Home Bibles ଆମୋଷ 7:14 · ଓଡ଼ିଆ ବାଇବେଲ
ଆମୋଷ 7:14 · ଓଡ଼ିଆ ବାଇବେଲ

ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।

Cross references

ପ୍ରଥମ ରାଜାବଳୀ 19:19

ସଠାରୁେ ଏଲିଯ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖାଜେିବାକୁ ଗଲେ। ଇଲିଶାଯ ବାରହଳ ବଳଦ ଆଗ ରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ବାଦଶ ହଳ ରେ ଥିଲେ। ଏଲିଯ ତାଙ୍କ ନିକଟକୁ ଗଲେ ଓ ଆପଣା କୋଟ୍କୁ ତା' ଉପରେ ପକାଇଲେ।

ପ୍ରଥମ ରାଜାବଳୀ 20:35

ଭବିଷ୍ଯଦ୍ବକ୍ତାଗଣଙ୍କ ମଧ୍ଯରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, ମାେତେ ମାର! ସେ ଏକଥା ସଦାପ୍ରଭୁଙ୍କ ଆଜ୍ଞା ରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।

ଦିତୀୟ ରାଜାବଳୀ 2:3

ବୈଥଲରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟଙ୍କ ପାଖକୁ ଆସିଲେ ଓ କହିଲେ, ଆଜି ସଦାପ୍ରଭୁ ତୁମ୍ଭ ମହାଶୟଙ୍କୁ ତୁମ୍ଭଠାରୁ ନଇେଯିବେ ବୋଲି ତୁମ୍ଭେ କ'ଣ ଜାଣ ନାହିଁ?

ଦିତୀୟ ରାଜାବଳୀ 2:5

ଯିରୀହାରେ ଦଳେ ଭବିଷ୍ଯଦ୍ବକ୍ତା ଇଲୀଶାୟ ନିକଟକୁ ଆସି କହିଲେ, ତୁମ୍ଭେ କ'ଣ ଜାଣନାହିଁ ସଦାପ୍ରଭୁ ତୁମ୍ଭର ମହାଶୟଙ୍କୁ ତୁମ୍ଭଠାରୁ ଆଜିଠାରୁ ନଇେଯିବେ?

ଦିତୀୟ ରାଜାବଳୀ 2:7

ପୁନଶ୍ଚ ଭବିଷ୍ଯଦ୍ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ଯରୁ ପଗ୍ଭଶ ଜଣ ତାଙ୍କର ପଶ୍ଚାଧାବନ କଲେ। ଏଲିଯ ଓ ଇଲୀଶାୟ ୟର୍ଦ୍ଦନ ନଦୀ ନିକଟକୁ ୟାଇ ଠିଆ ହେଲେ। ଆଉ ସେ ପଗ୍ଭଶ ଲୋକ ସମାନଙ୍କେଠାରୁ ଦୂର ରେ ଛିଡା ହେଲେ।

ଦିତୀୟ ରାଜାବଳୀ 2:15

ଯେତବେେଳେ ଯିରୀହାେ ନିବାସୀ ଭବିଷ୍ଯଦ୍ବକ୍ତାଙ୍କ ପୁତ୍ରମାନଙ୍କ ମଧ୍ଯରୁ ଦଳେ ଇଲୀଶାୟଙ୍କୁ ଦେଖି କହିଲେ, ଏଲିଯଙ୍କ ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା। ତେଣୁ ଇଲୀଶାୟ ନିକଟକୁ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।

ଦିତୀୟ ରାଜାବଳୀ 4:38

ଅନନ୍ତର ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଫରେିଗଲେ। ସହେି ସମୟରେ ସଠାେରେ ସହେି ଭୂମିରେ ଦୁର୍ଭିକ୍ଷ ପଡିଥିଲା। ଯେତବେେଳେ ଭବିଷ୍ଯଦ୍ବକ୍ତାଗଣଙ୍କର ପୁତ୍ରମାନେ ତାଙ୍କ ସମ୍ମୁଖ ରେ ବସୁଥିବା ବେଳେ ଇଲୀଶାୟ ନିଜର ଦାସକୁ କହିଲେ, ହଣ୍ତା ଚୁଲି ରେ ବସାଅ ଓ ଭବିଷ୍ଯଦ୍ବକ୍ତାଙ୍କର ସନ୍ତାନଗଣଙ୍କ ପାଇଁ ବ୍ଯଞ୍ଜନ ପାକ କର।

