Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 8:27 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 8:27 · ଓଡ଼ିଆ ବାଇବେଲ

ଫିଲିପ୍ପ ପ୍ରସ୍ତୁତ ହାଇେ ବାହାରିଲେ। ସହେି ରାସ୍ତା ରେ ଜଣେ ନପୁଂସକ ସଙ୍ଗ ରେ ଦଖାେ ହେଲା। ସହେି ନଫୁସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଚ଼ାରୀ ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାଯିତ୍ବ ରେ ଥିଲେ। ନଫୁସକ ଜଣକ ଉପାସନା କରିବା ପାଇଁ ୟିରୂଶାଲମକୁ ଯାଇଥିଲେ।

Cross references

ଦିତୀୟ ବିବରଣ 30:13

ଏହି ନିର୍ଦ୍ଦେଶ ସମକ୍ସ୍ଟଦ୍ରର ଆର ପାର ରେ ନାହିଁ ଯେ, ତେଣୁ ତୁମ୍ଭେ କହିବ, 'କିଏ ସମକ୍ସ୍ଟଦ୍ର ପାର ହାଇେ ଆମ୍ଭମାନଙ୍କ ପାଇଁ ତାହା ଆଣି ଶକ୍ସ୍ଟଣାଇବେ ଓ ଆମ୍ଭେ ଶକ୍ସ୍ଟଣିବକ୍ସ୍ଟ।'

ପ୍ରଥମ ରାଜାବଳୀ 8:41

କବଳେ ଇଶ୍ରାୟେଲ ଲୋକେ ନୁହଁନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷଯ ରେ ଶୁଣିବେ।

ପ୍ରଥମ ରାଜାବଳୀ 10:1

ଅନନ୍ତର ଶିବା ଦେଶ ରେ ରାଣୀ ସଦାପ୍ରଭୁଙ୍କ ପ୍ରିଯ ଶଲୋମନଙ୍କ ସୁଖ୍ଯାତି ଶୁଣି କଠିନ ପ୍ରଶ୍ନଦ୍ବାରା ତାଙ୍କୁ ପରୀକ୍ଷା କରିବାକୁ ଆସିଲେ।

ଦିତୀୟ ବଂଶାବଳୀ 6:32

ହୁଏତ ଜଣେ ଅପରିଚିତ ବ୍ଯକ୍ତି ଥାଇପା ରେ, ୟିଏ ଜଣେ ଇଶ୍ରାୟେଲୀୟ ହାଇେ ନ ଥିବ, କିନ୍ତୁ ଏକ ଦୂର ଦେଶରୁ ଏଠାକୁ ଆସିଥାଇପା ରେ। ସହେି ବିଦେଶୀ ବ୍ଯକ୍ତି ତୁମ୍ଭର ମହାନ୍ ନାମ, ତୁମ୍ଭର ମହାନ୍ ଶକ୍ତି ଓ ଲୋକମାନଙ୍କୁ ବିପଦରୁ ଉଦ୍ଧାର କରିବା ତୁମ୍ଭର ସାମର୍ଥ୍ଯ ଶୁଣି ଆସିପା ରେ। ଯେତବେେଳେ ସହେି ବ୍ଯକ୍ତି ଆସିବ ଓ ଏହି ମନ୍ଦିର ଆଡ଼କୁ ଚାହିଁ ପ୍ରାର୍ଥନା କରିବ,

ଗୀତସଂହିତା 68:29

ହେ ପରମେଶ୍ବର, ତୁମ୍ଭର ୟିରୁଶାଲମସ୍ଥ ମନ୍ଦିରରୁ ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।

ଗୀତସଂହିତା 68:31

ମିଶରୀଯମାନଙ୍କୁ ମୂଲ୍ଯବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ। ପରମେଶ୍ବର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ୍ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।

ଗୀତସଂହିତା 87:4

ପରମେଶ୍ବର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। ସେ ଜାଣନ୍ତି ତାଙ୍କର ପ୍ରେତ୍ୟକକ ଲୋକ କେଉଁଠାରେ ଜନ୍ମ ହାଇେଥିଲେ। ସହେିମାନଙ୍କ ମଧ୍ଯରୁ ଯେଉଁମାନେ ତାଙ୍କର ସବୋ କରନ୍ତି, ସମାନେେ ମିଶର ଓ ବାବିଲରେ ବାସ କରନ୍ତି।

ଯିଶାଇୟ 43:6

ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା ସମାନଙ୍କେୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ଯାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।

ଯିଶାଇୟ 45:14

ସଦାପ୍ରଭୁ କୁହନ୍ତି, ମିଶରର ସମ୍ପଦ, କୂଶର ବାଣିଜ୍ଯର ଲାଭ ଓ ଦୀର୍ଘକାଯ ସବାଯୀଯମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହବେେ। ସମାନେେ ତୁମ୍ଭର ଅନୁସରଣ କରିବେ। ସମାନେେ ହସ୍ତ ରେ ଶୃଙ୍ଖଳାବଦ୍ଧ ହାଇେ ଆସିବେ, ପୁଣି ସମାନେେ ତୁମ୍ଭକୁ ପ୍ରଣାମ କରିବେ ଓ ନିବଦନେ କରି କହିବେ, ପ୍ରକୃତ ରେ ଇଶ୍ରାୟେଲର ପରମେଶ୍ବର ତୁମ୍ଭ ମଧିଅରେ ଅଛନ୍ତି, ତାଙ୍କ ବିନା ଆଉ କହେି ପରମେଶ୍ବର ନାହାଁନ୍ତି ଓ ତାଙ୍କ ବ୍ଯତୀତ ଆଉ କହେି ମଧ୍ଯ ନାହାଁନ୍ତି।

ଯିଶାଇୟ 56:3

ସଦାପ୍ରଭୁଙ୍କଠା ରେ ଆସକ୍ତ ବିଦେଶୀ ନ କହୁ ଯେ ସଦାପ୍ରଭୁ ମାେତେ ଆପଣା ଲୋକଠାରୁ ନିଶ୍ଚଯ ପୃଥକ୍ ରଖିବେ। ପୁଣି ଜଣେ ନପୁଂସକ ନ କହୁ ଯେ, ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ମୁଁ ଫଳବତୀ ହାଇପୋରିବି ନାହିଁ।'

ଯିଶାଇୟ 60:3

ପୁଣି ଅନ୍ୟଦେଶୀଯମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ।

ଯିଶାଇୟ 60:6

ଅକଳନ ଓଟ, ତୁମ୍ଭକୁ ଆବୃତ କରିବ ଏବଂ ୟୁବ ଓଟମାନେ ତୁମ୍ଭ ପାଖକୁ ଶିବା ଏବଂ ଐଫା ଦେଶରୁ ଆସିବେ। ସମାନେେ ସୁବର୍ଣ୍ଣ ଓ ସୁବାସିତ ଧୂପ ଆଣିବେ ଏବଂ ସଦାପ୍ରଭୁଙ୍କର ପ୍ରଶଂସାଗାନ କରିବେ।

ଯିଶାଇୟ 66:19

ଆମ୍ଭେ ସମାନଙ୍କେ ମଧିଅରେ ଏକ ସଙ୍କତେ ସ୍ଥାପନ କରିବା ଓ ସମାନଙ୍କେ ମଧ୍ଯରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା - ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ୟବନ ତଥା ଦୂରସ୍ଥ ଦ୍ବୀପଗଣ ଆମ୍ଭର ସୁଖ୍ଯାତି ବିଷଯ ରେ କବେେ ଶୁଣି ନାହାଁନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖିନାହାଁନ୍ତି, ସହେିମାନଙ୍କ ନିକଟକୁ ପ୍ ରରଣେ କରିବା ଓ ସମାନେେ ବିଭିନ୍ନ ଦେଶୀଯମାନଙ୍କ ମଧିଅରେ ଆମ୍ଭର ମହିମା ପ୍ରକାଶ କରିବେ।

