Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 7:6 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 7:6 · ଓଡ଼ିଆ ବାଇବେଲ

ପରମେଶ୍ବର ତାହାଙ୍କୁ ଏହିକଥା କହିଥିଲେ, 'ତୁମ୍ଭର ସନ୍ତାନମାନେ ବିଦେଶ ରେ ଦାସ କର୍ମ କରିବେ। ସମାନେେ ତାହାଙ୍କୁ ଚ଼ାରିଶହ ବର୍ଷ ପର୍ୟ୍ଯନ୍ତ ଖରାପ ବ୍ଯବହାର କରିବେ।'

Cross references

ଆଦି ପୁସ୍ତକ 15:13

ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଏ ବିଷଯ ରେ ନିଶ୍ଚିତ ହାଇପୋରିବ, ତୁମ୍ଭର ବଂଶଧର ବିଦେଶ ରେ ପ୍ରବାସୀ ହବେେ ଏବଂ କ୍ରୀତଦାସ ହବେେ ଏବଂ କ୍ଲେଶ ଭୋଗ କରିବେ 400 ବର୍ଷ ପର୍ୟ୍ଯନ୍ତ।

ଆଦି ପୁସ୍ତକ 15:16

ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚ଼ତୁର୍ଥ ପୁରୁଷ ଫରେିବେ। କାରଣ ଯେଉଁ ଇ ମାରେୀଯମାନେ ଏଠା ରେ ବାସ କରନ୍ତି, ସମାନଙ୍କେର ପାପ ଏପର୍ୟ୍ଯନ୍ତ ଶଷେ ହାଇନୋହିଁ।

ଯାତ୍ରା ପୁସ୍ତକ 12:40

ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ।

ଗାଲାତୀୟଙ୍କ ପ୍ରତି ପତ୍ର 3:17

ମାେ କହିବାର ଅର୍ଥ ଯେ, ଯେଉଁ ଚୁକ୍ତିଟିକୁ ପରମେଶ୍ବର ପୂର୍ବରୁ ଅନୁମାଦେନ କରିସାରିଥିଲେ, ତାହା ଚାରିଶହ ତିରିସ ବର୍ଷ ପରେ ଆସିଥିବା ବ୍ଯବସ୍ଥା ଦ୍ବାରା ମୂଲ୍ଯହୀନ ହାଇେ ଗଲା ନାହିଁ। ସହେି ବ୍ଯବସ୍ଥା ମଧ୍ଯ ସହେି ଚୁକ୍ତିର ପ୍ରଭାବକୁ ହୀନ କରି ପାରିଲା ନାହିଁ।

Interlinear

Choose Theme