Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 7:34 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 7:34 · ଓଡ଼ିଆ ବାଇବେଲ

ମୁଁ ମିଶର ଦେଶ ରେ ମାେ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ଯବହାର ଦେଖିଛି। ମୁଁ ସମାନଙ୍କେର କ୍ରନ୍ଦନ ଶୁଣିଲି। ମୁଁ ସମାନଙ୍କେୁ ମୁକ୍ତି ଦବୋପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।'

Cross references

ଆଦି ପୁସ୍ତକ 11:5

ସଦାପ୍ରଭୁ ଲୋକମାନଙ୍କ ଦ୍ବାରା ଦିଆରି ହେଉଥିବା ନଗର ଏବଂ ଦୂର୍ଗ ଦେଖିବାପାଇଁ ଓହ୍ଲାଇ ଆସିଲେ।

ଆଦି ପୁସ୍ତକ 11:7

ତେଣୁ ଆସ ତଳକୁ ୟିବା ଏବଂ ସମାନଙ୍କେ ମଧିଅରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସମାନେେ ପରସ୍ପର ଭାଷା ବୁଝିପାରିବେ ନାହିଁ।

ଆଦି ପୁସ୍ତକ 18:21

ତେଣୁ ମୁଁ ସଠାେକୁ ୟିବି ଏବଂ ଦେଖିବି, ଯଦି ସମାନେେ ସପରେି କରିଅଛନ୍ତି, ଯାହା ମୁଁ ଶୁଣିଛି। ଯଦି ନାହିଁ, ମୁଁ ଜାଣିବାକୁ ଚା ହେଁ।

ଯାତ୍ରା ପୁସ୍ତକ 2:23

ଦୀର୍ଘଦିନ ପରେ ସହେି ମିଶର ରେ ରାଜା ମୃତ୍ଯୁବରଣ କଲେ କିନ୍ତୁ ଇଶ୍ରାୟେଲଯମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡିଲା। ସମାନେେ ଅନୁନଯ କଲେ ଏବଂ ପରମେଶ୍ବର ସମାନଙ୍କେର ଡାକ ଶୁଣିଲେ।

ଯାତ୍ରା ପୁସ୍ତକ 3:7

ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।

ଯାତ୍ରା ପୁସ୍ତକ 3:14

ଏହାପରେ ପରମେଶ୍ବର ମାଶାଙ୍କେୁ କହିଲେ, ସମାନଙ୍କେୁ କୁହ, 'ଆମ୍ଭେ ଯେ ଅଛୁଁ, ସେ ଅଛୁଁ,' ଇଶ୍ରାୟେଲର ଲୋକମାନଙ୍କୁ କୁହ ଯେ, 'ସ୍ବଯମ୍ଭୁ' ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।

ଯାତ୍ରା ପୁସ୍ତକ 4:31

ଲୋକମାନେ ମଧ୍ଯ ବିଶ୍ବାସ କଲେ ଯେ ପରମେଶ୍ବର ମାଶାଙ୍କେୁ ପଠାଇଛନ୍ତି। ଯେତବେେଳେ ଇଶ୍ରାୟେଲୀୟମାନେ ଶୁଣିଲେ ଯେ, ପରମେଶ୍ବର ସମାନଙ୍କେର ଅସୁବିଧା ଦେଖିଛନ୍ତି ଏବଂ ସମାନଙ୍କେ ପାଇଁ ଦୁଃଖ କଲେ। ସମାନେେ ତାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।

ଯାତ୍ରା ପୁସ୍ତକ 6:5

ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କର ଆର୍ତ୍ତଚିତ୍କାର ମୁଁ ଶୁଣିଅଛି। ମୁଁ ଦେଖିଛି ମିଶରବାସୀମାନେ କିପରି ସମାନଙ୍କେୁ କ୍ରୀତଦାସ କରି ଅଛନ୍ତି। ଏବଂ ମୁଁ ମାରଚେୁକ୍ତି ମନେ ରଖିଅଛି।

ଗଣନା ପୁସ୍ତକ 11:17

ମୁଁ ସହେି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବି ଓ ତୁମ୍ଭଠା ରେ ଯେଉଁ ଆତ୍ମା ଅଛି ତହିଁରୁ ନଇେ ସମାନଙ୍କେୁ ଦବୋ, ତହିଁରେ ତୁମ୍ଭେ ଯେପରି ଏକାକୀ ଭାର ବହନ କରିବନାହିଁ, ସେଥିପାଇଁ ସମାନେେ ମଧ୍ଯ ତୁମ୍ଭ ସହିତ ଦାଯିତ୍ବ ଭାର ବହନ କରିବେ।

ବିଚାରକର୍ତାମାନଙ୍କ ବିବରଣ 2:18

ସଦାପ୍ରଭୁ ଯେତବେେଳେ ସମାନଙ୍କେ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କକ୍ସ୍ଟ ବାଛିଲେ, ସେ ତାଙ୍କ ସଙ୍ଗ ରେ ଥିଲେ ଓ ସେ ସମାନଙ୍କେୁ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ୟ୍ଯନ୍ତ ସମାନଙ୍କେର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ହେଲେ, ଯେପରି ସମାନେେ ଦକ୍ସ୍ଟଃଖ ଓ ତାଡନା ରେ ଆସକ୍ତ ଥିଲେ।

ବିଚାରକର୍ତାମାନଙ୍କ ବିବରଣ 10:15

କିନ୍ତୁ ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, ଆମେ ପାପ କରିଛକ୍ସ୍ଟ। ତୁମ୍ଭର ଯାହା ଇଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।

ନିହିମିୟା 9:9

ତୁମ୍ଭେ ମିଶରଠା ରେ ଆମ୍ଭ ପୂର୍ବପୁରୁଷଗଣର କ୍ଲେଶ ଦେଖିଲ ଓ ସୂଫ ସାଗର ନିକଟରେ ସମାନଙ୍କେର କ୍ରନ୍ଦନ ଶୁଣିଲ।

ଗୀତସଂହିତା 105:26

ଏଣୁ ପରମେଶ୍ବର ତାଙ୍କ ଦାସ ମାଶାେ ଏବଂ ମନୋନୀତ ୟାଜକ ହାରୋଣଙ୍କୁ ପଠାଇଲେ।

ଗୀତସଂହିତା 106:44

କିନ୍ତୁ ଯେତବେେଳେ ପରମେଶ୍ବରଙ୍କ ଲୋକ ବିପଦରେ ପଡ଼ିଲେ ସମାନେେ ସର୍ବଦା ପରମେଶ୍ବରଙ୍କୁ ସାହାୟ୍ଯ ପାଇଁ ଡାକିଲେ। ଏବଂ ପ୍ରେତ୍ୟକକ ଥର ପରମେଶ୍ବର ସମାନଙ୍କେ ପ୍ରାର୍ଥନା ଶୁଣିଲେ।

Interlinear

Choose Theme