Home Bibles ଆମୋଷ 2:7 · ଓଡ଼ିଆ ବାଇବେଲ
ଆମୋଷ 2:7 · ଓଡ଼ିଆ ବାଇବେଲ

ସମାନେେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡି ଦଣ୍ତ ଦେଉଥିଲେ ଓ ସମାନଙ୍କେୁ ପଦାଘାତ କରୁଥିଲେ। ସମାନେେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନଥିଲେ। ମାରେ ପବିତ୍ର ନାମକୁ କଳୁଷିତ କରିବାକୁ ୟାଇ ଜଣେ ବ୍ଯକ୍ତି ଓ ତା'ର ପିତା, ଜଣେ ରମଣୀ ସହ ୟୌନ ସଂପର୍କ ରଖିଥିଲେ।

Cross references

ଲେବୀୟ ପୁସ୍ତକ 18:8

ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ୟ୍ଯା ସହିତ ଦୈହିକ ସଂପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମାଆ ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହବେ।

ଲେବୀୟ ପୁସ୍ତକ 18:15

ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସଂପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ୟୌନ ସଂପର୍କ ରଖିବ ନାହିଁ।

ଲେବୀୟ ପୁସ୍ତକ 18:21

ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମାେଲକ୍ ଦବେତାର ଉଦ୍ଦେଶ୍ଯ ରେ ଉତ୍ସର୍ଗୀତ ହବୋକୁ ଦବୋ ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କ ପବିତ୍ର ନାମକୁ କଳିଷିତ ନିଶ୍ଚଯ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।

ଲେବୀୟ ପୁସ୍ତକ 20:3

ମୁଁ ମଧ୍ଯ ତା' ବିରୁଦ୍ଧ ରେ ଛିଡା ହବେି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ୍ ରଖିବି। କାରଣ ସେ ମାରେ ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମାରେ ପବିତ୍ର ନାମକୁ ଅପବିତ୍ର କରିବାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ନିଜର ସନ୍ତାନମାନଙ୍କୁ ଦଇେଅଛି।

ଦିତୀୟ ଶାମୁୟେଲ 12:14

କିନ୍ତୁ ତୁମ୍ଭେ ଏହି କକ୍ସ୍ଟକର୍ମ କରି ସଦାପ୍ରଭୁଙ୍କୁ ବହକ୍ସ୍ଟତ ଅସମ୍ମାନ ଦଖାଇେଅଛ। ତେଣୁ ଜନ୍ମ କରୁଥିବା ପକ୍ସ୍ଟତ୍ରଗଣ ନିଶ୍ଚଯ ମରିବ।

ପ୍ରଥମ ରାଜାବଳୀ 21:4

ନାବୋତଙ୍କ କଥା ଆହାବ୍ଙ୍କୁ ବହୁତ ବାଧିଲା। ସେ ଅସନ୍ତୁଷ୍ଟ ହେଲେ ଓ ରାଗିଗଲେ। କାରଣ ନାବୋତ ତାଙ୍କର, ପୈତୃକ ସମ୍ପତ୍ତି ଦବେେ ନାହିଁ ବୋଲି ମନା କଲେ। ତେଣୁ ଏପରି ଖରାପ ମିଜାସ ରେ ସେ ଘରକୁ ଫରେିଲେ। ଏଣୁ ଆହାବ୍ ନ ଖାଇ ନ ପିଇ ଶୟ୍ଯା ରେ ପଡି ରହିଲେ।

ହିତୋପଦେଶ 28:21

ଜଣେ ବିଚାରକ ଜଣଙ୍କର ମୁହଁ ଦେଖି ବିଚାର କରିବା ଉଚିତ୍ ନୁହେଁ, କିଅବା ଲାଞ୍ଚ ନଇେ ବିଚାର କରିବା ଉଚିତ୍ ନୁହେଁ।

ଯିଶାଇୟ 3:14

ସଦାପ୍ରଭୁ ପ୍ରାଚୀନ ଓ ଅଧିପତିମାନେ କରିଥିବା କର୍ମ ପାଇଁ ସମାନଙ୍କେ ବିରୁଦ୍ଧ ରେ ବିଚାର ଦବେେ।

ଯିଶାଇୟ 3:15

ତୁମ୍ଭମାନେେ କେଉଁ ଅଧିକାର ରେ ମାରେ ଲୋକମାନଙ୍କୁ ଅତ୍ଯାଚାର କଲ ? କେଉଁ ଅଧିକାର ରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ ?' ମାରେ ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