ଯିରିମିୟ 13:23

ଜଣେ କୃଷ୍ଣକାଯ କ'ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ'ଣ ନିଜର ଦହରେ ଛାପ ବଦଳାଇ ପାରିବ ? ତେଣୁ ହେ ୟିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବା ରେ ଅଭ୍ଯସ୍ତ, ତୁମ୍ଭେ କବେେ ସୁକର୍ମ କରିପାରିବ ନାହିଁ।

ଯିରିମିୟ 38:7

କିନ୍ତୁ ଯିରିମିୟ ଖଣା ରେ ପତିତ ହାଇେଥିବା କଥା ରାଜଗୃହସ୍ଥିତ ଏବଦମଲକେ ନାମକ ଜଣେ ନପୁସଂକ ଲୋକ ଶୁଣିଲା। ସହେି ସମୟରେ ରାଜା ସିଦିକିଯ ବିନ୍ଯାମୀନ ଫାଟକରେ ବସିଥିଲେ।

ଯିରିମିୟ 39:16

ହେ ଯିରିମିୟ, ତୁମ୍ଭେ ୟାଇ କୁଶୀଯ ଏବଦମଲକେକୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ଯସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତ ରେ ସଫଳ ହବୋର ଦେଖିବ।

ସିଫନିୟ 3:10

ଇଥିଓପିଆରୁ ନଦୀ ପାର ହାଇେ ସମସ୍ତ ଲୋକେ ଆମ୍ଭକୁ ଉପାସନା କରିବାକୁ ଆସିବେ। ଆମ୍ଭର ଛିନ୍ନବିଛିନ୍ନ ଲୋକମାନେ ଆମ୍ଭ ନିକଟକୁ ଆସିବେ। ସମାନେେ ଉପହାର ନଇେ ଆମ୍ଭ ନିକଟକୁ ଆସିବେ।

ମାଥିଉଲିଖିତ ସୁସମାଚାର 12:42

ଯେଉଁ ଦିନ ବିଚ଼ାର ହବେ ସେ ଦିନ ଦକ୍ଷିଣର ରାଣୀ ପର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହବେେ ଏବଂ ସେ ସମାନଙ୍କେୁ ଦୋଷୀ ସାବ୍ଯସ୍ତ କରିବେ। କାରଣ ସେ ଶଲମାନଙ୍କେ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲମାନଙ୍କେଠାରୁ ଅଧିକ ମହାନ୍।

ମାଥିଉଲିଖିତ ସୁସମାଚାର 21:2

ଯୀଶୁ ଦୁଇଜଣ ଶିଷ୍ଯଙ୍କୁ ଗାଁକୁ ପଠାଇଲେ। ସେ କହିଲେ, ତୁମ୍ଭେ ଠିକ୍ ସାମନା ରେ ଥିବା ଗାଁକୁ ଯାଅ। ସଠାେରେ ପହଞ୍ଚିବା ପରେ ତୁମ୍ଭେ ଗୋଟିଏ ମାଇ ଗଧ ବନ୍ଧା ହାଇେଥିବାର ଦେଖିବ। ତା' ସହିତ ଗୋଟିଏ ଗଧଛୁଆ ମଧ୍ଯ ସଠାେରେ ଥିବ। ସମାନଙ୍କେୁ ଖାଲିଦେବେ, ଓ ସମାନଙ୍କେୁ ମାେ ପାଖକୁ ନଇେ ଆସିବ।

ମାର୍କଲିଖିତ ସୁସମାଚାର 14:13

ତା'ପରେ ଯୀଶୁ ନିଜର ଦୁଇଜଣ ଶିଷ୍ଯଙ୍କୁ ନଗରକୁ ପଠାଇଲେ। ଯୀଶୁ ସମାନଙ୍କେୁ କହିଲେ, ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନଇଯାେଉଥିବାର ଦେଖିବ। ସହେି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା'ର ପେଛ ପେଛ ୟିବ।

ଯୋହନଲିଖିତ ସୁସମାଚାର 2:5

ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।

ଯୋହନଲିଖିତ ସୁସମାଚାର 12:20

ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।

ଏବ୍ରୀ 11:8

ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।

Interlinear

Choose Theme