ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'
Cross references
ମାରେ ଉପଦେଶ ବର୍ଷାପରି ବର୍ଷିବ। ମାରେ ବାଣୀ ଶିଶିରପରି କ୍ଷରିବ। ତାହା କୋମଳ ତୃଣ ଉପରେ ମନ୍ଦ ବୃଷ୍ଟି ତକ୍ସ୍ଟଲ୍ଯ ଓ ଶାକ ଉପରେ ଅସରା ବୃଷ୍ଟି ତକ୍ସ୍ଟଲ୍ଯ ହବେ।
ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, କହିବା ବନ୍ଦ କର! ସଦାପ୍ରଭୁ ମାେତେ ଗଲା ରାତି ରେ ଯାହା କରିଛନ୍ତି ତାହା ମୁ ତୁମ୍ଭକୁ କହିବି। ଶାଉଲ ଉତ୍ତର ଦେଲେ, ମାେତେ କକ୍ସ୍ଟହ।
ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।
ସଦାପ୍ରଭୁଙ୍କ ଦୃଷ୍ଟି ରେ ଏପରି କର୍ମ କରିଗଲେ ଯାହା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ ଥିଲା। ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ ନିଜେ କରିଥିଲେ, ତାହା ଇଶ୍ରାୟେଲୀୟମାନଙ୍କୁ ମଧ୍ଯ କରାଇଲେ। ସେ ସେଥିରୁ ବିରତ ହେଲେ ନାହିଁ।
ସମାନେେ ଦର୍ଶକମାନଙ୍କୁ କୁହନ୍ତି, ତୁମ୍ଭମାନେେ ଦର୍ଶନ କର ନାହିଁ ଓ ଭବିଷ୍ଯତ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭମାନେେ ଆମ୍ଭମାନଙ୍କ ନିକଟରେ ବିଶ୍ବାସ ବାକ୍ଯ ପ୍ରଚାର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ଯ ପ୍ରଚାର କର।
ତହିଁରେ ଯିରିମିୟ ଭବିଷ୍ଯଦବକ୍ତା ହନାନିଯ ଭବିଷ୍ଯଦବକ୍ତାକୁ କହିଲେ, ହେ ହନାନିଯ, ଏବେ ଶୁଣ ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାଁନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ଯା କଥା ରେ ବିଶ୍ବାସ କରାଇ ଅଛ।
ଏଣୁ ହେ ଗଣିକା, ସଦାପ୍ରଭୁଙ୍କ ବାକ୍ଯ ଶୁଣ।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦକ୍ଷିଣ ଦିଗ ଆଡ଼େ ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ଆଡ଼େ ଆପଣା ବାକ୍ଯ ବର୍ଷଣ କର। ଏବଂ ନଗେଭରେ ଅରଣ୍ଯ ବିରୁଦ୍ଧ ରେ ଭବିଷ୍ଯଦବାଣୀ ପ୍ରଚାର କର।
ହେ ମନୁଷ୍ଯ ପୁତ୍ର, ତୁମ୍ଭେ ୟିରୁଶାଲମ ଆଡ଼େ ଆପଣା ମୁଖ ରଖ। ପବିତ୍ର ସ୍ଥାନଗୁଡ଼ିକ ବିରୁଦ୍ଧ ରେ ନିଜର ବାକ୍ଯ ବର୍ଷଣ କର ଓ ଇଶ୍ରାୟେଲ ଦେଶ ବିପକ୍ଷ ରେ ଭବିଷ୍ଯଦବାଣୀ ପ୍ରଚାର କର।
କିନ୍ତୁ ଆଉ ବୈଥଲେ ରେ ପ୍ରଗ୍ଭର କରନାହିଁ। ଏହା ୟାରବିଯାମ୍ଙ୍କ ପବିତ୍ର ସ୍ଥାନ। ଏହା ଇଶ୍ରାୟେଲର ମନ୍ଦିର।
ଲୋକେ କୁହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ପ୍ରଗ୍ଭର କର ନାହିଁ। ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ଯ କୁହ ନାହିଁ। ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।