Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 6:5 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 6:5 · ଓଡ଼ିଆ ବାଇବେଲ

ସହେି ଦଳର ସମସ୍ତେ ଏହି ଚ଼ିନ୍ତାଧାରାକୁ ପସନ୍ଦ କଲେ। ସମାନେେ ନିଜ ମଧ୍ଯରୁ ସ୍ତିଫାନ, ଯେ କି ପବିତ୍ର ଆତ୍ମା ଓ ବିଶ୍ବାସ ରେ ପରିପୂର୍ଣ୍ଣ ଥିଲେ, ଫିଲିପ୍ପ, ପ୍ରଖର, ନୀକାନୋର, ତୀମାନେ, ପାର୍ମନା ଓ ନୀକଲାୟ। ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହାଇେଥିଲେ ମନୋନୀତ କଲେ ା

Cross references

ଆଦି ପୁସ୍ତକ 41:37

ସେତବେେଳେ ରାଜା ଫାରୋ ଏବଂ ତାଙ୍କର ଦାମମାନଙ୍କ ଦୃଷ୍ଟି ରେ ଏହା ଉତ୍ତମ ଜ୍ଞାନ ବୋଧ ହେଲା।

ହିତୋପଦେଶ 15:1

କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।

ହିତୋପଦେଶ 15:23

ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।

ହିତୋପଦେଶ 25:11

ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।

ମୀଖା 3:8

କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ବାରା ଶକ୍ତି ରେ, ନ୍ଯାଯ ବିଗ୍ଭର ରେ ଓ ପରାକ୍ରମ ରେ ମୁଁ ଏପରି ପରିପୂର୍ଣ୍ଣ ହବେି ଯେ ଯାକୁବର ଅପରାଧ ଓ ଇଶ୍ରାୟେଲର ପାପ ବିଷଯ ରେ ମୁଁ ସମାନଙ୍କେୁ ଅବଗତ କରାଇବି।

ମାଥିଉଲିଖିତ ସୁସମାଚାର 23:15

ରେ କପଟୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ! ହାୟ! ତୁମ୍ଭର ମାର୍ଗ ଅନୁସରଣ କରିବା ପାଇଁ ଲୋକ ଖାଜେି ପାଇବା ପାଇଁ ତୁମ୍ଭେ ବିଭିନ୍ନ ଦେଶ ଓ ସମୁଦ୍ର ପାରି ହାଇେ ଚ଼ାଲିଯାଉଛ। ଯେତବେେଳେ ସଭେଳି ଲୋକଟିଏ ପାଇ ଯାଉଛ ସେତବେେଳେ ତାକୁ ତୁମ୍ଭେ ତୁମ୍ଭଠାରୁ ଅଧିକ ଖରାପ କରିପକାଉଛ। ତୁମ୍ଭେ ସବୁ ଏତେ ଖରାପ ଯେ ତୁମ୍ଭେ କବଳେ ନର୍କର ଅଧିକାରୀ ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:3

ଏଥିପାଇଁ ହେ ଭାଇମାନେ, ତୁମ୍ଭମାନେେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସମାନେେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ର ଆତ୍ମା ଓ ଜ୍ଞାନ ରେ ପୂର୍ଣ୍ଣ ହାଇେଥିବେ। ଆମ୍ଭମାନେେ ସମାନଙ୍କେୁ ଏହି କାମ କରିବାପାଇଁ ଦବେୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:8

ସ୍ତିଫାନ ପରମେଶ୍ବରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତି ରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧିଅରେ ବିଭିନ୍ନ ପ୍ରକାରର ଆଶ୍ଚର୍ୟ୍ଯ କର୍ମ କରୁଥିଲେ ଓ ଈଶ୍ବରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:10

କିନ୍ତୁ ସମାନେେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖ ରେ ୟୁକ୍ତି ବାଢ଼ି ପାରିଲନୋହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:1

ମହାୟାଜକ ସ୍ତିଫାନଙ୍କୁ ପଚ଼ାରିଲେ, ଏସବୁ କଥା କ'ଣ ସତ୍ଯ?

