ସେତବେେଳେ ସୁନ୍ଦର ୟୁବକଗଣ ଓ ସୁନ୍ଦରୀ ରମଣୀମାନେ ତୃଷା ରେ ଦୁର୍ବଳ ହାଇେ ପଡିବେ। ଶମରିଯାର ପାପ ପାଇଁ ସମାନେେ ଶପଥ ନଇେ କହିବେ,
Cross references
ରାସ୍ତା ରେ ସୈନ୍ଯମାନେ ସମାନଙ୍କେୁ ହତ୍ଯା କରିବେ। ସମାନଙ୍କେ ଗୃହ ରେ ଭୟଙ୍କର କାର୍ୟ୍ଯମାନ ହବେ। ସୈନ୍ଯମାନେ ୟକ୍ସ୍ଟବକ ଓ ୟକ୍ସ୍ଟବତୀମାନଙ୍କୁ ହତ୍ଯା କରିବେ। ସମାନେେ ବକ୍ସ୍ଟଢା ଓ ପିଲାମାନଙ୍କୁ ହତ୍ଯା କରିବେ।
ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।
ଆମ୍ଭର ପୁତ୍ରଗଣ ସହେି ବୃକ୍ଷଗୁଡ଼ିକ ପରି ହୁଅନ୍ତୁ ଯେଉଁଗୁଡ଼ିକ ଖୁବ୍ଶୀଘ୍ର ବଢ଼ି ପୂର୍ଣ୍ଣ ବୃକ୍ଷରେ ପରିଣତ ହୁଅନ୍ତି। ଆମ୍ଭମାନଙ୍କ କନ୍ଯାଗଣ ରାଜପ୍ରାସାଦର ଖାଦେିତ କୋଣର ଖମ୍ବ ତୁଲ୍ଯ ହୁଅନ୍ତୁ।
ତରୁଣମାନେ କ୍ଲାନ୍ତ ଓ ଶ୍ରାନ୍ତ ହବେେ ଓ ୟୁବକମାନେ ଟଳି ପଡ଼ିବେ।
ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ବଷେଣ କରନ୍ତି, ମାତ୍ର ସମାନେେ ଜଳ ପାଆନ୍ତି ନାହିଁ। ସମାନଙ୍କେର ଜିହ୍ବା ତୃଷ୍ଣା ରେ ଶୁଖିୟାଏ। ଆମ୍ଭେ ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦବୋ। ଆମ୍ଭେ ଇଶ୍ରାୟେଲ ପରମେଶ୍ବର ସମାନଙ୍କେୁ ତ୍ଯାଗ କରିବା ନାହିଁ।
ହେ ଦୀବୋନ ନିବାସୀଗଣ, ତୁମ୍ଭମାନେେ ନିଶ୍ଚିତ ରେ ତୁମ୍ଭମାନଙ୍କ ଶାେଭାରୁ ଓହ୍ଲାଇ ଅସି ଧୂଳି ରେ ବସ। କାରଣ ମାଯାେବର ବିନାଶକ ତୁମ୍ଭ ବିରୁଦ୍ଧ ରେ ଉଠିଅଛି। ସେ ତୁମ୍ଭର ଦୃଢ଼ ନଗରଗୁଡ଼ିକୁ ବିନଷ୍ଟ କରିଅଛି।
ବର୍ତ୍ତମାନ ୟିରୁଶାଲମ କ ହେ, ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନଯ କରୁଛି, ତୁମ୍ଭମାନେେ ଶୁଣ ଓ ମାରେ ଦୁଃଖ ଦେଖ। ମାରେ ୟୁବକ, ୟୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।
ସିୟୋନ କନ୍ଯା, ବଯସ୍କାମାନେ ନୀରବ ରେ ଭୂମିରେ ବସିଛନ୍ତି। ସମାନେେ ଆପଣା ମସ୍ତକରେ ଧୂଳି ବୋଳି ହାଇେଛନ୍ତି ଓ କଟି ଦେଶ ରେ ଶାେକ ବସ୍ତ୍ର ବାନ୍ଧିଛନ୍ତି। ୟିରୁଶାଲମର କୁମାରୀମାନେ ଭୂମିକୁ ସମାନଙ୍କେର ମସ୍ତକରେ ଅବନତ କରିଛନ୍ତି।
ୟୁବକ ଓ ବୃଦ୍ଧ ନଗରର ରାସ୍ତା ରେ ପତିତ ହାଇେଛନ୍ତି। ୟୁବକ, ୟୁବତୀ ଖଡ୍ଗ ରେ ହତ ହାଇେ ପଡ଼ିଛନ୍ତି। ସଦାପ୍ରଭୁ ସମାନଙ୍କେୁ ଆପଣା କୋର୍ଧ ଦିନ ରେ ବଧ କରିଛନ୍ତି ଓ ସମାନଙ୍କେ ପ୍ରତି ନିର୍ଦ୍ଦଯ ହାଇେଛନ୍ତି।
ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।
ସମାନଙ୍କେର ମାଆ ବେଶ୍ଯାପରି କାମ କରିଅଛି। ସୋମାନଙ୍କର ମାଆଙ୍କ କୃତକର୍ମ ପାଇଁ ଲଜ୍ଜିତ ହବୋ ଉଚିତ। ସେ କହିଲା, 'ମୁଁ ମାରେପ୍ ରମେିକମାନଙ୍କ ପାଖକୁ ୟିବି। ମାରେପ୍ ରମେିକମାନେ ମାେତେ ଖାଦ୍ୟ ଓ ପାଣି ଦବେେ। ସମାନେେ ମାେତେ ପଶମ ଓ ଲାଇଲନ୍ ଦବେେ। ସମାନେେ ମାେତେ ଦ୍ରାକ୍ଷାରସ ଓ ଅଲିଭ୍ ତଲେ ଦବେେ।'
ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।