Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 8:9 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 8:9 · ଓଡ଼ିଆ ବାଇବେଲ

ସହେି ନଗର ରେ ଶିମାନେ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସଠାେକୁ ଆସିବା ପୂର୍ବରୁ ଶିମାନେ ଯାଦୁଖଳେ ଦଖାଇେ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦଇେଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା।

Cross references

ଯାତ୍ରା ପୁସ୍ତକ 7:11

ତେଣୁ ଫାରୋ ତାଙ୍କର ପଣ୍ଡିତ ଓ ମନ୍ତ୍ରଜ୍ଞମାନଙ୍କୁ ଡାକିଲେ। ସମାନେେ ମଧ୍ଯ ହାରୋଣଙ୍କ ପରି ତାଙ୍କ ଗୁପ୍ତ ୟାଦୁ ବିଦ୍ଯା ପ୍ରଯୋଗ କରି ଆଶାବାଡିକୁ ସର୍ପରେ ପରିଣତ କରି ଦେଲେ।

ଯାତ୍ରା ପୁସ୍ତକ 7:22

ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ୟାଦୁବିଦ୍ଯା ପ୍ରଯୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି ଦୃଢ଼ ହେଲ ହୃଦଯ କଠିନ କଲେ ଏବଂ ସେ ସମାନଙ୍କେର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସା ରେ ଘଟିଲା।

ଯାତ୍ରା ପୁସ୍ତକ 8:18

ମିଶରର ମନ୍ତ୍ରଜ୍ଞମାନେ ସମାନଙ୍କେର ଗୁପ୍ତ ୟାଦୁବିଦ୍ଯା ଦ୍ବାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରିପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ଯମାନଙ୍କଠା ରେ ରହିଗଲେ।

ଯାତ୍ରା ପୁସ୍ତକ 9:11

ସହେି ବଥ ସକାେଶ ମନ୍ତ୍ରଜ୍ଞମାନେ ମାଶାଙ୍କେ ସମ୍ମୁଖୀନ ହାଇେ ପାରିଲେ ନାହିଁ। ପ୍ରେତ୍ୟକକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ଯାପିଗଲା।

ଲେବୀୟ ପୁସ୍ତକ 20:6

ଯେଉଁ ଲୋକ ଭୁତୁଡିଆ ଓ ଗୁଣିଆଁମାନଙ୍କୁ ବ୍ଯଭିଚାର କରିବାକୁ ଅନୁସରଣ କରେ, ସହେି ପ୍ରଣୀ ବିରୁଦ୍ଧ ରେ ଆମ୍ଭେ ୟିବା। ଯେ ହତେୁ ସେ ଆମ୍ଭ ପ୍ରତି ଅବିଶ୍ବସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ଯରୁ ପୃଥକ୍ ରଖିବା।

ଦିତୀୟ ବିବରଣ 18:10

ତୁମ୍ଭର ପକ୍ସ୍ଟତ୍ର କନ୍ଯାମାନଙ୍କୁ ୟଜ୍ଞବଦେୀ ଅଗ୍ନି ରେ ଦଗ୍ଧକରି ଉତ୍ସର୍ଗ କରିବ ନାହିଁ। ମନ୍ତ୍ରଜ୍ଞ, ଶକ୍ସ୍ଟଭାଶକ୍ସ୍ଟଭ ବାଦୀ, ଗଣକ କି ମାଯାବିଙ୍କଠାରକ୍ସ୍ଟ କିଛି ଶିକ୍ଷା କରିବ ନାହିଁ।

ଯୋହନଲିଖିତ ସୁସମାଚାର 7:18

ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଚାର କରେ, ସେ ନିଜ ପାଇଁ ସମ୍ମାନ ଚା ହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ ରରଣକେର୍ତ୍ତାଙ୍କର ସମ୍ମାନ ଚା ହେଁ ସେ ସତ୍ଯ କ ହେ। ତା' ପାଖ ରେ କିଛି ମିଥ୍ଯା ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:36

ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଚ଼ାରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା'ର ସମସ୍ତ ଶିଷ୍ଯମାନେ ଛିନ୍ନଭିନ୍ନ ହାଇେ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:11

ଶିମାନେ ଲୋକମାନଙ୍କୁ ବହୁତ ସମୟ ପର୍ୟ୍ଯନ୍ତ ଯାଦୁ ବିଦ୍ଯା ରେ ମୁଗ୍ଧ କରିପାରୁଥିବା କଥା ସମସ୍ତେ ଶୁଣିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:6

