କିନ୍ତୁ ଯଦି ଏହା ପରମେଶ୍ବରଙ୍କଠାରୁ ହାଇେଥାଏ, ତବେେ ତୁମ୍ଭମାନେେ ସମାନଙ୍କେ କାମ ବନ୍ଦ କରିପାରିବନାହିଁ। ତୁମ୍ଭମାନେେ ନିଜକୁ ପରମେଶ୍ବରଙ୍କ ବିରୁଦ୍ଧ ରେ ଲଢ଼ିବାର ଦେଖିବ।
Cross references
ଏହାପରେ ଲାବନ୍ ଏବଂ ବଥୂଯଲେ ଉତ୍ତର କଲେ, ଆମ୍ଭେ ଦେଖୁଛୁ ଏହା ସଦାପ୍ରଭୁଙ୍କ ଆଡୁ, ଆମ୍ଭେ ଏହାକୁ ପରିବର୍ତ୍ତନ କରିପାରବୁ ନାହିଁ।
ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।
ଏପରିକି ଯେତବେେଳେ ଶାଉଲ ରାଜା ଥିଲେ ସେତବେେଳେ ଆପଣ ଆମ୍ଭମାନଙ୍କୁ ୟକ୍ସ୍ଟଦ୍ଧ ରେ ଆଗଇେ ନଇେଥିଲେ। ଆଉ ଆପଣ ହେଉଛନ୍ତି ସହେି ଲୋକ ଯେ କି ଯୁଦ୍ଧରୁ ଇଶ୍ରାୟେଲକକ୍ସ୍ଟ ନିରାପଦ ରେ ଫରୋଇ ଆଣିଥିଲେ ଏବଂ ସଦାପ୍ରଭୁ ତୁମ୍ଭକୁ କହିଛନ୍ତି, 'ତୁମ୍ଭେ ମାରେ ଲୋକମାନଙ୍କର ମଷେପାଳକ ହବେ। ଇଶ୍ରାୟେଲ ଓ ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କ ଉପରେ ଶାସନ କରିବ।'
ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭେ ନିଶ୍ଚଯ ତୁମ୍ଭମାନଙ୍କ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ବିପକ୍ଷ ରେ ୟୁଦ୍ଧ କରିବ ନାହିଁ। ତୁମ୍ଭମାନେେ ସମସ୍ତେ ନିଜ ନିଜ ଗୃହକୁ ଫରେିୟାଅ। କାରଣ ଏହିକାର୍ୟ୍ଯ ମାେ ଦ୍ବାରା ହାଇେଅଛି।' ତେଣୁ ରିହବିଯାମଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫରେିଗଲେ।
କିନ୍ତୁ ତୁମ୍ଭକୁ କିଏ ଅପମାନିତ ଓ ନିନ୍ଦା କଲା? କିଏ ତୁମ୍ଭ ବିରୁଦ୍ଧ ରେ କହିଲା। ତେଣୁ ତୁମ୍ଭେ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ବିରୁଦ୍ଧ ରେ ଥିଲ। ତୁମ୍ଭେ ତାଙ୍କଠାରୁ ଅଧିକ ଭଲ ବୋଲି ତୁମ୍ଭେ କାର୍ୟ୍ଯ କଲ।
କାହିଁକି ? କାରଣ ଦୁଷ୍ଟ ବ୍ଯକ୍ତି ପରମେଶ୍ବରଙ୍କ ଆଦେଶକୁ ପ୍ରତ୍ଯାଖ୍ଯାନ କରେ। ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପରାସ୍ତ କରିବାକୁ ପ୍ରଯାସ କରେ।
କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।
ସଦାପ୍ରଭୁଙ୍କ ବିରୁଦ୍ଧ ରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।
ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ବର ହାଇେ ରହିବୁ। ଆମ୍ଭେ ଯାହା କରିବୁ କହେି ତାହା ଅନ୍ୟଥା କରିପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କହେି ହେଲେ ଅନ୍ୟଜଣକୁ ରକ୍ଷା କରିପାରିବ ନାହିଁ।
ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧ ରେ ୟାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ'ଣ ତା'ର ନିର୍ମାଣକର୍ତ୍ତା ସହ ୟୁକ୍ତି କରିବ, ମାେତେ କାହିଁକି ନିର୍ମାଣ କରୁଛ ?' ସହେିପରି ତୁମ୍ଭର କର୍ମ କ'ଣ କହିବ ତୁମ୍ଭର ହାତ ନାହିଁ।
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ବର୍ଗୀଯ ଶକ୍ତି ବଳ ରେ ପରମେଶ୍ବର ନିଜ ଇଚ୍ଛାନୁସା ରେ ପୃଥିବୀ ନିବାସୀମାନଙ୍କ ମଧିଅରେ କାର୍ୟ୍ଯ କରନ୍ତି। କହେି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନପା ରେ ଓ କହେି ତାଙ୍କୁ କିଛି ପ୍ରଶ୍ନ କରି ନପା ରେ।
ମୁଁ ମଧ୍ଯ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମାରେ ମଣ୍ଡଳୀ ତୋଳିବି। ମୃତ୍ଯୁଶକ୍ତି ମାରେ ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହାଇପୋରିବ ନାହିଁ।
ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।
କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ଶାଉଲ କହିଲେ, ପ୍ରଭୁ, ତୁମ୍ଭେ କିଏ?
ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବାରୁ ପରମେଶ୍ବର ଆମ୍ଭକୁ ଯେପରି ପବିତ୍ର ଆତ୍ମା ଦାନ ଦଇେଥିଲେ, ସହିପରି ଯଦି ସେ ସମାନଙ୍କେୁ ସହେି ସମାନ ଦାନ ଦେଲେ, ତବେେ ମୁଁ ପରମେଶ୍ବରଙ୍କ ମାର୍ଗ ରେ ବାଧା ଦବୋ ପାଇଁ କିଏ?
ତେଣୁ ଯିହୂଦୀମାନେ ଭୀଷଣ ପାଟିତୁଣ୍ଡ କଲେ। ଫାରୂଶୀ ଦଳର କେତଜେଣ ବ୍ଯବସ୍ଥା ଶିକ୍ଷକ ଠିଆ ହାଇେ ପାଉଲଙ୍କ ସପକ୍ଷ ରେ ୟୁକ୍ତି କଲେ। ସମାନେେ କହିଲେ, ଆମ୍ଭେ ଏ ଲୋକର କିଛି ଦୋଷ ଦେଖିବାକୁ ପାଉନାହୁଁ। ହୁଏତ କୌଣସି ଆତ୍ମା କି ସ୍ବର୍ଗଦୂତ ଏ ଲୋକ ସହିତ କଥାବାର୍ତ୍ତା ହାଇେଥିଲେ।
ଏପରିକି ପରମେଶ୍ବରଙ୍କ 'ମୂର୍ଖତା' ମନୁଷ୍ଯର ଜ୍ଞାନଠାରୁ ଅଧିକ ଶକ୍ତିୟୁକ୍ତ। ସହେିପରି ପରମେଶ୍ବରଙ୍କ ଦୁର୍ବଳତା ମନୁଷ୍ଯର ଶକ୍ତିଠାରୁ ଅଧିକ ଶକ୍ତିୟୁକ୍ତ।
ଆମ୍ଭେ କ'ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ ? ଆମ୍ଭେ କ'ଣ ତାହାଙ୍କଠାରୁ ଅଧିକ ବଳବାନ ? ନା !
ତୁମ୍ଭେ ଯେଉଁ ଦଶଶିଙ୍ଗ ଦେଖିଲ, ତାହା ଦଶଜଣ ରାଜା। ଏହି ଦଶଜଣ ରାଜା ଏ ପର୍ୟ୍ଯନ୍ତ ରାଜ ଭଳି ରାଜ୍ଯ ପାଇ ନାହାଁନ୍ତି। କିନ୍ତୁ ସମାନେେ ସହେି ପଶୁ ସହିତ ଗୋଟିଏ ଘଣ୍ଟା ପର୍ୟ୍ଯନ୍ତ ଶାସନ କରିବା ପାଇଁ କ୍ଷମତା ପାଇବେ।