Home Bibles ରେରିତମାନଙ୍କ କାର୍ଯ୍ୟର ବିବରଣ 9:13 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 9:13 · ଓଡ଼ିଆ ବାଇବେଲ

ହନନିୟ ଉତ୍ତର ଦେଲେ, ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟ ରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ୟିରୂଶାଲମ ରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ଯାଚାର କରିଛି।

Cross references

ଯାତ୍ରା ପୁସ୍ତକ 4:13

କିନ୍ତୁ ମାଶାେ କହିଲେ, ହେ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ବିନଯ କରୁଅଛି ମାେତେ ନ ପଠାଇ ଅନ୍ୟ ଜଣଙ୍କୁ ପଠାଅ।

ପ୍ରଥମ ଶାମୁୟେଲ 16:2

କିନ୍ତୁ ଶାମକ୍ସ୍ଟଯଲେ କହିଲେ, ଯଦି ମୁ ୟାଏ, ଶାଉଲ ଏହା ଶୁଣିଲେ ମାେତେ ବଧ କରିବେ।

ପ୍ରଥମ ରାଜାବଳୀ 18:9

ତା'ପରେ ଓବଦିଯ କହିଲେ, ଯଦି ମୁଁ ଆହାବ୍ଙ୍କୁ ତୁମ୍ଭର ଉପସ୍ଥିତି କ ହେ, ତବେେ ସେ ମାେତେ ବଧ କରିବେ। ମୁଁ ତ ତୁମ୍ଭ ନିକଟରେ କିଛି ଅପରାଧ କରି ନାହିଁ, ତବେେ ତୁମ୍ଭେ ମାେତେ କାହିଁକି ମରାଇବାକୁ ଇଚ୍ଛା କରୁଛ?

ଯିରିମିୟ 20:9

ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ। ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।

ଯିହିଜିକଲ 3:14

ତା'ପ ରେ ଆତ୍ମା ମାେତେ ଉପରକୁ ଉଠାଇ ନଇଗେଲା। ମୁଁ ଦୁଃଖିତ ହୃଦଯ ରେ କୋରଧିତ ହାଇେ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମାେତେ ଧରିଥିଲା।

ଯୂନସ 1:2

ସଦାପ୍ରଭୁ କହିଲେ, ନୀନିବୀ ଗୋଟିଏ ବିରାଟ ନଗରୀ। ସଠାେ ରେ ଲୋକମାନେ ବହୁତ ମନ୍ଦକାର୍ୟ୍ଯ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସହେି ନଗରୀକୁ ୟାଅ ଏବଂ ତାହା ବିରୁଦ୍ଧ ରେ ଆମ୍ଭ ବିଚାରଧାରା ଘାଷେଣା କର।

ମାଥିଉଲିଖିତ ସୁସମାଚାର 10:16

ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:3

କିନ୍ତୁ ଶାଉଲ ଘ ରେ ଘ ରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାର ରେ ରଖିଲେ ଓ ମଣ୍ଡଳୀ ଧ୍ବଂସ କରିବା ପାଇଁ ଚେଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:1

ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:32

ଇତି ମଧିଅରେ ପିତର ବିଭିନ୍ନ ଅଞ୍ଚଳ ବୁଲିବୁଲି ଶଷେ ରେ ଲୂଦ ନଗର ରେ ରହୁଥିବା ସାଧୁମାନଙ୍କ ପାଖ ରେ ଆସି ପହନ୍ଚିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:4

ମୁଁ ଯୀଶୁଙ୍କ ପଥରେ ଯାଉଥିବା ଲୋକମାନଙ୍କୁ ତାଡ଼ନା ଓ କଷ୍ଟ ଦେଉଥିଲି। ମୁଁ ପୁରୁଷ ଓ ସ୍ତ୍ରୀ ଲୋକମାନଙ୍କୁ ବନ୍ଦୀ କରି କାରାଗାର ରେ ରଖିଥିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:19

କିନ୍ତୁ ମୁଁ କହିଲି, ପ୍ରଭୁ, ଏ ଲୋକମାନେ ତ ସମସ୍ତେ ଜାଣନ୍ତି ଯେ ମୁଁ ପ୍ରେତ୍ୟକକ ସମାଜଗୃହକୁ ଯାଇ ସଠାେରେ ତୁମ୍ଭକୁ ବିଶ୍ବାସ କରୁଥିବା ଲୋକମାନଙ୍କୁ ବନ୍ଦୀ କରୁଥିଲି ଏବଂ ମାଡ଼ ମାରୁଥିଲି।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:10