ସମାନେେ ଉପଦ୍ବୀପରେ ସର୍ବତ୍ର ବୁଲିବୁଲି ପାଫ ନଗର ରେ ପହନ୍ଚିଲେ। ସଠାେରେ ସମାନେେ ବର୍ୟୀଶୁ ନାମକ ଜଣେ ଯିହୂଦୀ ଭଣ୍ଡ ଭବିଷ୍ଯଦ୍ବକ୍ତାକୁ ଦେଖିଲେ। ସେ ଲୋକମାନଙ୍କ ନିକଟରେ ଯାଦୁକର୍ମ ଦ୍ବାରା ନାନା କାର୍ୟ୍ଯ ଦଖାେଉଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:16

ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ୟିବା ସମୟରେ ଗୋଟିଏ ଚ଼ାକରାଣୀକୁ ଦେଖିଲୁ। ତା' ଦହେ ରେ ଏପରି ଆତ୍ମାଟିଏ ଥିଲା, ଯାହା ଦ୍ବାରା ସେ ଭବିଷ୍ଯତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ଯତର କଥା ସବୁ କହି ତା' ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:18

ସମାନଙ୍କେ ମଧ୍ଯରୁ ଯେଉଁମାନେ ବିଶ୍ବାସ କରୁଥିଲେ, ସହେି ଲୋକମାନେ ଆସି ସମସ୍ତଙ୍କ ସାକ୍ଷାତ ରେ ନିଜର କୁକର୍ମ ସବୁ ସ୍ବୀକାର କଲେ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:4

ସହେି ମନ୍ଦ ବ୍ଯକ୍ତି, ପରମେଶ୍ବରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ବାରା ଉପାସିତ, ଏହିପରି ପ୍ରେତ୍ୟକକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରେତ୍ୟକକଠାରୁ ଉଚ୍ଚ ବୋଲି ଦଖାେଏ, ଈଶ୍ବରଙ୍କ ନାମ ରେ ଖ୍ଯାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବି ରୋଧ କରେ। ସେ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ଯାଇ, ସିଂହାସନ ରେ ବସି ନିଜକୁ ପରମେଶ୍ବର ବୋଲି ଘାଷେଣା କରେ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:2

ସହେି ସମୟରେ ଲୋକେ କବଳେ ନିଜ ନିଜକୁ ଓ ଧନକୁ ଭଲ ପାଇବେ। ସମାନେେ ଅହଂକାରୀ ଓ ଉଦ୍ଧତ ହବେେ। ଅନ୍ୟ ଲୋକଙ୍କ ବିରୁଦ୍ଧ ରେ ନିନ୍ଦାକଥା କହିବେ। ମାତାପିତାଙ୍କୁ ମାନିବେ ନାହିଁ। ସମାନେେ ବିଶ୍ବାସଘାତକ ହବେେ। ପରମେଶ୍ବରଙ୍କ ଇଚ୍ଛାନୁଯାଯୀ ଜୀବନଯାପନ କରିବେ ନାହିଁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:5

ସମାନେେ ପରମେଶ୍ବରଙ୍କ ସବେକ ହବୋର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ବାରା ଜଣାପଡ଼ିବ ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କ ସବୋ କରୁନାହାଁନ୍ତି। ତୀମଥି, ତୁମ୍ଭେ ସହେି ଲୋକମାନଙ୍କଠାରୁ ଦୂର ରେ ରୁହ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:8

ସମାନେେ ମାଶାଙ୍କେୁ ବି ରୋଧ କରିଥିଲେ। ସହେିଭଳି ଏହି ଲୋକମାନେ ମଧ୍ଯ ସତ୍ଯର ବିରୋଧ କରନ୍ତି, ସମାନଙ୍କେର ମନ ବିପଥଗାମୀ। ଈଶ୍ବର ବିଶ୍ବାସର ଅନୁସରଣ କରିବା ରେ ଏମାନେ ବିଫଳ ହାଇେଛନ୍ତି।

ପିତରଙ୍କ ଦିତୀୟ ପତ୍ର 2:18

ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:13

ଏହି ଦ୍ବିତୀୟ ପଶୁ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରେ। ଲୋକମାନେ ଦେଖୁଥିଲା ବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:15

କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।

Interlinear

Choose Theme