Home Bibles ଆମୋଷ 4:2 · ଓଡ଼ିଆ ବାଇବେଲ
ଆମୋଷ 4:2 · ଓଡ଼ିଆ ବାଇବେଲ

ମାରେପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ବାରା ଶପଥ ନେଲେ ଏବଂ କହିଲେ, ଭବିଷ୍ଯତ ରେ ଲୋକମାନେ ତେଣ୍ଟା ବ୍ଯବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନଇେଯିବେ। ସମାନେେ ବନଶି କଣ୍ଟା ବ୍ଯବହାର କରି ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକକୁ ନଇେଯିବେ।

Cross references

ଗୀତସଂହିତା 89:35

ଆମ୍ଭେ ଆପଣା ପ୍ରବିତ୍ରତା ଦ୍ବାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶଷେ ପ୍ରତିଜ୍ଞା କରିଥିଲୁ। ତଣେୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଂଗ କରିବା ନାହିଁ।

ଗୀତସଂହିତା 89:36

ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।

ଯିଶାଇୟ 37:29

ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋର୍ଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠ ରେ ଲଗାମ ହବେ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସହେି ବାଟରେ ତୁମ୍ଭମାନେେ ଫରେିୟିବ।

ଯିରିମିୟ 16:16

ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଅନକେ କେଉଁଟା ଅଣାଇବା, ସମାନେେ ମତ୍ସ୍ଯପରି ସମାନଙ୍କେୁ ଧରିବେ। ତା'ପ ରେ ଆମ୍ଭେ ଅନକେ ବ୍ଯାଧ ଅଣାଇବା। ସମାନେେ ପ୍ରେତ୍ୟକକ ପର୍ବତରୁ, ପ୍ରେତ୍ୟକକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସମାନଙ୍କେୁ ଶିକାର କରି ଆଣିବେ।

ଯିହିଜିକଲ 34:16

ହଜି ୟାଇଥିବା ମଷେମାନଙ୍କୁ ମୁଁ ଅନ୍ବଷେଣ କରିବି ଆଉ ଛିନ୍ନଭିନ୍ନ ହାଇେଥିବା ମଷେମାନଙ୍କୁ ଫରୋଇ ଆଣିବି। ଏବଂ ଆହତ ମଷେର କ୍ଷତ ରେ ପଟି ବାନ୍ଧିବି ଓ ଦୁର୍ବଳକୁ ସବଳ କରିବି। କିନ୍ତୁ ମୁଁ ସହେି ହୃଷ୍ଟପୁଷ୍ଟ ଓ ବଳବାନ୍କୁ ସଂହାର କରିବି ଓ ଯଥାର୍ଥ ଭାବେ ସମାନଙ୍କେୁ ମଣିବି।

ଯିହିଜିକଲ 39:4

ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ତୁମ୍ଭେ ପତିତ ହବେ। ତୁମ୍ଭର ସମସ୍ତ ସୈନ୍ଯ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ଯ ପତିତ ହବେେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।

ଆମୋଷ 6:8

ମାରେ ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ଯବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା ପ୍ରତିଜ୍ଞା କଲେ,

ହବକକୂକ 1:15

ଶତୃ ଆଙ୍କୁଡି ଓ ଜାଲ ସାହାୟ୍ଯ ରେ ସମାନଙ୍କେୁ ଧ ରେ। ସମାନେେ ସମାନଙ୍କେୁ ଜାଲ ରେ ଧରି ଖୁସି ହୁଅନ୍ତି।

Interlinear

Choose Theme