Home Bibles ଆମୋଷ 5:2 · ଓଡ଼ିଆ ବାଇବେଲ
ଆମୋଷ 5:2 · ଓଡ଼ିଆ ବାଇବେଲ

ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।

Cross references

ଦିତୀୟ ରାଜାବଳୀ 15:29

ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।

ଦିତୀୟ ରାଜାବଳୀ 17:16

ପୁଣି ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କ ଆଜ୍ଞା ତ୍ଯାଗ କଲେ। ସମାନେେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶରୋ ମୂର୍ତ୍ତି ନିର୍ମାଣ କଲେ। ସମାନେେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବାଲ୍ର ସବୋ କଲେ।

ଯିଶାଇୟ 3:8

ଏପରି ଘଟିବାର କାରଣ ୟିରୁଶାଲମ ବିପଥଗାମୀ ହାଇେ ବିନଷ୍ଟ ହାଇେଛି। ଯିହୁଦା ପରମେଶ୍ବରଙ୍କୁ ଅବଜ୍ଞାକରି ନିପତିତ ହାଇେଛି। ସମାନଙ୍କେର ବାକ୍ଯ ଓ କାର୍ୟ୍ଯ ସଦାପ୍ରଭୁଙ୍କର ବିରୁଦ୍ଧାଚରଣ କରୁଛି। ସମାନେେ ସଦାପ୍ରଭୁଙ୍କ ମହିମା ରେ ଉପହାସ କରୁଛନ୍ତି।

ଯିଶାଇୟ 14:21

ସମାନଙ୍କେ ଦୋଷ ୟୋଗୁଁ ସମାନଙ୍କେର ପିଲାମାନଙ୍କୁ ହତ୍ଯା କର। ଯେପରିକି ସମାନଙ୍କେର ବଂଶଧର ପୁନର୍ବାର ଦେଶର ଶାସକ ହବେେ ନାହିଁ ଓ ଜଗତକୁ ସମାନଙ୍କେ ନଗର ରେ ପରିପୂର୍ଣ୍ଣ କରିବେ ନାହିଁ।

ଯିଶାଇୟ 24:20

ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ୟାଇଛି ଓ ସହେି ଭାର ରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ଯପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ।

ଯିଶାଇୟ 37:22

ସନ୍ ହରେୀବ ବିଷଯ ରେ ସଦାପ୍ରଭୁ ଏହିକଥା କୁହନ୍ତି, ସିୟୋନର କୁଆଁରୀକନ୍ଯା ତୁମ୍ଭକୁ ତୁଚ୍ଛ କରିଛି ଓ ତୁମ୍ଭକୁ ପରିହାସ କରିଛି। ୟିରୁଶାଲମର କନ୍ଯା ତୁମ୍ଭକୁ ହୀନ ଦୃଷ୍ଟି ରେ ଦେଖିଛି।

ଯିଶାଇୟ 43:17

ଯେଉଁ ଲୋକମାନେ ରଥ, ଅଶ୍ବ, ସୈନ୍ଯ ଓ ବୀରଗଣଙ୍କୁ ନଇେ ମାେ ବିପକ୍ଷ ରେ ଲଢ଼ିବେ, ସେ ଲୋକମାନଙ୍କର ପତନ ଘଟିବ, ସମାନେେ କବେେ ଉଠିବେ ନାହିଁ। ସମାନେେ ଧ୍ବଂସ ହବେେ ଓ ଛଣପଟ ପରି ଲିଭିଯିବେ।

ଯିଶାଇୟ 51:17

ହେ ୟିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ, କାରଣ ସଦାପ୍ରଭୁ ତୁମ୍ଭ ଉପ ରେ କୋପ କରିଛନ୍ତି। ତେଣୁ ସେ ତୁମ୍ଭକୁ ଦଣ୍ଡ ଦଇେଛନ୍ତି। ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛି। ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନଇେ ତାହାକୁ ଶଷେ କରିଅଛ।

ଯିରିମିୟ 2:27

ସମାନେେ ଏକ କାଠ ମୁଣ୍ଡାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା' ଓ ଖଣ୍ଡେ ପଥରକୁ କହନ୍ତି, 'ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।' ସମାନେେ ସେଥିପାଇଁ ଲଜ୍ଜିତ ହବେେ। ପୁଣି ସମାନେେ ଆମ୍ଭ ଆଡ଼କୁ ମୁଖ ନ କରି, ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି। ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ, 'ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।'

ଯିରିମିୟ 4:20

ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।

ଯିରିମିୟ 9:9

ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପ୍ରତିଫଳ ଦବୋ। ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି କ'ଣ ରହିପାରିବା ?

