Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 8:16 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 8:16 · ଓଡ଼ିଆ ବାଇବେଲ

ସମାନେେ କବଳେ ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହାଇେଥିଲେ। କିନ୍ତୁ ସେ ପର୍ୟ୍ଯନ୍ତ କାହା ଉପରେ ପବିତ୍ର ଆତ୍ମା ଅଧିଷ୍ଠିତ ହାଇେ ନଥିଲେ।

Cross references

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:38

ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:44

ପିତର ଏହିକଥା କହିବା ସମୟରେ ସୁସମାଚ଼ାର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ର ଆତ୍ମା ଓହ୍ଲାଇ ଆସିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:15

ମୁଁ କହିବାକୁ ଆରମ୍ଭ କଲା ମାତ୍ ରେ, ପବିତ୍ର ଆତ୍ମା ସମାନଙ୍କେ ଉପରେ ଓହ୍ଲାଇ ଆସିଲେ, ଯେପରି ଆମ୍ଭ ଉପରେ ପ୍ରଥମ ରେ ଓହ୍ଲାଇ ଆସିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:2

ପାଉଲ ସମାନଙ୍କେୁ ପଚ଼ାରିଲେ, ତୁମ୍ଭମାନେେ ବିଶ୍ବାସୀ ହେଲା ବେଳେ ପବିତ୍ର ଆତ୍ମାଙ୍କୁ ପ୍ରାପ୍ତ ହାଇେଥିଲ କି?

ରେରିତମାନଙ୍କ କାର୍ଯ୍ୟର ବିବରଣ 19:5

ସମାନେେ ଏକଥା ଶୁଣି ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହେଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:13

ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପା ରେ। ପାଉଲ କ'ଣ ତୁମ୍ଭମାନଙ୍କ ପାଇଁ କୃଶ ଉପରେ ପ୍ରାଣ ତ୍ଯାଗ କରିଥିଲେ କି ? ନା ! ତୁମ୍ଭମାନେେ କ'ଣ ପାଉଲଙ୍କ ନାମ ରେ ବାପ୍ତିଜିତ ହାଇେଛି ? ନା !

ଗାଲାତୀୟଙ୍କ ପ୍ରତି ପତ୍ର 3:27

ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।

Interlinear

Choose Theme