ରେରିତମାନଙ୍କ କାର୍ଯ୍ୟର ବିବରଣ 8:5

ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟ ରେ ସମାନଙ୍କେ ନିକଟରେ ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:19

ସ୍ତିଫାନ ମୃତ ହବୋପରେ ଯେଉଁ ତାଡ଼ନା ଘଟିଲା, ସେଥିପାଇଁ ବିଶ୍ବାସୀମାନେ ଚ଼ାରିଆଡ଼େ ଛିନ୍ନଭିନ୍ନ ହାଇଗେଲେ। ସମାନଙ୍କେ ମଧ୍ଯରୁ କେତଜେଣ ଫୈନୀକିଆ, କୁପ୍ର ଓ ଆନ୍ତିୟଖିଆକୁ ଗଲେ। ସଠାେରେ ସମାନେେ ୟିହୁଦୀମାନଙ୍କ ବ୍ଯତୀତ ଅନ୍ୟ କାହାରି ନିକଟରେ ସୁସମାଚ଼ାର ପ୍ରଚ଼ାର କଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:24

ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ଯକ୍ତି ଥିଲେ। ସେ ପବିତ୍ର ଆତ୍ମା ଓ ବିଶ୍ବାସ ରେ ପୂର୍ଣ୍ଣ ଥିଲେ। ତେଣୁ ଅନକେ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ଯ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:1

ଆନ୍ତିୟଖିଆ ମଣ୍ଡଳୀ ରେ କେତକେ ଭବିଷ୍ଯଦ୍ବକ୍ତା ଓ ଶିକ୍ଷକ ଥିଲେ। ସମାନେେ ହେଲେ, ବର୍ଣ୍ଣବ୍ବା,ଶିମିଯୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୁରୀଣୀୟ, ଲୂକିୟ, ମନ ହେମ୍ ୟିଏ େ ହରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:22

ଏହାପରେ ପ୍ ରରେିତ, ପ୍ରାଚ଼ୀନ ଓ ସମଗ୍ର ମଣ୍ଡଳୀ ସମାନଙ୍କେ ମଧ୍ଯରୁ କେତକେ ଲୋକଙ୍କୁ ବାଛିଲେ। ସମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ସମାନଙ୍କେୁ ଆନ୍ତିୟଖିଆକୁ ପଠାଇବା ପାଇଁ ସ୍ଥିର କଲେ। ସମାନେେ ଯିହୁଦା ଯାହାଙ୍କର ଅନ୍ୟ ନାମ ଥିଲା, ବର୍ଣ୍ଣବ୍ବା ଓ ଶୀଲାଙ୍କୁ ବାଛିଲେ। ଏହିମାନେ ଭାଇମାନଙ୍କ ମଧିଅରେ ନେତା ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:8

ଆମ୍ଭେ ତହିଁ ଆରଦିନ କାଇସରୀଆ ନଗର ରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଚ଼ାର ପ୍ରଚ଼ାରକ ଫିଲିପ୍ପଙ୍କ ଘ ରେ ପ୍ରବେଶ କଲୁ। ସେ ସାତ ଜଣ ବିଶଷେ ସବେକମାନଙ୍କ ମଧ୍ଯରୁ ଜଣେ ଥିଲେ। ଆମ୍ଭମାନେେ ତାହାଙ୍କ ସହିତ ରହିଲୁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:6

ତୁମ୍ଭେ କେତକେ ଉତ୍ତମ କାର୍ୟ୍ଯ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ୟ୍ଯ କଳାପକୁ ଘୃଣା କର। ମୁଁ ମଧ୍ଯ ସମାନଙ୍କେର କାର୍ୟ୍ଯକୁ ଘୃଣା କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:15

ସହେିପରି ତୁମ୍ଭ ଦଳର କେତକେ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି।

Interlinear

Choose Theme