ପୃଥିବୀ ମାହେର ପାଦପୀଠ। ତୁମ୍ଭମାନେେ ମାେ ପାଇଁ କି ପ୍ରକାରର ମନ୍ଦିର ନିର୍ମାଣ କରିବ? ମାରେ ବିଶ୍ରାମ ନବୋପାଇଁ ସ୍ଥାନ କେଉଁଠି?
Cross references
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।
ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
ଏବଂ ଯେଉଁ ଲୋକ ସ୍ବର୍ଗ ନାମ ରେ ଶପଥ ନଇେଥାଏ, ସେ ପରମେଶ୍ବରଙ୍କ ସିଂହାସନ ସହିତ ସହେି ସିଂହାସନ ଉପରେ ୟିଏ ବିରାଜମାନ, ତାହାଙ୍କ ନାମ ରେ ମଧ୍ଯ ଶପଥ ନଇେଥାଏ।
ଯୀଶୁ ସମାନଙ୍କେୁ ପଚାରିଲେ, ଏହି ଭବନଗୁଡ଼ିକୁ ତୁମ୍ଭମାନେେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ସବୁତକ ଭବନ ଧ୍ବଂସ ହାଇଯେିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼ଇେ ହାଇେ ପଡ଼ିବ।
ଯୀଶୁ ତାହାକୁ କହିଲେ, ହେ ନାରୀ, ମାେତେ ବିଶ୍ବାସ କର। ଏପରି ସମୟ ଆସୁଛି ଯେତବେେଳେ ତୁମ୍ଭମାନେେ ପରମପିତାଙ୍କର ଉପାସନା ଏ ପର୍ବତ ରେ କି ୟିରୁଶାଲମ ରେ କରିବ ନାହିଁ।
ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।