Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 8:40 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 8:40 · ଓଡ଼ିଆ ବାଇବେଲ

କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗର ରେ ଦଖାଦେେଲେ ଓ କାଇସରୀଆ ନଗରକୁ ୟିବା ବାଟରେ ସବୁ ସହର ରେ ଲୋକମାନଙ୍କୁ ସୁସମାଚ଼ାର ପ୍ରଚ଼ାର କରି ଚ଼ାଲିଲେ।

Cross references

ଯିହୋଶୂୟ 15:46

ସମାନେେ ମଧ୍ଯ ଇକୋର୍ଣଠାରକ୍ସ୍ଟ ସମକ୍ସ୍ଟଦ୍ର ପର୍ୟ୍ଯନ୍ତ, ଅସଦୋଦ ନିକଟସ୍ଥ ସମସ୍ତ ସ୍ଥାନ ଓ ସହରଗକ୍ସ୍ଟଡିକ ନେଲେ।

ପ୍ରଥମ ଶାମୁୟେଲ 5:1

ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ।

ଯିଖରିୟ 9:6

ପୁଣି ଅସ୍ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।

ଲୂକଲିଖିତ ସୁସମାଚାର 10:1

ଏହାପରେ ପ୍ରଭୁ ଆଉ ବାସ୍ତରି ଜଣ ଲୋକଙ୍କୁ ବାଛିଲେ। ଯେଉଁ ଯେଉଁ ନଗର ଓ ସ୍ଥାନମାନଙ୍କୁ ତାହାଙ୍କର ୟିବାର ଯୋଜନା ଥିଲା, ସହେି ନଗର ଓ ସ୍ଥାନମାନଙ୍କୁ ସେ ସମାନଙ୍କେୁ ଦୁଇ ଦୁଇ ଜଣ ହିସାବ ରେ ନିଜେ ୟିବା ଆଗରୁ ପଠାଇ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:25

ପ୍ ରରେିତମାନେ ଶମିରୋଣର ଅନକେ ଗ୍ରାମ ରେ ଶୁଭସମାଚ଼ାର କହି ୟିରୂଶାଲମକୁ ଫରେିଗଲେ। ସମାନେେ ଫରେିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମ ରେ ସୁସମାଚ଼ାର ପ୍ରଚ଼ାର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:1

କାଇସରୀଆ ନଗର ରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ଯବାହିନୀର ଏକ ବିଭାଗ ରେ ପଦାଧିକାରୀ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:24

ତହିଁ ଆରଦିନ ସେ କାଇସରୀଆ ନଗର ରେ ପହନ୍ଚିଲେ। କର୍ଣ୍ଣୀଲିୟ ନିଜର ବନ୍ଧୁବାନ୍ଧବ ଓ ଘନିଷ୍ଠ ବନ୍ଧୁମାନଙ୍କୁ ଡ଼କଇେ ସମାନଙ୍କେ ଅପେକ୍ଷା ରେ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:19

େ ହରୋଦ ତାହାଙ୍କୁ ଖାଜେିଲେ, କିନ୍ତୁ ପାଇଲେ ନାହିଁ। ତା'ପରେ ସେ ଜଗୁଆଳୀମାନଙ୍କୁ ପଚ଼ରା ଉଚ଼ରା କରିସାରି, ସମାନଙ୍କେୁ ମୃତ୍ଯୁଦଣ୍ତ ରେ ଦଣ୍ଡିତ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:8

ଆମ୍ଭେ ତହିଁ ଆରଦିନ କାଇସରୀଆ ନଗର ରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଚ଼ାର ପ୍ରଚ଼ାରକ ଫିଲିପ୍ପଙ୍କ ଘ ରେ ପ୍ରବେଶ କଲୁ। ସେ ସାତ ଜଣ ବିଶଷେ ସବେକମାନଙ୍କ ମଧ୍ଯରୁ ଜଣେ ଥିଲେ। ଆମ୍ଭମାନେେ ତାହାଙ୍କ ସହିତ ରହିଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:16

କାଇସରୀଆ ରେ ଥିବା ଯୀଶୁଙ୍କ କେତକେ ଶିଷ୍ଯ ଆମ୍ଭ ସହିତ ଆସିଲେ। ସମାନେେ ଆମ୍ଭକୁ କୁପ୍ର ଉପଦ୍ବୀପର ମନାସୋନ (ୟିଏ କି ଯୀଶୁଙ୍କ ପ୍ରଥମ ଶିଷ୍ଯମାନଙ୍କ ମଧିଅରେ ଜଣେ) ନାମକ ଜଣେ ଶିଷ୍ଯଙ୍କ ଘରକୁ ନଇଗେଲେ। ସଠାେରେ ଆମ୍ଭେ ରାତି କଟାଇବା କଥା ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:23

ସନୋଧ୍ଯକ୍ଷ ଦୁଇ ଜଣ ସନୋପତିଙ୍କୁ ଡ଼ାକି କହିଲେ, ଆଜି ରାତି ନ'ଟା ବେଳେ କାଇସରୀଆକୁ ୟିବା ପାଇଁ 200 ପଦାତିକ ସୈନ୍ଯ, 70 ଜଣ ଅଶ୍ବାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:33

ସମାନେେ କାଇସରୀଆ ରେ ପହଞ୍ଚି ରାଜ୍ଯପାଳକୁ ପତ୍ରଟି ଦେଲେ। ତା'ପରେ ସମାନେେ ପାଉଲଙ୍କୁ ତାହାଙ୍କ ହାତ ରେ ସମର୍ପଣ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:1

ତା'ପରେ ଫେଷ୍ଟ ରାଜ୍ଯପାଳ ହେଲେ। ସେ ସହେି ପ୍ରଦେଶ ରେ ତିନି ଦିନ ରହିଲେ ଓ ତା'ପରେ କାଇସରୀଆରୁ ୟିରୂଶାଲମ ଚ଼ାଲିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:4

କିନ୍ତୁ ଫେଷ୍ଟ କହିଲେ, ପାଉଲ କାଇସରୀଆ ରେ ରହିବେ ଓ ମୁଁ ଶୀଘ୍ର ଯାଇ ପହଞ୍ଚିବି।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:6

ତା'ପରେ ଫେଷ୍ଟ ସମାନଙ୍କେ ସହିତ ଆଠ ଦଶଦିନ ରହି କାଇସରୀଆକୁ ଚ଼ାଲିଗଲେ। ତହିଁ ଆରଦିନ ସେ ବିଚ଼ାର ଆସନ ରେ ବସିଲେ, ଓ ପାଉଲଙ୍କୁ ଡ଼କାଇ ପଠାଇଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 25:13

କିଛି ଦିନ ପରେ ଆଗ୍ରିପ୍ପା ରାଜା ଓ ରାଣୀ ବର୍ଣ୍ଣୀକୀ ଫେଷ୍ଟଙ୍କ ସାଙ୍ଗ ରେ ଦଖାେ କରିବାକୁ କାଇସରୀଆ ନଗରକୁ ଗଲେ।

ରୋମୀୟଙ୍କ ପ୍ରତି ପତ୍ର 15:19

ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।

Interlinear

Interlinear data is unavailable for this verse.

Choose Theme