ଏ ଭଳି କରୁଥିବା ବେଳେ ମୁଁ ୟିରୂଶାଲମ ରେ ପରମେଶ୍ବରଙ୍କର ଅନକେ ଲୋକଙ୍କୁ ବନ୍ଦୀ କରି କାରାଗାର ରେ ରଖିଥିଲି। ଯୀଶୁଙ୍କ ଅନୁସରଣକାରୀଙ୍କୁ ଯେତବେେଳେ ମୃତ୍ଯୁଦଣ୍ଡ ଦିଆଯାଉଥିଲା, ସେତବେେଳେ ମୁଁ ମଧ୍ଯ ଏହା ଠିକ୍ ବୋଲି ଭାବି ସେଥି ରେ ପୂର୍ଣ୍ଣ ସମ୍ମତ ହାଇେଥିଲି। ମୁଁ ପରମେଶ୍ବରଙ୍କର ଅନକେ ଲୋକମାନଙ୍କୁ ଧରି ଆଣି କାରାଗାର ରେ ବନ୍ଦୀ କରି ରଖୁଥିଲି, କାରଣ ଏପରି କରିବା ନିମନ୍ତେ ମୁଁ ମହାୟାଜକମାନଙ୍କଠାରୁ କ୍ଷମତା ପାଇଥିଲି। ମୁଁ ସମାନଙ୍କେୁ ସମାଜ ଗୃହ ସବୁ ରେ ଦଣ୍ତ ଦଇେଥିଲି।

ରୋମୀୟଙ୍କ ପ୍ରତି ପତ୍ର 1:7

ତୁମ୍ଭମାନେେ ପରମେଶ୍ବରଙ୍କ ପବିତ୍ର ଲୋକ ବୋଲି ବଛା ଯାଇ ଥିବାରୁ, ମୁଁ ତୁମ୍ଭମାନଙ୍କୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତ ପ୍ରପ୍ତ ହେଉ। ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ଓ ଶାନ୍ତ ତୁମ୍ଭମାନଙ୍କୁ ମିଳୁ।

ରୋମୀୟଙ୍କ ପ୍ରତି ପତ୍ର 15:25

ପରମେଶ୍ବରଙ୍କ ଲୋକଙ୍କ ସବୋ ରେ ଏବେ ମୁଁ ୟିରୁଶାଲମ ଯାଉଛି।

ରୋମୀୟଙ୍କ ପ୍ରତି ପତ୍ର 15:31

ପ୍ରାର୍ଥନା କର ଯେ, ମୁଁ ଯିହୁଦାଠା ରେ ଅବିଶ୍ବାସୀଲୋକମାନଙ୍କ କବଳରୁ ରକ୍ଷା କରିବି। ଏବଂ ଏଥିପାଇଁ ମଧ୍ଯ ପ୍ରାର୍ଥନା କରେ ଯେ, ୟିରୂଶାମଲଠା ରେ ଯାହା ସାହାୟ୍ଯ ପହଁଞ୍ଚିବ ସେଥି ରେ ପରମେଶ୍ବରଙ୍କ ଲୋକେ ପ୍ରସନ୍ନ ହବେେ।

ରୋମୀୟଙ୍କ ପ୍ରତି ପତ୍ର 16:2

ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ବରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କ ଠା ରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସଗେୁଡିକ ଦ୍ବାରା ତାହାଙ୍କୁ ସାହାୟ୍ଯ କର। ସେ ମାେତେ ଓ ଅନ୍ୟ ଅନକେ ଲୋକଙ୍କୁ ବହୁତ ସାହାୟ୍ଯ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 16:15

ଫିଲଲଗ, ୟୁଲିଯା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସମାନଙ୍କେ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:13

ଅତୀତ ରେ ମୁଁ ଯୀଶୁଙ୍କ ବିରୁଦ୍ଧ ରେ କହିଛି, ତାହାଙ୍କୁ ତାଡ଼ନା ଦଇେଛି ଓ ତାହାଙ୍କୁ ଆଘାତ ଦବୋ ଭଳି କାର୍ୟ୍ଯମାନ କରିଛି। କିନ୍ତୁ ମୁଁ କ'ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ବର ମାେତେ ଦୟା କଲେ। ଅବିଶ୍ବାସୀ ଥିଲା ବେଳେ ମୁଁ ସପରେି କରିଥିଲି।

Interlinear

Choose Theme