀ ଅଟେ।
କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ଯସ୍ତ ଥାଆନ୍ତି। ସମାନେେ ଗୋପନ ଯୋଜନା କରନ୍ତି ଓ ମିଥ୍ଯା ମଧ୍ଯ କହନ୍ତି।
ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।
ଯୀଶୁ ସହେି ଲୋକକୁ କହିଲେ, ତୁମ୍ଭ ଖଣ୍ଡାକୁ ଖୋଳ ଭିତ ରେ ରଖ। ଯେଉଁ ଲୋକମାନେ ଖଣ୍ଡା ବ୍ଯବହାର କରନ୍ତି. ସମାନଙ୍କେୁ ଖଣ୍ଡା ଦ୍ବାରା ହତ୍ଯା କରା ଯାଇଥାଏ।
ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।
ସେତବେେଳେ ଯୀଶୁଙ୍କ ପାଖ ରେ କେତକେ ଲୋକ ଥିଲେ। ଗାଲିଲୀର କେତକେ ଲୋକଙ୍କର ଯାହା ଘଟିଥିଲା, ସହେି ବିଷୟ ରେ ସମାନେେ ଯୀଶୁଙ୍କୁ କହିଲେ। ସମାନେେ ଉପାସନା କରୁଥିବା ସମୟରେ ପୀଲାତ ସହେି ଲୋକମାନଙ୍କୁ ହତ୍ଯା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସମାନଙ୍କେ ରକ୍ତକୁ ମିଶାଇଥିଲେ।