Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 6:11 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 6:11 · ଓଡ଼ିଆ ବାଇବେଲ

ତା'ପରେ ସମାନେେ କେତକେ ଲୋକଙ୍କୁ ଲାଞ୍ଚ ଦଇେ ଏହା କୁହାଇଲେ, ଆମ୍ଭେ ତାହାଙ୍କୁ ପରମେଶ୍ବର ଓ ମାଶାଙ୍କେର ବିରୁଦ୍ଧ ରେ ଖରାପ କଥା କହୁଥିବାର ଶୁଣିଲୁ।

Cross references

ଲେବୀୟ ପୁସ୍ତକ 24:16

ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।

ପ୍ରଥମ ରାଜାବଳୀ 21:10

ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।

ମାଥିଉଲିଖିତ ସୁସମାଚାର 26:59

ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।

ମାଥିଉଲିଖିତ ସୁସମାଚାର 28:12

ତା'ପରେ ପ୍ରଧାନ ଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସମାନେେ ସୈନ୍ଯମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବ ରେ ପ୍ରଚୁର ଟଙ୍କା ଦେଲେ।

ଯୋହନଲିଖିତ ସୁସମାଚାର 1:17

ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।

ଯୋହନଲିଖିତ ସୁସମାଚାର 5:45

ଭାବ ନାହିଁ ଯେ ମୁଁ ପରମପିତାଙ୍କ ଆଗ ରେ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରିବି। ମାଶାେ ହେଉଛନ୍ତି ଜଣେ, ୟିଏ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରନ୍ତି। ତୁମ୍ଭେ ମାଶାଙ୍କେଠା ରେ ଭରସା ରଖିଛ ଯେ ସେ ତୁମ୍ଭକୁ ଉଦ୍ଧାର କରିବେ।

ଯୋହନଲିଖିତ ସୁସମାଚାର 9:29

ଆମ୍ଭେ ଜାଣୁ, ପରମେଶ୍ବର ମାଶାଙ୍କେୁ କଥା କହିଛନ୍ତି। କିଏ ଏ ଲୋକ କେଉଁଠାରୁ ଆସିଛି, ଆମ୍ଭେ ତାହା ସୁଦ୍ଧା ଜାଣିନାହୁଁ।

ଯୋହନଲିଖିତ ସୁସମାଚାର 10:33

ଯିହୂଦୀମାନେ ଉତ୍ତର ଦେଲେ, ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିଥିବାରୁ ମାରୁନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ବରଙ୍କ ବିରୁଦ୍ଧ ରେ କହୁଛ। ତୁମ୍ଭେ ଜଣେ ମନୁଷ୍ଯ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ବର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥର ରେ ମାରି ଦବୋପାଇଁ ଚାହୁଁଛୁ।

ଯୋହନଲିଖିତ ସୁସମାଚାର 16:3

କାରଣ ସମାନେେ ପରମପିତାଙ୍କୁ ଜାଣି ନାହାଁନ୍ତି ଓ ସମାନେେ ମାେତେ ମଧ୍ଯ ଜାଣି ନାହାଁନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:13

ସମାନେେ କେତେ ଜଣ ମିଥ୍ଯା ସାକ୍ଷୀଙ୍କୁ ଆଣିଲେ। ସମାନେେ କହିଲେ, ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ ରେ କୁ ହେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:37

ସେ ମାଶାେ ଇଶ୍ରାୟେଲର ସନ୍ତାନମାନଙ୍କୁ କହିଲେ, 'ପରମେଶ୍ବର ତୁମ୍ଭମାନଙ୍କ ମଧ୍ଯରୁ ମାେପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 15:21

ସମାନେେ ଏସବୁ କରିବା ଉଚ଼ିତ ନୁହେଁ, କାରଣ ଆରମ୍ଭରୁ ମାଶାଙ୍କେ ବ୍ଯବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗର ରେ ଏବେ ମଧ୍ଯ ଅଛନ୍ତି ଏବଂ ତାହାଙ୍କର ବ୍ଯବସ୍ଥା ସମାଜଗୃହମାନଙ୍କ ରେ ପ୍ରତି ବିଶ୍ରାମବାର ରେ ପାଠ କରାଯାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:6

କିନ୍ତୁ ସମାନେେ ଯେତବେେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥାକହିଲେ, ପାଉଲ ଏହାର ବିରୁଦ୍ଧ ରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, ଯଦି ତୁମ୍ଭମାନେେ ଉଦ୍ଧାର ପାଉନାହଁ ତାହାହେଲେ ଏହା ମାରେ ଦୋଷ ନୁହେଁ। ମୁଁ ସମସ୍ତ ଚେ଼ଷ୍ଟା କରି ସାରିଛି। ମୁଁ ଏବଠାରୁେ ଅଣଯିହୂଦୀମାନଙ୍କ ପାଖକୁ ୟିବି।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:20

