Home Bibles ଆମୋଷ 8:5 · ଓଡ଼ିଆ ବାଇବେଲ
ଆମୋଷ 8:5 · ଓଡ଼ିଆ ବାଇବେଲ

ତୁମ୍ଭେ ବ୍ଯବସାଯୀଗଣ କହୁଛ, କେତବେେଳେ ଅମାବାସ୍ଯା ଗତ ହବେ ଓ ଆମ୍ଭମାନେେ ଆମ୍ଭର ଶସ୍ଯ ବୀକ୍ରି କରିବୁ? ପୁଣି କେତବେେଳେ ବିଶ୍ରାମଦିନ ଗତ ହବେ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭମାନେେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ଯ ବୃଦ୍ଧି କରିବୁ। ଆମ୍ଭମାନେେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।

Cross references

ଯାତ୍ରା ପୁସ୍ତକ 20:8

ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।

ଲେବୀୟ ପୁସ୍ତକ 19:36

ଯଥାର୍ଥ ଦଣ୍ଡି, ଯଥାର୍ଥ ବଟକରା, ଯଥାର୍ଥ ଐଫ ଓ ଯଥାର୍ଥ ପଳା ତୁମ୍ଭମାନଙ୍କର ହବେ। ଯେ ମିଶର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଗଣନା ପୁସ୍ତକ 10:10

ଆଉ ମଧ୍ଯ ତୁମ୍ଭମାନଙ୍କ ଆନନ୍ଦ ଦିନ ରେ ଓ ତୁମ୍ଭମାନଙ୍କ ନିରୂପିତ ପର୍ବ ରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭ ରେ ତୁମ୍ଭମାନେେ ଆପଣାମାନଙ୍କ ହାମବେଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ। ତାହା ପରମେଶ୍ବରଙ୍କ ସମ୍ମୁଖ ରେ ସ୍ମରଣାର୍ଥେ କରାୟିବ। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଗଣନା ପୁସ୍ତକ 28:11

ଆଉ ପ୍ରତିମାସର ପ୍ରଥମ ଦିନ ରେ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହୋମ ନିମନ୍ତେ ଦୁଇଟି ଷଣ୍ତ,ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ବିଶଷେ ହାମବେଳି ରୂପେ ଉତ୍ସର୍ଗ କରିବ। ଏମାନେ ସମସ୍ତେ ନିଖୁଣ ହାଇେ ଥିବେ।

ଦିତୀୟ ବିବରଣ 25:13

ତୁମ୍ଭେ ଆପଣା ଥଳୀ ରେ ଉଣା ଅଧିକ ଓଜନର ନାନା ପ୍ରକାର ବଟକରା ରଖିବ ନାହିଁ।

ଦିତୀୟ ବିବରଣ 25:15

ତୁମ୍ଭେ ଯଥାର୍ଥ ଓ ନ୍ଯାଯ ବଟକରା ରଖିବ। ପକ୍ସ୍ଟଣି ଯଥାର୍ଥ ଓ ନ୍ଯାଯ ପରିମାଣ ପାତ୍ର ରଖିବ, ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ, ସହେି ଦେଶ ରେ ତୁମ୍ଭର ଦିନ ଦୀର୍ଘ୍ଯ ହବେ।

ଦିତୀୟ ରାଜାବଳୀ 4:23

ଏଥି ରେ ତା'ର ସ୍ବାମୀ କହିଲା, ତୁମ୍ଭେ କାହିଁକି ଆଜି ପରମେଶ୍ବରଙ୍କ ଲୋକ ଇଲୀଶାୟଙ୍କ ନିକଟକୁ ୟିବ? ଆଜିତ ଅମାବାସ୍ଯା ନୁହେଁ କି ବିଶ୍ରାମବାର ନୁହେଁ।

ନିହିମିୟା 13:15

ସହେି ସମୟରେ ମୁଁ ଯିହୁଦା ମଧିଅରେ କେତକେ ଲୋକଙ୍କୁ ବିଶ୍ରାମ ଦିନ ରେ ଦ୍ରାକ୍ଷାୟନ୍ତ୍ର ଦଳିବାର ଓ ବିଡା ଭିତରକୁ ଆଣିବାର ଓ ଗଧର୍ଭ ଉପରେ ବୋଝଇେ କରିବାର ମଧ୍ଯ ବିଶ୍ରାମ ଦିନ ରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ୟିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନ ରେ କୌଣସି ଖାଦ୍ୟ ବିକ୍ରଯ ନ କରିବାକୁ ମୁଁ ସମାନଙ୍କେୁ ସତର୍କ କଲି।

ନିହିମିୟା 13:18

ତୁମ୍ଭମାନଙ୍କ ପିତୃପୁରୁଷମାନେ କ'ଣ ଏପରି ବ୍ଯବହାର କରି ନଥିଲେ। ଆଉ ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ବର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହି ସବୁ ଅମଙ୍ଗଳ ଘଟାଇ ନାହାଁନ୍ତି? ତଥାପି ତୁମ୍ଭମାନେେ ବିଶ୍ରାମଦିନ ଅପବିତ୍ର କରି ଇଶ୍ରାୟେଲ ଉପରକୁ କୋପ ଆଣୁଅଛ।

ଗୀତସଂହିତା 81:3

ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।

ହିତୋପଦେଶ 11:1

ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ହିତୋପଦେଶ 16:11

ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।

ହିତୋପଦେଶ 20:23

ଲୋକମାନଙ୍କୁ ଓଜନ ଓ ମାପ ରେ ଠକି ସଦାପ୍ରଭୁଙ୍କ ଘୃଣାର ବିଷଯ, ଅର୍ଥାତ ଦଣ୍ଡି ରେ ଠକିବା ନିତାନ୍ତ ଖରାପ।

ଯିଶାଇୟ 1:13

ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।

ଯିଶାଇୟ 58:13

ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନ ରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫରୋଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀଯ ବୋଲି କୁହ, ଆଉ ନିଜ କାର୍ୟ୍ଯ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ ;

ଯିହିଜିକଲ 45:10

ଲୋକମାନଙ୍କୁ ଠକିବା ବନ୍ଦ କର। ଯଥାର୍ଥ ତରାଜୁ ଓ ଐଫା ଓ ଯଥାର୍ଥ ମାପ ବ୍ଯବହାର କର।

ହୋଶେୟ 12:7

ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।

ହୋଶେୟ 12:8

ଇଫ୍ରଯିମ କହିଲେ, 'ମୁଁ ଧନୀ, ମୁଁ ପ୍ରକୃତ ଧନ ଲାଭ କରିଛି। କୌଣସି ବ୍ଯକ୍ତି ମାରେ ଅପରାଧ ଜାଣିବ ନାହିଁ। କହେି ମଧ୍ଯ ମାରେ ପାପ ଜାଣିପାରିବ ନାହିଁ।'

ମୀଖା 6:10

ମନ୍ଦାଗ୍ଭରୀଗଣ କ'ଣ ଏବେ ସୁଦ୍ଧା ଗ୍ଭରେି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସହେି ମନ୍ଦାଗ୍ଭରୀଗଣ ଏବେ କ'ଣ େଛାଟ ଐଫା ରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ଯ ଘଟୁଅଛି।

ମଲାଖୀ 1:13

ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

ରୋମୀୟଙ୍କ ପ୍ରତି ପତ୍ର 8:6

ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।

କଲସୀୟଙ୍କ ପ୍ରତି ପତ୍ର 2:16

ତେଣୁ ୟିହୁଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)289 ବିଷୟ ରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।

Interlinear

Choose Theme