Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 8:26 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 8:26 · ଓଡ଼ିଆ ବାଇବେଲ

ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଫିଲିପ୍ପଙ୍କୁ କହିଲେ, ପ୍ରସ୍ତୁତ ହୁଅ। ୟିରୁଶାଲମରୁ ମରୁଭୂମି ଦଇେ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସହେି ରାସ୍ତା ରେ ଯାଅ।

Cross references

ଯିହୋଶୂୟ 13:3

ଶୀହାରଠାେରକ୍ସ୍ଟ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକକ୍ସ୍ଟ ବର୍ତ୍ତମାନ ପର୍ୟ୍ଯନ୍ତ ତୁମ୍ଭେ ନିଯନ୍ତ୍ରଣକକ୍ସ୍ଟ ନଇନୋହିଁ। ବର୍ତ୍ତମାନ ସକ୍ସ୍ଟଦ୍ଧା ସହେି ଦେଶ କିଣାନୀଯମାନଙ୍କର ଅଟେ। ଏହି ପାଞ୍ଚଜଣଙ୍କକ୍ସ୍ଟ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାତ୍ ଓ ଇକ୍ରୋଣର ନେତାଗଣଙ୍କକ୍ସ୍ଟ ତକ୍ସ୍ଟମ୍ଭଙ୍କକ୍ସ୍ଟ ପରାସ୍ତ କରିବାକୁ ହବେ।

ଯିହୋଶୂୟ 15:47

ଅସଦୋଦ, ତା'ର ଉପନଗର, ଓ ଗ୍ରାମମାନ, ଘାସ, ତହିଁର ଉପନଗର ଓ ଗ୍ରାମଗକ୍ସ୍ଟଡିକ, ମିଶରନଦୀ ଓ ସହାସମକ୍ସ୍ଟଦ୍ର ଓ ତହିଁର ଅଞ୍ଚଳ ପର୍ୟ୍ଯନ୍ତ।

ଦିତୀୟ ରାଜାବଳୀ 1:3

ମାତ୍ର ସଦାପ୍ରଭୁଙ୍କ ଦୂତ ତୀଶ୍ବୀଯ ଏଲିଯଙ୍କୁ କହିଲେ, ୟାଅ, ଶମରିଯା ରାଜାଙ୍କର ଦୂତମାନଙ୍କୁ ଭଟେ ଓ ସମାନଙ୍କେୁ କୁହ, 'ଇଶ୍ରାୟେଲ ରେ କ'ଣ ଇଶ୍ରାୟେଲର ପରମେଶ୍ବର ନାହାଁନ୍ତି ଯେ, ତୁମ୍ଭମାନେେ ଇକୋର୍ଣର ଦବେତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?

ପ୍ରଥମ ବଂଶାବଳୀ 22:16

ସମାନେେ ସ୍ବର୍ଣ୍ଣ, ରେ ୗପ୍ୟ, ପିତ୍ତଳ ଓ ଲୁହା କାର୍ୟ୍ଯ ରେ ଦକ୍ଷ ଅଟନ୍ତି। ତୁମ୍ଭର ଅଗଣ୍ଯ ଦକ୍ଷ କାରିଗରମାନେ ଅଛନ୍ତି। ବର୍ତ୍ତମାନ ହିଁ କାର୍ୟ୍ଯ ଆରମ୍ଭ କର। ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ।

ଯିଶାଇୟ 60:1

ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।

ଯିଖରିୟ 9:5

ଅସ୍କିଲୋନ ତାହା ଦେଖି ଭୟଭୀତ ହବେ ଓ ଘାସର ଲୋକମାନେ ଭୟ ରେ ଥରିବେ। ଇକୋର୍ଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସା ରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ଯ ଅସ୍କିଲୋନ ଜନଶୂନ୍ଯ ହବେ।

ମାଥିଉଲିଖିତ ସୁସମାଚାର 3:1

ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

ଲୂକଲିଖିତ ସୁସମାଚାର 3:2

ହାନାନ ଓ କଯାଫା ମହାୟାଜକ ଥିଲେ। ସହେି ସମୟରେ ଜିଖରିୟଙ୍କ ପୁଅ ଯୋହନଙ୍କ ପାଖକୁ ପରମେଶ୍ବରଙ୍କର ଗୋଟିଏ ଆଜ୍ଞା ଆସିଲା। ଯୋହନ ମରୁଭୂମିରେ ବାସ କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:19

କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତି ରେ ସହେି କାରାଗାରର କବାଟ ଖାଲିେ ସମାନଙ୍କେୁ ବାହାର କରି ଦେଲେ ଓ କହିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 10:7

ଏହା କହି ସ୍ବର୍ଗଦୂତ ଚ଼ାଲିଗଲେ। ଏହାପରେ କର୍ଣ୍ଣୀଲିୟ ନିଜର ବ୍ଯକ୍ତିଗତ ସହକାରୀ ମଧ୍ଯରୁ ତାହାଙ୍କର ଦୁଇଜଣ ସବେକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:22

ସମାନେେ ତାହାଙ୍କୁ କହିଲେ, ଆମ୍ଭମାନଙ୍କେୁ ସୈନ୍ଯବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ବରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ଯକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ବର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦଇେ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:8

ସେ ସ୍ବର୍ଗଦୂତ ପିତରଙ୍କୁ କହିଲେ, ଲୁଗାପଟା ଓ ଜୋତା ପିନ୍ଧ। ସେ ପିନ୍ଧିଲେ। ସେ ପୁଣି କହିଲେ, ତୁମ୍ଭର ଚ଼ାଦର ଘୋଡ଼ଇେ ହୁଅ ଓ ମାେତେ ଅନୁସରଣ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:23

େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:23

ମୁଁ ଯେଉଁ ପରମେଶ୍ବରଙ୍କର ସବୋ କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତି ରେ ମାେ ପାଖ ରେ ଠିଆ ହାଇେ କହିଲେ,

ଏବ୍ରୀ 1:14

ସମସ୍ତ ସ୍ବର୍ଗଦୂତ ଆତ୍ମା ଅଟନ୍ତି। ସମାନେେ ପରମେଶ୍ବରଙ୍କ ସବୋ କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସମାନଙ୍କେୁ ସାହାୟ୍ଯ କରନ୍ତି।

Interlinear

Choose Theme