ଏଥି ରେ ଯିହୂଦୀ ନେତାମାନେ କାନ ରେ ହାତ ଦଇେ ଖୁବ୍ ଜାରେ ରେ ପାଟି କଲେ। ସମାନେେ ଏକାଠି ହାଇେ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ।
Cross references
ସମାନଙ୍କେର କୋର୍ଧ ସର୍ପର ବିଷତୁଲ୍ଯ ବିପଦପୂର୍ଣ୍ଣ। ଆଉ ନାଗସାପ ପରି ୟିଏ ଶୁଣିପାରିବ ନାହିଁ, ସମାନେେ ସତ କଥା ଶୁଣିବାକୁ ବାରଣ କରନ୍ତି।
ଯେଉଁ ଲୋକ ଦୁଃଖୀ ଦରିଦ୍ରର ଡ଼ାକ ଶୁଣେ ନାହିଁ, ସେ ମଧ୍ଯ ଆପେ ଡ଼ାକିବ। କିନ୍ତୁ ଉତ୍ତର ପାଇବ ନାହିଁ।
କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।
ୟିହୁଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ ମଡ କଲେ।
ସାତଦିନ ପୁରି ୟିବା ଦିନ ଏସିଆର କେତକେ ଯିହୂଦୀମାନେ ତାହାଙ୍କୁ ମନ୍ଦିର ରେ ଦେଖିଲେ। ସମାନେେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧ ରେ ଉତ୍ତଜେିତ କଲେ ଓ ତାହାଙ୍କୁ ଧରି ପକଇେଲେ।
ଯୀହୂଦୀମାନେ ଏହି ଲୋକକୁ ଧରି ନଇେ ହତ୍ଯା କରିବା ପାଇଁ ଚେ଼ଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳ ରେ ସୈନ୍ଯମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ।