Home Bibles ଆମୋଷ 8:14 · ଓଡ଼ିଆ ବାଇବେଲ
ଆମୋଷ 8:14 · ଓଡ଼ିଆ ବାଇବେଲ

ହେ ଦାନ୍ ଯେପରି ତୁମ୍ଭର ପରମେଶ୍ବର ନିଶ୍ଚିତ ଜୀବିତ' ଓ 'ବେର୍ଶବୋର ପ୍ରଭୁ ନିଶ୍ଚିତ ଜୀବିତ, ସମାନଙ୍କେର ନିଶ୍ଚିତ ପତନ ଘଟିବ ଓ ସମାନେେ କବେେ ଉଠି ପାରିବେ ନାହିଁ।

Cross references

ଦିତୀୟ ବିବରଣ 9:21

ମୁ ତୁମ୍ଭମାନଙ୍କର ପାପପୂର୍ଣ ବସ୍ତକ୍ସ୍ଟକକ୍ସ୍ଟ ଦଗ୍ଧ କଲି। ତୁମ୍ଭମାନେେ ଛାଞ୍ଚ ରେ ଢଳାଇଥିବା ବାଛକ୍ସ୍ଟରିକକ୍ସ୍ଟ ଅଗ୍ନି ରେ ଦଗ୍ଧ କଲି। ତା'ପରେ ମୁ ଏହାକକ୍ସ୍ଟ ଚୂର୍ଣ୍ଣ କଲି ଏବଂ ଧୂଳି ପରି ସକ୍ସ୍ଟକ୍ଷ୍ମ ହବୋ ପର୍ୟ୍ଯନ୍ତ ମୁ ଏହାକକ୍ସ୍ଟ ଦଳିଲି। ତା'ପରେ ଢାଞ୍ଚା ନିର୍ମିତ ବାଛକ୍ସ୍ଟରିର ଭସ୍ମକକ୍ସ୍ଟ ଜଳଷୋର୍ତ ରେ ନିକ୍ଷପେ କଲି। ଯାହା ପର୍ବତରକ୍ସ୍ଟ ଆସକ୍ସ୍ଟଥିଲା।

ଦିତୀୟ ବିବରଣ 33:11

ହେ ସଦାପ୍ରଭୁ, ତା'ର ସଐତ୍ତିକକ୍ସ୍ଟ ଆଶୀର୍ବାଦ କର। ତାଙ୍କ ହସ୍ତର କର୍ମମାନ ଗ୍ରହଣ କର। ଯେଉଁମାନେ ତାହା ବିରକ୍ସ୍ଟଦ୍ଧ ରେ ଉଠନ୍ତି, ଯେଉଁମାନେ ତାହାଙ୍କକ୍ସ୍ଟ ଘୃଣା କରନ୍ତି, ସମାନଙ୍କେର ବଳ ଭାଙ୍ଗି ପକାଅ। ଯେପରି ସମାନେେ ଆଉ ପକ୍ସ୍ଟନର୍ବାର ଉଠିପାରିବେ ନାହିଁ।

ପ୍ରଥମ ରାଜାବଳୀ 12:28

ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସମାନେେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, ତୁମ୍ଭର ୟିରୁଶାଲମକୁ ଉପାସନା କରିବା ପାଇଁ ୟିବା ଦରକାର ନାହିଁ। ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭ ଦବେତାମାନଙ୍କୁ ଦେଖ, ସମାନେେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।

ପ୍ରଥମ ରାଜାବଳୀ 12:29

ରାଜା ୟାରବିଯାମ ଗୋଟିକୁ ବୈଥଲେ ରେ ଓ ଅନ୍ୟଟିକୁ ଦାନ ରେ ସ୍ଥାପନ କଲେ।

ପ୍ରଥମ ରାଜାବଳୀ 12:32

ରାଜା ୟାରବିଯାମ, ଯିହୁଦା ରେ ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖ ରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥଲେ ସ୍ଥିତ ହାମବଦେେି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥଲଠାେ ରେ ଗୋବତ୍ସର ସମ୍ମାନାର୍ଥେ ନବୈେଦ୍ଯ ଉତ୍ସର୍ଗ କଲେ ଏବଂ ସେ ମଧ୍ଯ ଉଚ୍ଚସ୍ଥଳୀ ରେ ସବୋ କରିବା ପାଇଁ ଯାଜକମାନଙ୍କୁ ବାଛିଲେ।

ପ୍ରଥମ ରାଜାବଳୀ 13:22

ସଦାପ୍ରଭୁ ତୁମ୍ଭଙ୍କୁ ଆଦେଶ କରିଥିଲେ ତୁମ୍ଭେ ଏ ସ୍ଥାନ ରେ ଅନ୍ନ ଭୋଜନ କରିବ ନାହିଁ କି ଜଳପାନ କରିବ ନାହିଁ। ମାତ୍ର ତୁମ୍ଭେ ଫରେି ଆସିଲ ଓ ଅନ୍ନ ଭୋଜନ ଓ ଜଳ ପାନ କଲ। ତେଣୁ ତୁମ୍ଭର ଶବକୁ ତୁମ୍ଭ ପିତୃଲୋକମାନଙ୍କ ସହିତ କବର ଦିଆ ହବେ ନାହିଁ।

ପ୍ରଥମ ରାଜାବଳୀ 14:16

ୟାରବିଯାମ ନିଜେ ପାପସବୁ କରିଛି ଓ ଇଶ୍ରାୟେଲ ଲୋକମାନଙ୍କୁ ପାପ କରାଇଲେ। ତେଣୁ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ପରାଜିତ କରିବାକୁ ଦବେେ।

ପ୍ରଥମ ରାଜାବଳୀ 16:24

ମାତ୍ର ସେ ଶମରଙ୍କେୁ ଦୁଇ ତଳାନ୍ତ ରୂପା ଦଇେ ଶମରୋଶ୍ ପର୍ବତ କ୍ରଯ କଲେ। ସେ ଶମରୋତ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସହେି ପର୍ବତର ମାଲିକର ନାମ ଶମରେର ନାମାନୁସା ରେ ନଗରର ନାମ ଶମରିଯା ରଖିଲେ।

ଦିତୀୟ ରାଜାବଳୀ 10:29

ନବାଟଙ୍କ ପୁତ୍ର ୟାରବିଯାମଙ୍କର ପାପକୁ ଯହେୂ ସମ୍ପୂର୍ଣ୍ଣ ରୂପେ ପରିତ୍ଯାଗ କଲେ ନାହିଁ, ୟିଏ ଇଶ୍ରାୟେଲର ପାପ କରିବାର କାରଣ ହାଇେଥିଲା। ଯହେୂ ମଧ୍ଯ ବୈଥଲେ ଓ ଦାନ ରେ ଥବା ସୂବର୍ଣ୍ଣ ବାଛୁରୀ ଧ୍ବଂସ କରି ପାରିଲେ ନାହିଁ।

ଦିତୀୟ ବଂଶାବଳୀ 36:16

କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।

ଗୀତସଂହିତା 36:12

ଏକଥା ସମାନଙ୍କେର କବର ଉପରେ ଲେଖିଦିଅ, ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି। ଏମାନେ ସମସ୍ତେ ଅଧପତିତ ହାଇେଛନ୍ତି। ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।

ଗୀତସଂହିତା 140:10

ସମାନଙ୍କେ ମୁଣ୍ଡରେ ଜଳନ୍ତା କୋଇଲା ପଡ଼ୁ। ମାରେ ଶତ୍ରୁମାନଙ୍କୁ ଅଗ୍ନିରେ ନିକ୍ଷପେ କର। ସମାନେେ ୟପରେି ଉଠିପାରିବେ ନାହିଁ ଏଥିପାଇଁ ତାଙ୍କୁ ଗଭୀର ଗର୍ଭରେ ନିକ୍ଷପେ କର।

ହିତୋପଦେଶ 24:16

ଧାର୍ମିକମାନେ ସାତଥର ପଡ଼ିଲେ ହେଁ ପୁନର୍ବାର ଉଠନ୍ତି। ମାତ୍ର ଦୁଷ୍ଟମାନେ ବିପଦ ରେ ପରାସ୍ତ ହୁଅନ୍ତି।

ହିତୋପଦେଶ 29:1

ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।

ଯିଶାଇୟ 43:17

ଯେଉଁ ଲୋକମାନେ ରଥ, ଅଶ୍ବ, ସୈନ୍ଯ ଓ ବୀରଗଣଙ୍କୁ ନଇେ ମାେ ବିପକ୍ଷ ରେ ଲଢ଼ିବେ, ସେ ଲୋକମାନଙ୍କର ପତନ ଘଟିବ, ସମାନେେ କବେେ ଉଠିବେ ନାହିଁ। ସମାନେେ ଧ୍ବଂସ ହବେେ ଓ ଛଣପଟ ପରି ଲିଭିଯିବେ।

ଯିରିମିୟ 25:27

ପୁଣି ଇଶ୍ରାୟେଲର ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ' ହେ ଯିରିମିୟ, ତୁମ୍ଭେ ସମାନଙ୍କେୁ କହିବ, ତୁମ୍ଭମାନେେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ଖଡ୍ଗ ପଠାଇବା, ତେଣୁ ତୁମ୍ଭମାନେେ ପତିତ ହାଇେ ଆଉ ଉଠ ନାହିଁ।'

ଯିରିମିୟ 51:64

ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।

ହୋଶେୟ 4:15

ଇଶ୍ରାୟେଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ୟ୍ଯ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ୟାଅ ନାହିଁ। ସଦାପ୍ରଭୁଙ୍କ ନାମ ରେ ଶପଥ କରନାହିଁ। ' ଯେ ହତେୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।'

ହୋଶେୟ 8:5

ହେ ଶମରିଯା, ସଦାପ୍ରଭୁ ତୁମ୍ଭ ଦ୍ବାରା ପୂଜିତ ହେଉଥିବା ବାଛୁରୀ ମୂର୍ତ୍ତିକୁ ପ୍ରତ୍ଯାଖ୍ଯାନ କଲେ। ପରମେଶ୍ବର କହନ୍ତି, 'ଆମ୍ଭେ ଇଶ୍ରାୟେଲୀୟମାନଙ୍କ ଉପ ରେ ଅତ୍ଯନ୍ତ କୋର୍ଧାନ୍ବିତ।' ସମାନେେ ସମାନଙ୍କେର ପାପ ପାଇଁ ଦଣ୍ତିତ ହବେେ।

ହୋଶେୟ 10:5

ଶମରିଯର ଲୋକମାନେ ବୈଥ୍-ଆବନର ବାଛୁରୀମାନଙ୍କୁ ପୂଜା କରନ୍ତି। ସହେି ଲୋକମାନେ ପ୍ରକୃତ ରେ କାନ୍ଦିବେ। ଯାଜକମାନେ ମଧ୍ଯ ପ୍ରକୃତ ରେ କାନ୍ଦିବେ। କାହିଁକି? କାରଣ ସମାନଙ୍କେର ସୁନ୍ଦର ପ୍ରତିମା ଗ୍ଭଲିଗଲା। ତାକୁ ଦୂ ରଇେ ନିଆଗଲା।

ହୋଶେୟ 13:2

ବର୍ତ୍ତମାନ ଇଶ୍ରାୟେଲ ଲୋକମାନେ ଅଧିକରୁ ଅଧିକ ପାପ କଲେ। ସମାନେେ ନିଜ ନିଜ ପାଇଁ ପ୍ରତିମା ତିଆରି କରନ୍ତି। କାରିଗରମାନେ ସୁନ୍ଦର ମୂର୍ତ୍ତି ରୂପା ରେ ତିଆରି କରନ୍ତିଏବଂ ସହେି ଲୋକମାନେ ସହେି ପ୍ରତିମାମାନଙ୍କ ସହିତ କଥା ହୁଅନ୍ତି। ସମାନେେ ସେ ମୂର୍ତ୍ତିମାନଙ୍କୁ ବଳିଦାନ ଦିଅନ୍ତି। ସହେି ସୁବର୍ଣ୍ଣ ନିର୍ମିତ ବାଛୁରୀଗୁଡିକୁ ଚୁମ୍ବନ କରନ୍ତି।

ହୋଶେୟ 13:16

ଶମରିଯା ନିଶ୍ଚିତ ଦଣ୍ତିତ ହବେ। କାରଣ ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ୟାଇଥିଲା। ଇଶ୍ରାୟେଲୀୟମାନେ ଖଡ୍ଗ ରେ ନିହତ ହବେେ। ସମାନଙ୍କେର ପିଲାମାନେ ବିଦୀର୍ଣ୍ଣ ହବେେ। ସମାନଙ୍କେର ଗର୍ଭବତୀ ନାରୀମାନେ ମଧ୍ଯ ବିଦୀର୍ଣ୍ଣ ହବେେ।

ଆମୋଷ 5:1

ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ।

ଆମୋଷ 5:2

ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।

ଆମୋଷ 5:5

ମାତ୍ର ବୈଥଲକୁ ଖାଜେ ନାହିଁ। ଗିଲ୍ଗଲକୁ ୟାଅ ନାହିଁ। ସୀମା ଅତିକ୍ରମ କରି ବେର୍ଶବୋକୁ ୟାଅ ନାହିଁ। ଗିଲ୍ଗଲ୍ର ଲୋକମାନଙ୍କୁ ବନ୍ଦୀରୂପେ ନିଆୟିବ ଏବଂ ବୈଥଲ ଧ୍ବଂସ ହବେ।

ମୀଖା 1:5

କାରଣ ଯାକୁବ ଓ ଇଶ୍ରାୟେଲ ବଂଶର ପାପ ଯୋଗୁଁ ଏହା ଘଟିଅଛି।

ସିଫନିୟ 1:5

ଯେଉଁମାନେ କି ଛାତ ଉପରକୁ ୟାଇ ତାରାମାନଙ୍କୁ ପୂଜା କରନ୍ତି ଆମ୍ଭେ ସେ ସମସ୍ତଙ୍କୁ ତଡି ଦବୋ। କତଜେଣ ଲୋକ ଉଭୟ ସଦାପ୍ରଭୁ ଏବଂ ମିଥ୍ଯାପ୍ରଭୁ ମାଲିକମାନଙ୍କୁ ମଧ୍ଯ ପୂଜା କରୁଛନ୍ତି। ତେଣୁ ଆମ୍ଭେ ସହେି ଲୋକମାନଙ୍କୁ ସହେି ସ୍ଥାନରୁ ତଡିଦବୋ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:2

ସେ ମହାୟାଜକଙ୍କ ପାଖକୁ ଯାଇ ଦମ୍ମସକେ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହାଦ୍ବାରା ସେ ଯେତବେେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତବେେଳେ ସମାନଙ୍କେୁ ବନ୍ଦୀ କରି ୟିରୂଶାଲମକୁ ନଇେ ଆସିପାରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 18:25

ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟ ରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମା ରେ ପୂର୍ଣ୍ଣ ହାଇେ କଥା କହୁଥିଲେ। କବଳେ ଯୋହନଙ୍କର ବାପ୍ତିସ୍ମ ବିଷୟ ରେ ଜାଣିଥିଲେ ମଧ୍ଯ ସେ ଯୀଶୁଙ୍କ ବିଷୟ ରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:9

ମାତ୍ର ସମାନଙ୍କେ ଭିତରୁ କେତକେ ଜିଦ୍ଖୋର ହାଇେ ବିଶ୍ବାସ କଲନୋହିଁ। ସମାନେେ ଲୋକମାନଙ୍କ ଆଗ ରେ ଖ୍ରୀଷ୍ଟଙ୍କ ପଥ ବିଷୟ ରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସମାନଙ୍କେୁ ଛାଡ଼ି କବଳେ ଯୀଶୁଙ୍କର ଶିଷ୍ଯମାନଙ୍କୁ ସାଙ୍ଗ ରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ଯାଳୟକୁ ଯାଇ ଆଲୋଚନା କରୁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:23

ସେସମୟରେ 'ପରମେଶ୍ବରଙ୍କ ପଥ' ବିଷୟ ରେ ଗୋଟିଏ ବଡ଼ ଧରଣର ଆନ୍ ଦୋଳନ ହେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:14

କିନ୍ତୁ ମୁଁ ଗୋଟିଏ କଥା ଆପଣଙ୍କୁ କହୁଛି, ଏମାନେ ଯେଉଁମାନଙ୍କୁ ଗୋଟିଏ 'ଦଳ' ବୋଲି କହନ୍ତି, ସହେି ମତାନୁଯାଯୀ ମୁଁ ମାରେ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ଉପାସନା କରେ। କିନ୍ତୁ ମାଶାଙ୍କେ ବ୍ଯବସ୍ଥା ଯାହା ସବୁ ଶିକ୍ଷା ଦିଏ, ଓ ଭାବବାଦୀ ପୁସ୍ତକରେ ଯାହା ସବୁ ଲଖାେଅଛି, ସେ ସବୁ ମୁଁ ଦୃଢ଼ ରୂପେ ବିଶ୍ବାସ କରେ।

Interlinear

Choose Theme