Home Bibles ☰ Books ରେରିତମାନଙ୍କ କାର୍ଯ୍ୟର ବିବରଣ 9:18 · ଓଡ଼ିଆ ବାଇବେଲ
ରେରିତମାନଙ୍କ କାର୍ଯ୍ୟର ବିବରଣ 9:18 · ଓଡ଼ିଆ ବାଇବେଲ

ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା'ପରେ ସେ ଉଠି ବାପ୍ତିଜିତ ହେଲେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 2:38

ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:41

ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:12

ଯେତବେେଳେ ରାଜ୍ଯପାଳ ଏହା ଦେଖି, ସେ ପ୍ରଭୁଙ୍କ ଠା ରେ ବିଶ୍ବାସ କଲେ ସେ ପ୍ରଭୁଙ୍କର ଉପଦେଶ ଶୁଣି ବିସ୍ମିତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:37

କିନ୍ତୁ ପରମେଶ୍ବର ଯାହାଙ୍କୁ ମୃତ୍ଯୁରୁ ଉେଠଇଲେ ସେ କ୍ଷୟପ୍ରାପ୍ତ ହାଇେ ନଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:16

ତୁମ୍ଭେ ବର୍ତ୍ତମାନ ଆଉ ଅପେକ୍ଷା କର ନାହିଁ। ଶୀଘ୍ର ଉଠ ଓ ବାପ୍ତିଜିତ ହୁଅ ଏବଂ ଯୀଶୁଙ୍କ ନାମ ରେ ତୁମ୍ଭର ପାପରୁ ଧୋଇ ହୁଅ।'

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:14

କିନ୍ତୁ ସମାନଙ୍କେର ମନଗୁଡ଼ିକ ଅବରୁଦ୍ଧ ହାଇେ ଯାଇଥିଲା। ଏପରିକି ଆଜି ମଧ୍ଯ ସମାନେେ ଯେତବେେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସହେି ଆବରଣଟି ଅର୍ଥକୁ ଲୁଚାଇ ରେଖ। ସେ ଆବରଣ କଢ଼ା ଯାଇ ନାହିଁ। କବଳେ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6

ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

Interlinear

Choose Theme