Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 6:1 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 6:1 · ଓଡ଼ିଆ ବାଇବେଲ

ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।

Cross references

ଦିତୀୟ ବିବରଣ 24:19

ତୁମ୍ଭେ ଆପଣା କ୍ଷେତ୍ର ରେ ଶସ୍ଯ କାଟିବା ବେଳେ ଗୋଟିଏ ବିଡା କ୍ଷେତ୍ର ରେ ପାସୋରି ଆସିଲେ ତାହା ଆଣିବା ପାଇଁ ଫରେିୟିବ ନାହିଁ। ତାହା ବିଦେଶୀର, ପିତୃହୀନର ଓ ବିଧବାର ହବେ। ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତକୃତ ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିବେ।

ଦିତୀୟ ବିବରଣ 26:12

ତୃତୀୟ ବର୍ଷ ରେ ଅର୍ଥାତ୍ ଦଶମାଂଶ ବର୍ଷ ରେ ତୁମ୍ଭେ ଆପଣା ଉତ୍ପନ୍ନ ଶସ୍ଯ ଆଦିର ଦଶମାଂଶ ଦବୋର ସମାଲ୍ଗ କଲାପରେ ତୁମ୍ଭମାନେେ ଲବେୀୟକକ୍ସ୍ଟ, ବିଦେଶୀକି, ପିତୃହୀନକକ୍ସ୍ଟ ଓ ବିଧବାକକ୍ସ୍ଟ ତାହା ହବେ। ତହିଁରେ ସମାନେେ ତକ୍ସ୍ଟମ୍ଭ ନଗରଦ୍ବାର ମଧିଅରେ ଭୋଜନ କରି ତୃଲ୍ଗ ହବେେ।

ଆୟୁବ ପୁସ୍ତକ 29:13

ଯେଉଁ ମଣିଷ ମରି ଯାଉଥିଲା ସେ ମାେତେ ଆଶୀର୍ବାଦ କଲା। ମୁଁ ସହେି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦଲେି।

ଆୟୁବ ପୁସ୍ତକ 31:16

ମୁଁ କବେେ ଗରିବ ଲୋକକୁ ସାହାୟ୍ଯ କରିବାକୁ ମନା କରିନାହିଁ। ବିଧବାମାନଙ୍କୁ ସମାନଙ୍କେ ଦରକାର ମୁତାବକ ଦଇେଛି।

ଗୀତସଂହିତା 72:16

କ୍ଷତରେେ ପ୍ରଚୁର ପରିମାଣର ଫସଲ ହେଉ। ପର୍ବତଗୁଡ଼ିକ ମଧ୍ଯ ଫସଲରେ ପୂର୍ଣ୍ଣ ହାଇେ ଲିବାନୋନ୍ କ୍ଷତେ ତୁଲ୍ଯ ଉର୍ବର ହେଉ। କ୍ଷତଗେୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।

ଗୀତସଂହିତା 110:3

ତୁମ୍ଭ ପରାକ୍ରମର ଦିନରେ, ଯେତବେେଳେ ତୁମ୍ଭର ସୈନ୍ଯବାହିନୀ ଏକତ୍ର ହବେେ, ତୁମ୍ଭ ଲୋକମାନେ ସ୍ବଇଚ୍ଛାରେ ମିଶିବେ। ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସମାନେେ ମିଳିତ ହବେେ। ସହେି ସମସ୍ତ ୟୁବକ ତୁମ୍ଭ ଚାରିପଟେ ପଡ଼ିଆରେ କାକର ଟୋପା ପରି ବେଢ଼ି ରହିବେ।

ଯିଶାଇୟ 1:17

ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ଯାଯ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ଯକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାୟ୍ଯ କର। ବିଧବାମାନଙ୍କୁ ସାହାୟ୍ଯ କର।'

ଯିଶାଇୟ 27:6

ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'

ଯିରିମିୟ 30:19

ସହେି ସ୍ଥାନମାନଙ୍କରୁ ଧନ୍ଯବାଦ ଓ ଆନନ୍ଦର ଧ୍ବନି ବାହାରିବ। ଆମ୍ଭେ ସମାନଙ୍କେୁ ଅସଂଖ୍ଯ କରିବା। ସମାନେେ ଅଳ୍ପ ସଂଖ୍ଯକ ହାଇେ ରହିବେ ନାହିଁ ଆଉ ଆମ୍ଭେ ସମାନଙ୍କେୁ ଗୌରବନ୍ବିତ କରିବା। କହେି ସମାନଙ୍କେୁ ଘୃଣା କରିବେ ନାହିଁ।

ଯିହିଜିକଲ 22:7

ତୁମ୍ଭ ମଧିଅରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସମାନେେ, ତୁମ୍ଭମାନଙ୍କ ମଧିଅରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ଯାଚାର କଲେ, ଅନାଥ ଓ ବିଧବା ପ୍ରତି ଅନ୍ଯାଯ କରିଅଛନ୍ତି।

ମଲାଖୀ 3:5

ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ମାଥିଉଲିଖିତ ସୁସମାଚାର 23:13

ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:41

ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:45

ସମାନେେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସମାନଙ୍କେ ନିଜନିଜ ଆବଶ୍ଯକତା ଅନୁସାରେ ବାଣ୍ଟି ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:47

ବିଶ୍ବସୀମାନେ ଇଶ୍ବଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସମାନଙ୍କେୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ବାସୀମାନଙ୍କ ଦଳ ରେ ସଂୟୁକ୍ତ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:4

କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ଯରୁ ଅନକେ ଲୋକ ସମାନଙ୍କେ ବାର୍ତ୍ତା ବିଶ୍ବାସ କଲେ। ତେଣୁ ବର୍ତ୍ତମାନ ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ବାସୀ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:35

