Home Bibles ଆମୋଷ 5:20 · ଓଡ଼ିଆ ବାଇବେଲ
ଆମୋଷ 5:20 · ଓଡ଼ିଆ ବାଇବେଲ

ସଦାପ୍ରଭୁଙ୍କର ବିଶଷଦେିନଟି ଆନନ୍ଦର ଦିନ ନ ହାଇେ ଦୁଃଖମଯ ହବେ। ଏହା ଆଲୋକିତ ନ ହାଇେ ଅନ୍ଧକାର ପୂର୍ଣ୍ଣ ହବେ।

Cross references

ଆୟୁବ ପୁସ୍ତକ 3:4

ମୁଁ ଚା ହେଁ ସହେି ଦିନଟି ଅନ୍ଧାର ରହିଥାଆନ୍ତା ଏବଂ ମୁଁ ଚା ହେଁ ପରମେଶ୍ବର ସହେି ଦିନଟିକୁ ଭୁଲି ୟାଆନ୍ତୁ। ମୁଁ ଚା ହେଁ ଯେ ସଦେିନ ଦିପ୍ତୀ ପ୍ରକାଶିତ ହାଇେ ନ ଥାଆନ୍ତା।

ଆୟୁବ ପୁସ୍ତକ 10:21

ପୂର୍ବରୁ ମୁଁ ସହେି ସ୍ଥାନକୁ ୟିବି ଯେଉଁଠାରୁ କହେି କବେେ ଫେ ରେ ନାହିଁ। ଯାହା ମୃତ୍ଯୁ ଓ ଅନ୍ଧକାର ଅଟେ।

ଯିଶାଇୟ 13:10

ସେତବେେଳେ ସ୍ବର୍ଗ ଅନ୍ଧକାରମଯ ହବେ ଓ ସୂର୍ୟ୍ଯ, ଚନ୍ଦ୍ର ଓ ତାରାଗଣ ଆଲୋକ ଦବେେ ନାହିଁ।

ଯିହିଜିକଲ 34:12

ଯେପରି ଜଣେ ମଷେପାଳକ ନିଜର ଛିନ୍ନଭିନ୍ନ ମଷେମାନଙ୍କର ଅନୁସନ୍ଧାନ କରେ, ସହେିପରି ମୁଁ ମାରେ ମଷେମାନଙ୍କର ତତ୍ତ୍ବାବଧାନ କରିବି। ଆଉ ମଘାେଚ୍ଛନ୍ନ ଓ ଅନ୍ଧକାର ଦିନ ରେ ସମାନେେ ଯେଉଁ ଯେଉଁ ସ୍ଥାନ ରେ ଛିନ୍ନଭିନ୍ନ ହାଇେଅଛନ୍ତି, ସେସବୁ ସ୍ଥାନରୁ ସମାନଙ୍କେୁ ଉଦ୍ଧାର କରିବି।

ଯୋୟେଲ 2:2

ତାହା ଏକ ଅନ୍ଧାକାର ଓ ତମସାଚ୍ଛାନ୍ନ ଦିନ, ତାହା ନିବିଡ ଅନ୍ଧକାର ଓ ମଘାେଛନ୍ନ ଦିନ ହବେ। ସୂର୍ େଯ୍ଯାଦଯ ରେ ପର୍ବତ ଉପ ରେ ସୈନ୍ଯମାନେ ଘରେି ୟାଇଥିବାର ତୁମ୍ଭେ ଦେଖିବ। ସମାନେେ ମହାନ୍ ଶକ୍ତିଶାଳୀ ସୈନ୍ଯବାହିନୀ ହବେେ। ପୂର୍ବରୁ ଏପରି କବେେ ହାଇନୋହିଁ, ଆଉ ମଧ୍ଯ ଏହା ପୁନର୍ବାର କବେେ ହବେ ନାହିଁ।

ନାହୂମ 1:8

କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।

ସିଫନିୟ 1:15

ସହେି ଦିନ ପରମେଶ୍ବର ତାଙ୍କର କୋର୍ଧ ଦଖାଇବେେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ବଂସର ସମୟ ଦବେ। ଏହା ଏକ ଧ୍ବଂସ ବିଧ୍ବଂସ୍ତର ଦିନ ହବେ। ଏହା ଏକ ଅନ୍ଧକାର ଓ ଖଦରେ ଦିନ ହବେ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହବେ।

ମାଥିଉଲିଖିତ ସୁସମାଚାର 22:13

ତେଣୁ ରାଜା କେତକେ ଚ଼ାକରଙ୍କୁ କହିଲେ, 'ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହା ରେ ଅନ୍ଧାର ରେ ଫିଙ୍ଗିଦିଅ, ଯେଉଁଠା ରେ ଲୋକେ କାନ୍ଦୁଥିବେ ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରୁଥିବେ।'

ଯିହୂଦାଙ୍କ ପତ୍ର 1:13

ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:10

ପଞ୍ଚମ ଦୂତ ତାହାଙ୍କ ପାତ୍ର ସହେି ପଶୁର ସିଂହାସନ ଉପରେ ଢ଼ାଳିଲେ। ଏହାଦ୍ବାରା ପଶୁର ରାଜ୍ଯ ରେ ଅନ୍ଧକାର ଘୋଟିଗଲା। ଲୋକମାନେ ୟନ୍ତ୍ରଣା ରେ ଜିଭ କାମୁଡ଼ିଲେ।

Interlinear

Choose Theme