ଯିରିମିୟ 9:21

'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'

ଯିରିମିୟ 14:17

ହେ ଇଫ୍ରଯିମ, ତୁମ୍ଭେ ଆମ୍ଭର ଏହି ବାର୍ତ୍ତା ଯିହୁଦାବାସୀଙ୍କୁ ଜଣାଅ, 'ଆମ୍ଭ ଚକ୍ଷୁରୁ ଦିବାରାତ୍ର ଲୋତକ ବହିବ, ତାହା କବେେ ନିବୃତ୍ତ ହବେ ନାହିଁ କାରଣ ଆମ୍ଭର ଅନୂଢ଼ା କନ୍ଯା ପାଇଁ ଆମ୍ଭ ହୃଦଯ କାନ୍ଦିବ। ଯେ ହତେୁ ତାହା ମହାଭଙ୍ଗ ରେ ଓ ମହା ଦୁଃଖଦାୟକ କ୍ଷତ ରେ ଭଗ୍ନ ହାଇେଅଛି।

ଯିରିମିୟ 18:13

ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଏବେ ନାନା ଦେଶୀଯ ଲୋକମାନଙ୍କୁ ପ୍ରଚାର କର। 'କିନ୍ତୁ ଏହା କିଏ ଶୁଣୁଅଛି। ଇଶ୍ରାୟେଲର କୁମାରୀ କନ୍ଯାଗଣ ଅତ୍ଯନ୍ତ ମର୍ମନ୍ତୁଦ କାର୍ୟ୍ଯ କରିଅଛନ୍ତି।'

ଯିରିମିୟ 30:12

ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।

ଯିରିମିୟ 31:4

ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।

ଯିରିମିୟ 50:32

ଅହଙ୍କାରୀ ଜଣକ ଝୁଣ୍ଟି ପଡ଼ିବ ଓ କହେି ତାକୁ ଉଠାଇବେ ନାହିଁ। ପୁଣି ଆମ୍ଭେ ତା'ର ନଗର ରେ ଅଗ୍ନି ଲଗାଇବା ଓ ସେ ତା'ର ଚତୁର୍ଦ୍ଦିଗ ରେ ସମସ୍ତଙ୍କୁ ଗ୍ରାସ କରିବ।

ଯିରିମିୟ 51:64

ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।

ଯିରିମିୟଙ୍କ ବିଳାପ 1:16

ଏହିସବୁ ବିଷଯ ପାଇଁ ମୁଁ କ୍ରନ୍ଦନ କରୁଛି ଓ ମାରେ ଚକ୍ଷୁୟୁଗଳ ଲୋତକପୂର୍ଣ୍ଣ ହାଇେଅଛି। କାରଣ ମାରେ ସାନ୍ତ୍ବନାକାରୀ ମାରେ ପ୍ରାଣକୁ ଆଶ୍ବାସନା ଦବୋ କଥା, କିନ୍ତୁ ସେ ମାଠାରୁେ ଦୂ ରଇେ ଅଛନ୍ତି। ମାରେ ସନ୍ତାନଗଣ ଅନାଥ ହାଇେଛନ୍ତି, କାରଣ ମାରେଶତ୍ରୁଗଣ ସମାନଙ୍କେ ଉପ ରେ ବିଜଯଲାଭ କରିଛନ୍ତି।

ଯିରିମିୟଙ୍କ ବିଳାପ 2:13

ଆଗୋ ସିୟୋନ କନ୍ଯ, ମୁଁ ତୁମ୍ଭ ଆଗ ରେ କି ସାକ୍ଷ୍ଯ ଦବେି? ତୁମ୍ଭକୁ କାହା ସହିତ ମୁଁ ତୁଳନା କରିବି? ଆଗୋ ସିୟୋନ କୁମାରୀ କନ୍ଯ, ମୁଁ ତୁମ୍ଭକୁ ସାନ୍ତ୍ବନା ଦବୋପାଇଁ ତୁମ୍ଭକୁ କାହା ସହିତ ତୁଳନା କରିବି ? କାରଣ ତୁମ୍ଭର ବିନାଶ ସମୁଦ୍ର ପରି ବିସ୍ତୃତ, ତୁମ୍ଭକୁ କିଏ ସୁସ୍ଥ କରିପାରିବା ପାଇଁ ସକ୍ଷମ ହବେ?

ଯିହିଜିକଲ 16:36

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପ୍ ରମେିକଗଣ ସଙ୍ଗେ ବ୍ଯଭିଚାର ହତେୁ ତୁମ୍ଭର ଉଲଗ୍ନତା ଅନାବୃତ ହାଇେଅଛି। ତୁମ୍ଭେ ତୁମ୍ଭର ଘୃଣ୍ଯ ମୂର୍ତ୍ତିମାନଙ୍କୁ ଆପଣା ସନ୍ତାନଗଣର ରକ୍ତ ଦଇେଅଛି।

ହୋଶେୟ 6:2

ଦୁଇ ଦିନ ପ ରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦବେେ। ତିନି ଦିନ ପ ରେ ସେ ଆମ୍ଭକୁ ଛିଡା କରାଇବେ। ତା'ପ ରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।

ହୋଶେୟ 14:1

ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।

ଆମୋଷ 7:2

ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।

ଆମୋଷ 8:14

ହେ ଦାନ୍ ଯେପରି ତୁମ୍ଭର ପରମେଶ୍ବର ନିଶ୍ଚିତ ଜୀବିତ' ଓ 'ବେର୍ଶବୋର ପ୍ରଭୁ ନିଶ୍ଚିତ ଜୀବିତ, ସମାନଙ୍କେର ନିଶ୍ଚିତ ପତନ ଘଟିବ ଓ ସମାନେେ କବେେ ଉଠି ପାରିବେ ନାହିଁ।

ଆମୋଷ 9:11

ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥ ରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ବସ୍ତ ହାଇେଥିବା ଅଟ୍ଟାଳିକାଗୁଡିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡିକ ପୂର୍ବପରି ତମ୍ବୁ ନିର୍ମିତ ହବେ।

Interlinear

Choose Theme