ସମାନେେ ସହେି ଧନ ପ୍ ରରେିତମାନଙ୍କ ପାଦତଳେ ରଖି ଦେଉଥିଲେ। ପ୍ରେତ୍ୟକକଙ୍କ ନିଜ ଆବଶ୍ଯକତା ଅନୁସାରେ ଟଙ୍କା ବଣ୍ଟାଗଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:14

ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ବାସ କଲେ। ସମାନେେ ବିଶ୍ବାସୀଙ୍କ ଦଳ ରେ ସଂୟୁକ୍ତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:28

ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମ ରେ ଶିକ୍ଷା ନ ଦବୋପାଇଁ କଠାେର ଆଦେଶ ଦଇେଥିଲୁ କିନ୍ତୁ ତୁମ୍ଭମାନେେ ନିଜନିଜ ଶିକ୍ଷା ଦ୍ବାରା ୟିରୂଶାଲମକୁ ପୂର୍ଣ୍ଣ କରି ଦଇେଛ। ତୁମ୍ଭମାନେେ ଏ ଲୋକର ମୃତ୍ଯୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦବୋପାଇଁ ଚ଼ାହୁଁଛ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:7

ଏହିପରି ଭାବରେ ପରମେଶ୍ବରଙ୍କର ବାକ୍ଯ ଚ଼ାରିଆଡ଼େ ବ୍ଯାପିଗଲା। ୟିରୂଶାଲମ ରେ ଶିଷ୍ଯମାନଙ୍କର ସଂଖ୍ଯା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ଯରୁ ଅନକେ ବିଶ୍ବାସ କଲେ ଓ ପାଳନ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:29

ସେ ଗ୍ରୀକ୍ ଭାଷାଭାଷୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା କରୁଥିଲେ, ଏବଂ ବାଦାନୁବାଦ ମଧ୍ଯ କରୁଥିଲେ। କିନ୍ତୁ ସମାନେେ ତାହାଙ୍କୁ ମାରିବା ପାଇଁ ଚେ଼ଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:39

ତେଣୁ ପିତର ପ୍ରସ୍ତୁତ ହେଲେ ଏବଂ ସମାନଙ୍କେ ସହିତ ଗଲେ। ସେ ଯେତବେେଳେ ପହନ୍ଚିଲେ, ସମାନେେ ତାହାଙ୍କୁ ଉପର କଠାେରୀକୁ ନଇେ ଗଲେ। ପିତରଙ୍କ ଚ଼ାରିପାଖେ ବିଧବାମାନେ ଠିଆ ହାଇେ କାନ୍ଦୁଥିଲେ। ଟାବୀଥା ସମାନଙ୍କେ ସହିତ ଜୀବିତ ଥିବା ସମୟରେ ଯେଉଁ କୁର୍ତ୍ତା ଓ ଅନ୍ୟ ଲୁଗାପଟା ତିଆରି କରିଥିଲେ, ସଗେୁଡ଼ିକ ସମାନେେ ପିତରଙ୍କୁ ଦଖାଇେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:41

ପିତର ତାହାଙ୍କର ହାତ ଧରି ଉେଠଇଲେ ଓ ବିଶ୍ବାସୀମାନଙ୍କୁ ଓ ବିଧବାମାନଙ୍କୁ କଠାେରୀ ମଧ୍ଯକୁ ଡାକିଲେଓ ଟାବୀଥାକୁ ଜୀବିତ ଦଖାଇେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:20

ଏହି ବିଶ୍ବାସୀମାନଙ୍କ ମଧିଅରେ କେତଜେଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସମାନେେ ଆନ୍ତିୟଖିଆକୁ ଆସି ଗ୍ରୀକମାନଙ୍କୁ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚ଼ାର ଦେଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:10

ସମାନଙ୍କେ ଭିତରୁ କେତକଙ୍କେ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ବର୍ଗଦୂତ)ଙ୍କ ହାତ ରେ ମଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:22

ସମାନେେ କବଳେ କ'ଣ ଏବ୍ରୀ ? ମୁଁ ମଧ୍ଯ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:5

ମାରେ ଜନ୍ମ ହବୋର ଆଠ ଦିନପରେ, ମାରେସୁନ୍ନତ କରାଯାଇଥିଲା। ମୁଁ ଜଣେ ଇଶ୍ରାୟେଲୀୟ ଲୋକ। ମୁଁ ବିନ୍ଯାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମାେ ପାଇଁ ମାଶାଙ୍କେ ବ୍ଯବସ୍ଥା ଆଜି ଗୁରୁତ୍ବପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୁଶୀ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:4

କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସମାନେେ ପ୍ରଥମ ରେ ନିଜ ପରିବାର ପ୍ରତି ସମ୍ମାନଭାବ ଦଖାଇବୋ ଉଚିତ। ସମାନେେ ତାଙ୍କର ମାତାପିତାଙ୍କୁ ସାହାୟ୍ଯ କରିବା ଉଚିତ। ଏପରି କରିବା ଦ୍ବାରା ସମାନେେ ନିଜର ମାତାପିତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥାଆନ୍ତି। ତାହା ପରମେଶ୍ବରଙ୍କୁ ପ୍ରସନ୍ନ କରେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:9

ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।

ଏବ୍ରୀ 13:1

ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।

ଯାକୁବଙ୍କ ପତ୍ 1:27

ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

ଯାକୁବଙ୍କ ପତ୍ 4:5

ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।334

ଯାକୁବଙ୍କ ପତ୍ 5:9

ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।

Interlinear

Choose Theme