Home Bibles ☰ Books କଲସୀୟଙ୍କ ପ୍ରତି ପତ୍ର 1:14 · ଓଡ଼ିଆ ବାଇବେଲ
କଲସୀୟଙ୍କ ପ୍ରତି ପତ୍ର 1:14 · ଓଡ଼ିଆ ବାଇବେଲ

ସହେି ପୁତ୍ର ଆମ୍ଭକୁ ମୁକ୍ତ କରିବା ଲାଗି ମୂଲ୍ଯ ପ୍ରଦାନ କରିଛନ୍ତି। ତାହାଙ୍କ ଦ୍ବାରା ଆମ୍ଭ ପାପରୁ ଆମ୍ଭକୁ କ୍ଷମା ମିଳିଛି।

Cross references

ଗୀତସଂହିତା 32:1

ୟାହାର ସବୁ ପାପ କ୍ଷମା କରାୟାଇଅଛି, ସେ ବ୍ଯକ୍ତି ଧନ୍ଯ। ସହେି ବ୍ଯକ୍ତି ଅଧିକ ଭାଗ୍ଯଶାଳୀ, ଯେତବେେଳେ ତା'ର ସମସ୍ତ ପାପ ଧୋଇ ଦିଆୟାଇଥାଏ।

ଗୀତସଂହିତା 130:4

ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।

ମାଥିଉଲିଖିତ ସୁସମାଚାର 20:28

ମନୁଷ୍ଯପୁତ୍ରଙ୍କ କ୍ଷେତ୍ର ରେ ତାହା ଏକାଭଳି। ମନୁଷ୍ଯପୁତ୍ର ଅନ୍ୟମାନଙ୍କଠାରୁ ସବୋ ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସବୋ କରିବା ପାଇଁ ଆସି ଅଛନ୍ତି। ମନୁଷ୍ଯପୁତ୍ର ଅନକେ ଲୋକଙ୍କ ମୁକ୍ତିର ମୂଲ୍ଯଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।

ଲୂକଲିଖିତ ସୁସମାଚାର 5:20

ସହେି ଲୋକମାନଙ୍କର ବିଶ୍ବାସ ଦେଖି ଯୀଶୁ ସହେି ରୋଗୀଟିକୁ କହିଲେ, ବନ୍ଧୁ! ତୁମ୍ଭର ପାପ କ୍ଷମା କରିଦିଆଗଲା।

ଲୂକଲିଖିତ ସୁସମାଚାର 7:47

ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଆନକେ ପାପ କ୍ଷମା କରିଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ ରମେ ଦଖାଇେଛି। ଯେଉଁ ଲୋକ କ୍ଷମା ପାଇବାପାଇଁ କମ୍ ଆବଶ୍ଯକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ ରମେ ଅନୁଭବ କରିଥାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:38

ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:43

ଯେ କହେି ଯୀଶୁଙ୍କଠା ରେ ବିଶ୍ବାସ କରିବ, ସେ ପାପକ୍ଷମା ପାଇବ। ପରମେଶ୍ବର ଯୀଶୁଙ୍କ ନାମ ରେ ସହେି ବ୍ଯକ୍ତିର ସମସ୍ତ ପାପ କ୍ଷମା କରି ଦବେେ। ସମସ୍ତ ଭାବବାଦୀଙ୍କ ଦ୍ବାରା କଥିତ ଏହି ବାକ୍ଯ ନିରାଟ ସତ୍ଯ ଅଟେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:38

ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:28

ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 26:18

ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'

ରୋମୀୟଙ୍କ ପ୍ରତି ପତ୍ର 3:24

ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ଲୋକେ ତାହାଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ଯର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପାପରୁ ମୁକ୍ତ ହାଇେ ଲୋକେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି।

ରୋମୀୟଙ୍କ ପ୍ରତି ପତ୍ର 4:6

ଦାଉଦ ସହେି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନକରି ପରମେଶ୍ବର ଯେତବେେଳେ ତାହାକୁ ଧାର୍ମିକ ହିସାବ ରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତ ରେ ଧନ୍ଯ:

Interlinear

Choose Theme