ସମାନେେ ଏହା ଶୁଣି ପରମେଶ୍ବରଙ୍କର ପ୍ରଶଂସା କଲେ। ସମାନେେ ପାଉଲଙ୍କୁ କହିଲେ, ଭାଇ, ତୁମ୍ଭେ ଦେଖିଛ ଯେ, ହଜାର ହଜାର ଯିହୂଦୀମାନେ ବିଶ୍ବାସୀ ହାଇେ ଅଛନ୍ତି। କିନ୍ତୁ ସମାନେେ ମନେ କରନ୍ତି ଯେ, ବ୍ଯବସ୍ଥା ପାଳନ କରିବା ଅଧିକ ମହତ୍ବପୂର୍ଣ୍ଣ ଅଟେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:28

ସମାନେେ ଖୁବ୍ ଜାରେ ରେ ଚ଼ିତ୍କାର କରି କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ, ଆମ୍ଭକୁ ସାହାୟ୍ଯ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧ ରେ, ଆମ୍ଭ ବ୍ଯବସ୍ଥା ଓ ଏହି ସ୍ଥାନ ବିରୁଦ୍ଧ ରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତକେ ଗ୍ରୀକ୍ ଲୋକମାନଙ୍କୁ ମଧ୍ଯ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:12

ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:1

ମହାୟାଜକ ହନାନିୟ ପାଞ୍ଚଦିନ ପରେ କତକେ ୟିହୁଦୀୟ ନେତା ଓ ତତ୍ତୁର୍ଲ୍ଲ ନାମକ ଜଣେ ଓକିଲଙ୍କୁ ନଇେ କାଇସରୀଆ ରେ ପହନ୍ଚିଲେ। ସଠାେରେ ସମାନେେ ରାଜ୍ଯପାଳଙ୍କ ସାମନା ରେ ପାଉଲଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:9

ତା'ପରେ ସମସ୍ତ ଯିହୂଦୀମାନେ ଏହି ଅଭିଯୋଗ ସତ୍ଯ ବୋଲି କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:3

ସମାନେେ ପାଉଲଙ୍କୁ ୟିରୁଶାଲମକୁ ପଠାଇଦବୋ ପାଇଁ ତାହାଙ୍କୁ ଅନୁ ରୋଧ କଲେ। କାରଣ ସମାନେେ ତାହାଙ୍କୁ ରାସ୍ତା ରେ ହତ୍ଯା କରିବାର ଷଡ଼ୟନ୍ତ୍ର କରିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:7

ପାଉଲ କୋଠରୀକୁ ଆସିବା ପରେ ୟିରୂଶାଲମରୁ ଯେଉଁ ଯିହୂଦୀମାନେ ଆସିଥିଲେ, ସମାନେେ ତାହାଙ୍କ ଚ଼ାରିପାଖେ ଠିଆ ହାଇଗେଲେ। ସମାନେେ ତାହାଙ୍କ ବିରୁଦ୍ଧ ରେ ବହୁଗୁରୁତର ଅଭିଯୋଗମାନ କଲେ, କିନ୍ତୁ କିଛି ପ୍ରମାଣ କରିପାରିଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:11

ମୁଁ ସମାନଙ୍କେୁ ଖ୍ରୀଷ୍ଟଙ୍କ ବିରୁଦ୍ଧ ରେ କହିବା ପାଇଁ ବାଧ୍ଯ କରିଥିଲି। ମୁଁ ସମାନଙ୍କେ ବିରୁଦ୍ଧ ରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସମାନଙ୍କେୁ ଅତ୍ଯାଚ଼ାର କରିବା ପାଇଁ ବିଦେଶୀ ନଗରଗୁଡ଼ିକୁ ମଧ୍ଯ ଯାଇଥିଲି।

ରୋମୀୟଙ୍କ ପ୍ରତି ପତ୍ର 3:8

ଏହି ସମାନ କଥା କହିବା ହେଲା, ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା' ଦ୍ବାରା ଭଲ ଆସିବ। ଅନକେ ଲୋକ ଆମ୍ଭକୁ ସମାଲୋଚ଼ନା କରନ୍ତି ଓ ମିଛ ରେ କୁହନ୍ତି ଯେ ଆମ୍ଭେ ସହେି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସମାନେେ ଠିକ୍ ନୁହଁନ୍ତି ଓ ସମାନଙ୍କେୁ ଦଣ୍ଡ ଦବୋ ଉଚ଼ିତ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:13

ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।

ଏବ୍ରୀ 3:2

ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।

Interlinear

Choose Theme