ଦିତୀୟ ରାଜାବଳୀ 6:1

ଅନନ୍ତର ଭବିଷ୍ଯଦ୍ବକ୍ତାଙ୍କ ସନ୍ତାନମାନେ ଇଲୀଶାୟଙ୍କୁ କହିଲେ, ଆମ୍ଭମାନେେ ଆପଣଙ୍କ ସମ୍ମୁଖ ରେ ଯେଉଁ ସ୍ଥାନ ରେ ବାସ କରୁଛୁ, ତାହା ଆମ୍ଭମାନଙ୍କ ପାଇଁ ଅତ୍ଯନ୍ତ ସଂକୀର୍ଣ୍ଣ।

ଦିତୀୟ ବଂଶାବଳୀ 16:7

ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।

ଦିତୀୟ ବଂଶାବଳୀ 19:2

ଦ୍ରଷ୍ଟା ଯହେୂ ଯିହାଶାଫେଟ୍ଙ୍କୁ ଭଟେିବାକୁ ଗଲେ। ଯହେୂଙ୍କର ପିତାଙ୍କର ନାମ ହନାନି ଥିଲା। ଯହେୂ ରାଜା ଯିହାଶାଫେଟ୍କୁ କହିଲେ, ତୁମ୍ଭେ କାହିଁକି ଦୁଷ୍ଟ ଲୋକମାନଙ୍କୁ ସାହାୟ୍ଯ କଲ ? ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ଘୃଣା କରନ୍ତି, ତୁମ୍ଭେ କାହିଁକି ସହେି ଲୋକମାନଙ୍କୁ ପ୍ ରମେ କଲ ? ସେଥିନିମନ୍ତେ ସଦାପ୍ରଭୁ ତୁମ୍ଭ ଉପରେ କୋର୍ଧ କରିଅଛନ୍ତି।

ଦିତୀୟ ବଂଶାବଳୀ 20:34

ଯିହାଶାଫେଟ୍ ଆଉ ଯେଉଁସବୁ କର୍ମ କରିଥିଲେ, ସହେିସବୁ ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ହନାନିଙ୍କ ପୁତ୍ର ଯହେୂଙ୍କର ସରକାରୀ ଦଲିଲ ରେ ଲିପିବଦ୍ଧ ହାଇେ ରହିଅଛି। ଏହି ବିଷଯଗୁଡ଼ିକର ନକଲ କରାଗଲା ଓ ତାହାକୁ ଇଶ୍ରାୟେଲର ରାଜାମାନଙ୍କର ଇତିହାସ ପୁସ୍ତକର ଅନ୍ତଭୁର୍କ୍ତ କରାଗଲା।

ଆୟୁବ ପୁସ୍ତକ 30:4

ସମାନେେ ମରୁଭୂମିରେ ଥିବା ଲୁଣିଆ ବୁଦାକୁ ଟାଣି ଆଣନ୍ତି ଓ ରତମେ ବୃକ୍ଷର ଚରେ ଖାଇ ବଞ୍ଚନ୍ତି।

ଆମୋଷ 1:1

ଆମାଷଙ୍କେ ବାର୍ତ୍ତା: ତକୋଯ ନଗରର ମଷେପାଳକମାନଙ୍କ ମଧ୍ଯରୁ ଆମାଷେ ଥିଲେ ଅନ୍ୟତମ।

ଆମୋଷ 3:8

ୟହି ସିଂହ ଗର୍ଜ୍ଜନ କରେ, ତବେେ ଲୋକମାନେ ଭୟଭୀତ ହବେେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ଯଦବାଣୀ ପ୍ରଚାର କରିବାକୁ, କିଏ ସହେି ଭବିଷ୍ଯବାଣୀ ପ୍ରଚାର ନ କରିବ।

ଯିଖରିୟ 13:5

ସହେି ଲୋକମାନେ କହିବେ, 'ମୁଁ ଜଣେ ଭବିଷ୍ଯଦ୍ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମାରେ ବାଲ୍ଯକାଳରୁ ମାରେ ଅଧିକାର ରେ ଅଛି।'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:27

କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।

Interlinear

Choose Theme