Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 7:17 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 7:17 · ଓଡ଼ିଆ ବାଇବେଲ

ଇତି ମଧିଅରେ ମିଶର ଦେଶ ରେ ଇଶ୍ରାୟେଲ ଲୋକମାନଙ୍କର ସଂଖ୍ଯା ବଢ଼ିବା ରେ ଲାଗିଲା। ପରମେଶ୍ବର ଅବ୍ରାହାମଙ୍କୁ ଯେଉଁ ସବୁ ପ୍ରତିଜ୍ଞା କରିଥିଲେ ତାହା ସତ୍ଯ ରେ ପରିଣତ ହାଇେଥିଲା।

Cross references

ଆଦି ପୁସ୍ତକ 15:13

ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଏ ବିଷଯ ରେ ନିଶ୍ଚିତ ହାଇପୋରିବ, ତୁମ୍ଭର ବଂଶଧର ବିଦେଶ ରେ ପ୍ରବାସୀ ହବେେ ଏବଂ କ୍ରୀତଦାସ ହବେେ ଏବଂ କ୍ଲେଶ ଭୋଗ କରିବେ 400 ବର୍ଷ ପର୍ୟ୍ଯନ୍ତ।

ଯାତ୍ରା ପୁସ୍ତକ 1:7

କିନ୍ତୁ ଇଶ୍ରାୟେଲର ବଂଶଧର ବଢିଲେ। ସମାନଙ୍କେ ସଂଖ୍ଯା ବଢିବଢି ଚାଲିଲା। ଇଶ୍ରାୟେଲର ଲୋକମାନେ ଅତ୍ଯଧିକ ଶକ୍ତିଶାଳୀ ହବୋକୁ ଲାଗିଲେ ଏବଂ ମିଶର ଦେଶ ଇଶ୍ରାୟେଲୀୟଙ୍କ ଦ୍ବାରା ପରିପୂର୍ଣ୍ଣ ହେଲା।

ଯାତ୍ରା ପୁସ୍ତକ 1:20

ପରମେଶ୍ବର ସହେି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସମାନଙ୍କେର ପରିବାରଗୁଡ଼ିକୁ ବଢ଼ାଇଲେ।

ଗୀତସଂହିତା 105:24

ସେ ତାଙ୍କର ଲୋକ ସଂଖ୍ଯା ବଢ଼ାଇଲେ। ସମାନେେ ସମାନଙ୍କେର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:6

ପରମେଶ୍ବର ତାହାଙ୍କୁ ଏହିକଥା କହିଥିଲେ, 'ତୁମ୍ଭର ସନ୍ତାନମାନେ ବିଦେଶ ରେ ଦାସ କର୍ମ କରିବେ। ସମାନେେ ତାହାଙ୍କୁ ଚ଼ାରିଶହ ବର୍ଷ ପର୍ୟ୍ଯନ୍ତ ଖରାପ ବ୍ଯବହାର କରିବେ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 13:17

ଇଶ୍ରାୟେଲର ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶର ରେ ବିଦେଶୀ ଭାବେ ସମାନେେ ରହୁଥିବା ବେଳେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳ ରେ ସଠାରୁେ ସମାନଙ୍କେୁ ବାହାର ମଧ୍ଯ କରି ଆଣିଲେ।

ପିତରଙ୍କ ଦିତୀୟ ପତ୍ର 3:8

ପ୍ରିୟ ମିତ୍ରଗଣ, କିନ୍ତୁ ଏହି ବିଶଷେ କଥା ଭୁଲ ନାହିଁ, ପରମେଶ୍ବରଙ୍କ ଲାଗି ଗୋଟିଏ ଦିନ ହଜାର ବର୍ଷ ଭଳି ଓ ହଜାର ବର୍ଷ ଗୋଟିଏ ଦିନ ଭଳି ଅଟେ।

Interlinear

Choose Theme