ଯିଶାଇୟ 10:1

ଯେଉଁମାନେ ଅଧର୍ମ ବ୍ଯବସ୍ଥା କରନ୍ତି ସେ ଆଇନ ପ୍ରଣଯନକାରୀମାନଙ୍କୁ ଧ୍ଯାନ ଦିଅ। ଯେଉଁ ନିଯମ ପ୍ରଣଯନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମଯ ଓ ଜଟିଳ କରିବା ପାଇଁ ଲେଖନ୍ତି। ସମାନେେ ସନ୍ତାପର ପାତ୍ର।

ଯିଶାଇୟ 10:2

ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।

ଯିହିଜିକଲ 22:11

ପୁଣି କହେି କହେି ନିଜ ପ୍ରତିବେଶୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କହେି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କହେି ନିଜର ପିତୃକନ୍ଯା ଭଗିନୀକୁ ବଳାତ୍କାର କରିଛନ୍ତି।

ଯିହିଜିକଲ 36:20

ଏବଂ ସମାନେେ ଯେଉଁ ସ୍ଥାନକୁ ଗଲେ, ସମାନେେ ରାଷ୍ପ ମଧିଅରେ ମାରେ ପବିତ୍ର ନାମକୁ କଳୁଷିତ କଲେ। କାରଣ ଲୋକମାନେ ସମାନଙ୍କେ ବିଷଯ ରେ କହିଲେ, 'ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାଙ୍କ ଦେଶରୁ ବିତାଡ଼ିତ ହାଇେଅଛନ୍ତି।'

ଆମୋଷ 4:1

ହେ ଶମରିଯାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭମାନେେ ମାରେ ଏହି ବାକ୍ଯ ଶୁଣ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଆଘାତ ଦଇେ ଦରିଦ୍ରମାନଙ୍କୁ ଦଳି ଦଇେଛ ଆଉ ମଧ୍ଯ ତୁମ୍ଭର ସ୍ବାମୀମାନଙ୍କୁ କହିଛ, ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।

ଆମୋଷ 5:11

ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।

ଆମୋଷ 5:12

ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।

ଆମୋଷ 8:4

ମାେ କଥା ଶୁଣ! ହେ ଦେଶର ଦରିଦ୍ରମାନଙ୍କୁ ବିନଷ୍ଟ କରୁଥିବା ଓ ଅସହାୟମାନଙ୍କୁ ଦଳି ଦେଉଥିବା ଲୋକମାନେ,

ମୀଖା 2:2

ସମାନେେ କ୍ଷତେ ଗ୍ଭହାଁନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି। ସମାନେେ ଗୃହ ଗ୍ଭହାଁନ୍ତି, ଅନ୍ୟଠାରୁ ଛଡାଇ ନିଅନ୍ତି। ସମାନେେ ମଧ୍ଯ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି। ଆଉ ମଧ୍ଯ ସମାନେେ ଲୋକମାନଙ୍କୁ ପ୍ରତାରଣା କରି ସମାନଙ୍କେର ଭୂମି ଅପହରଣ କରନ୍ତି।

ମୀଖା 2:9

ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସମାନଙ୍କେର ରମଣୀଯ ଗୃହଗୁଡିକର ତୁମ୍ଭେ ଅପହରଣ କରିଛ। ଆଉ ମଧ୍ଯ ତୁମ୍ଭେ ସମାନଙ୍କେର େଛାଟ ସନ୍ତାନମାନଙ୍କଠାରୁ ମାରେ ଗୌରବ ଚିରଦିନ ପାଇଁ କାଢି ନଇେଛ।

ମୀଖା 7:2

ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।

ସିଫନିୟ 3:3

ୟିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସମାନେେ ସକାଳକୁ କିଛି ରଖନ୍ତି ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 2:24

ପବିତ୍ର-ଶାସ୍ତ୍ର ରେ ଲଖାେ ଅଛି, ଅଣ ଯିହୂଦୀମାନେ ପରମେଶ୍ବରଙ୍କ ବିଷୟ ରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:1

ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,

Interlinear

Choose Theme