Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 5:41 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:41 · ଓଡ଼ିଆ ବାଇବେଲ

ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।

Cross references

ଯିଶାଇୟ 61:10

ମୁଁ ସଦାପ୍ରଭୁଙ୍କଠା ରେ ଅତିଶଯ ଆନନ୍ଦ କରିବି, ମାରେ ପ୍ରାଣ ମାରେ ପରମେଶ୍ବରଙ୍କଠା ରେ ଉଲ୍ଲସିତ ହବେ ; କାରଣ ବର ଯେପରି ଭୂଷଣ ରେ ନିଜକୁ ଭୂଷିତ କରେ ଓ କନ୍ଯା ଯେପରି ନିଜକୁ ରତ୍ନ ରେ ଭୂଷିତା କରେ ସହେିପରି ସେ ପରିତ୍ରାଣରୂପ ବସ୍ତ୍ର ରେ ମାେତେ ଆଚ୍ଛାଦିତ କରିଅଛନ୍ତି ଓ ଧର୍ମରୂପକ ରାଜବସ୍ତ୍ର ରେ ମାେତେ ଆବୃତ କରିଅଛନ୍ତି।

ଯିଶାଇୟ 65:14

ଆମ୍ଭର ଦାସମାନେ ଆନନ୍ଦ ରେ ଗାନ କରିବେ କାରଣ ସମାନଙ୍କେ ହୃଦଯ ସୁଖ ରେ ପରିପୂର୍ଣ୍ଣ । ମାତ୍ର ତୁମ୍ଭେ ମନ୍ଦାଚାରୀଗଣ ହୃଦଯର ଦୁଃଖ ନିମିତ୍ତ ବିଳାପ କରିବ। ଆଉ ମଧ୍ଯ ଆତ୍ମାର ବିରକ୍ତିଭାବ ଯୋଗୁଁ ହାହାକାର କରିବ।

ଯିଶାଇୟ 66:5

ତୁମ୍ଭେ ଯେଉଁଦିନ ସଦାପ୍ରଭୁଙ୍କ ବାକ୍ଯ ରେ କମ୍ପିତ ହେଉଅଛ, ତାଙ୍କର ବାକ୍ଯ ଶୁଣ। ତୁମ୍ଭମାନଙ୍କର ଭାଇମାନେ ଯେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ଆମ୍ଭର ନାମ ସକାେଶ ତୁମ୍ଭମାନଙ୍କୁ ଦୂର କରନ୍ତି ; ସମାନେେ କହି ଅଛନ୍ତି, 'ଆମ୍ଭେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖିପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ବିତ ହୁଅନ୍ତୁ,' ମାତ୍ର ସମାନେେ ଲଜ୍ଜିତ ହବେେ।

ମାଥିଉଲିଖିତ ସୁସମାଚାର 5:10

ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।

ଲୂକଲିଖିତ ସୁସମାଚାର 6:22

ମନୁଷ୍ଯମାନଙ୍କ ୟୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସମାନେେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କ ବିଷୟ ରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ଯ କରି ଦବେେ, ଯେତବେେଳେ ଏହା ଘଟିବ, ତୁମ୍ଭେ ଧନ୍ଯ ହବେ।

ଯୋହନଲିଖିତ ସୁସମାଚାର 15:21

ଲୋକମାନେ ମାେ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ଯବହାର କରିବେ। କାରଣ ସମାନେେ ମାରେ ପ୍ ରରଣୋକର୍ତ୍ତାଙ୍କୁ ଜାଣନ୍ତି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:23

ସମାନେେ ସମାନଙ୍କେୁ ବହୁତ ମାଡ଼ ମାରିବା ପରେ କାରାଗାର ରେ ବନ୍ଦୀ କଲେ। ସମାନଙ୍କେୁ ସାବଧାନ ରେ ଜଗିବାପାଇଁ କାରାଧ୍ଯକ୍ଷଙ୍କୁ ଆଦେଶ ଦେଲେ।

ରୋମୀୟଙ୍କ ପ୍ରତି ପତ୍ର 5:3

ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:10

ଅତଏବ ମାେ ଠା ରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କବଳେ ଖ୍ରୀଷ୍ଟଙ୍କ ସକାେଶ ଯେତବେେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦଇେ ଗତି କରେ, ଯେତବେେଳେ ମାରେ କଷ୍ଟ ଥାଏ ବା ଯେତବେେଳେ ମାରେ ସମସ୍ଯା ଥାଏ, ସେତବେେଳେ ମୁଁ ଆନନ୍ଦ କରେ। ଯେତବେେଳେ ମୁଁ ଦୁର୍ବଳ, ସେତବେେଳେ ମୁଁ ପ୍ରକୃତ ରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:29

ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କବଳେ ପରମେଶ୍ବର ତୁମ୍ଭକୁ ସୁ ଯୋଗ ଦଇେଛନ୍ତିା ତାହା ୟଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ଯ ତୁମ୍ଭମାନଙ୍କୁ ସୁଯୋଗ ଦଇେଛନ୍ତି। ଏହି ଉଭୟ ବିଷୟ ଯୀଶୁଖ୍ରୀଷ୍ଟଙ୍କୁ ଗୌରବନ୍ବିତ କରେ।

ଏବ୍ରୀ 10:34

ଯେଉଁମାନେ ବନ୍ଦୀଘ ରେ ରଖା ଯାଇଥିଲେ, ସମାନଙ୍କେର ଅସୁବିଧାଗୁଡ଼ିକରେ ତୁମ୍ଭମାନେେ ଭାଗନଲେ, ଓ ସମାନଙ୍କେୁ ସାହାୟ୍ଯ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନଇେ ୟିବା ପରେ ମଧ୍ଯ ତୁମ୍ଭମାନେେ ଆନନ୍ଦ ରେ ଥିଲ। ତୁମ୍ଭମାନେେ ଆନନ୍ଦ ରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖ ରେ ଯାହା କିଛି ଅଛି ତାହା ଅତ୍ଯଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ଯାକୁବଙ୍କ ପତ୍ 1:2

ମାେ ଭାଇ ଓ ଭଉଣୀମାନେ, ତୁମ୍ଭମାନେେ ଅନକେ ପ୍ରକାରର ଅସୁବିଧାର ସମ୍ମୁଖୀନ ହବେ। କିନ୍ତୁ ଏପରି ହେଲା ବେଳେ ତୁମ୍ଭମାନେେ ଅଧିକ ଖୁସି ହବୋ ଉଚିତ୍।

ପିତରଙ୍କ ପ୍ରଥମ ପତ୍ 4:13

ବରଂ ତୁମ୍ଭେ ଖୁସି ହବୋ ଉଚତ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହାଇେଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲା ବେଳେ ତୁମ୍ଭେ ଖୁସି ହବେ ଓ ଆନନ୍ଦ ରେ ପୂର୍ଣ୍ଣ ହବେ।

Interlinear

Choose Theme