ତେଣୁ ଆମ୍ଭେ ତୈମନ୍ ଉପ ରେ ଅଗ୍ନି ବୃଷ୍ଟି କରିବା। ସହେି ଅଗ୍ନି ବର୍ଷାର ଉଚ୍ଚ ଅଟ୍ଟାଳିକା ଧ୍ବଂସ କରି ପକାଇବ।
Cross references
ଇଲୀଫସର ପାଞ୍ଚ ପୁତ୍ର ଥିଲେ, ତୈମନ୍, ଓମାର, ସଫୋ, ଗଯିତମ୍ ଓ କନସ୍।
ଏବଂ ଯେତବେେଳେ ବଲୋ ମରିଗଲା, ୟୋବୁବ୍ ଏବଂ ସରହରେ ପୁତ୍ର, ତାଙ୍କ ପରେ ବସ୍ରା ରେ ରାଜତ୍ବ କଲେ।
ବଲୋଙ୍କର ମୃତ୍ଯୁ ହୁଅନ୍ତେ, ସରହଙ୍କେର ପୁତ୍ର ୟୋବବ୍ ନୂତନ ରାଜା ହେଲେ। ୟୋବବ୍ ବସ୍ରାରୁ ଆସିଥିଲେ।
ସଦାପ୍ରଭୁଙ୍କ ଖଡ୍ଗ ରକ୍ତ ରେ ପରିତୃପ୍ତ ଓ ମଦେ ରେ ଓ ଛାଗଗଣର ଗୁରୁଦାର ମଦେ ରେ ପୁଷ୍ଟ। କାରଣ ବସ୍ତ୍ର ରେ ସଦାପ୍ରଭୁଙ୍କର ଏକ ୟଜ୍ଞ ଓ ଇଦୋମ ଦେଶ ରେ ଏକ ମହା ହତ୍ଯାକାଣ୍ଡ ହବେ।
ସୈନ୍ଯାଧିପତି ସଦାପ୍ରଭୁ ଇଦୋମ ବିଷଯ ରେ ଏହି କଥା କହନ୍ତି, ତୈମନ ରେ ଆଉ କ'ଣ ଜ୍ଞାନ ନାହିଁ ?
ଆଉ ସଦାପ୍ରଭୁ କହନ୍ତି, ଆମ୍ଭେ ନିଜ ନାମ ରେ ଶପଥ କରିଅଛୁ, ବସ୍ରା ଧ୍ବଂସ ପାଇବ। ସହେି ନଗର ଏକ ପ୍ରସ୍ତର ଗଦା ରେ ପରିଣତ ହବେ। ତାହା ଅନ୍ୟ ଦୃଷ୍ଟି ରେ ବିସ୍ମଯ ଓ ନିନ୍ଦାର ପାତ୍ର ହବେ। ସହେି ନଗରଗୁଡ଼ିକ ଚିରକାଳ ଧ୍ବଂସସ୍ଥାନ ହବେ।
ତେଣୁ ସଦାପ୍ରଭୁ ଇଦୋମ ବିରୁଦ୍ଧ ରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧ ରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ। ଶତ୍ରୁମାନେ ନିଶ୍ଚଯ ସମାନଙ୍କେୁ ଓ ପଲର ଛୁଆମାନଙ୍କୁ ଟାଣି ନଇେଯିବେ। ଯାହା ଘଟିଗଲା ପ୍ରେତ୍ୟକକ ବ୍ଯକ୍ତି ସେଥି ରେ ଚକିତ ହାଇଯେିବେ।
ସେ ସମୟରେ ଏକ ପକ୍ଷୀ ଉଡ଼ି ଉଡ଼ି ଆସିବ, ଆଉ ବସ୍ରା ଉପ ରେ ଆପଣା ପକ୍ଷ ବିସ୍ତାର କରିବ। ସେତବେେଳେ ଇଦୋମର ବୀର ସୈନିକଗଣ ଭୟଭୀତ ହବେେ ଓ ପ୍ରସବକାଳୀନ ବଦନୋଗ୍ରସ୍ତା ସ୍ତ୍ରୀ ପରି ୟନ୍ତ୍ରଣା ରେ କ୍ରନ୍ଦନ କରିବେ।
ତୈମନ, ତୁମ୍ଭର ଶକ୍ତିଶାଳୀ ଲୋକମାନେ ଭୟଭୀତ ହବେେ। ଏଷୌ ପର୍ବତର ସମସ୍ତ ଲୋକ ଧ୍ବଂସ ପାଇବେ। ଅନକେ ଲୋକ ନିହତ ହବେେ।