Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 5:6 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 5:6 · ଓଡ଼ିଆ ବାଇବେଲ

ତା'ପରେ ୟୁବକମାନେ ତାହାକୁ ଲୁଗା ରେ ଗୁଡ଼ଇେ ନଇେ ବାହାରକୁ ଚ଼ାଲିଗଲେ ଓ କବର ଦଇେ ଦେଲେ।

Cross references

ଲେବୀୟ ପୁସ୍ତକ 10:4

ଏହାପରେ ମାଶାେ ହାରୋଣଙ୍କର କକା ଉଷୀଯଲରେ ପୁତ୍ର ମୀଖାଯଲକେୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, ତୁମ୍ଭମାନେେ ପବିତ୍ର ସ୍ଥାନର ସମ୍ମୁଖକୁ ୟାଅ ଓ ତୁମ୍ଭମାନଙ୍କର ସଂପର୍କୀଯ ଭାଇମାନଙ୍କର ଶବକୁ ଛାଉଣୀର ବାହାରକୁ ନଇୟୋଅ।

ଦିତୀୟ ବିବରଣ 21:23

କିନ୍ତୁ ତା'ର ମୃତ ଶରୀରକକ୍ସ୍ଟ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନକ୍ସ୍ଟହଁ। ତା'ର ମୃତ ଶରୀରକକ୍ସ୍ଟ ସହେି ଏକା ଦିନ ରେ କବର ଦିଆୟିବା ଉଚିତ୍। କାରଣ, କହେି ବ୍ଯକ୍ତି ଗଛ ରେ ଝକ୍ସ୍ଟଲା ହାଇେ ରହିଲେ ପରମେଶ୍ବରଙ୍କ ଦ୍ବରା ଅଭିଶାପ ଗ୍ରସ୍ତ ହକ୍ସ୍ଟଏ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଭୂମି ଦଇେଛନ୍ତି ତୁମ୍ଭେ ତାହାକକ୍ସ୍ଟ ଅଶକ୍ସ୍ଟଚି କର ନାହିଁ।

ଦିତୀୟ ଶାମୁୟେଲ 18:17

ତା'ପରେ ଯୋୟାବର ଲୋକମାନେ ଅବଶା ଲୋମର ମୃତ ଶରୀରକକ୍ସ୍ଟ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତ ରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକକ୍ସ୍ଟ ପଥର ପକଇେ ପୋତି ଦେଲେ।

ଯୋହନଲିଖିତ ସୁସମାଚାର 19:40

ଯିହୂଦୀମାନଙ୍କର ସମାଧି ଦବୋ ପ୍ରଥାନୁସା ରେ ସମାନେେ ଦୁ ହେଁ ଯୀଶୁଙ୍କର ମୃତ ଦହକେୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗା ରେ ଗୁଡଇେ ଦେଲେ।

Interlinear

Choose Theme