ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
Cross references
ଏଥିପାଇଁ ତୁମ୍ଭମାନେେ ଆଜି ଏହା ଚିନ୍ତା ଓ ହୃଦଯଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସ୍ବର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କହେି ନକ୍ସ୍ଟ ହେଁ।
ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।
ବହୁଦିନ ପୂର୍ବରୁ ତୁମ୍ଭେ ପୃଥିବୀକୁ ସୃଷ୍ଟି କଲ। ତୁମ୍ଭେ ଆକାଶକୁ ନିଜ ହସ୍ତରେ ନିର୍ମାଣ କଲ।
ସଦାପ୍ରଭୁ ପ୍ରେତ୍ୟକକ ବିଷଯକୁ ତହିଁର ନିଜ ଉଦ୍ଦେଶ୍ଯ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଚାର ରେ ଦୁଷ୍ଟମାନେ ବିନାଶ ହବେେ।
ହେ ଲୋକମାନେ, ସିଯୋନ ରେ ସୁସମାଚାର ପ୍ରଚାର କର, ଉଚ୍ଚ ପର୍ବତକୁ ୟାଅ। ଉଚ୍ଚ ସ୍ବର ରେ କୁହ, ହେ ଲୋକମାନେ ୟିରୁଶାଲମ ନିକଟରେ ସୁସମାଚାର ପ୍ରଚାର କର। ଜାରେ ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, ଦେଖ, ଏହିଠା ରେ ତୁମ୍ଭର ପରମେଶ୍ବର।
ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।
ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।
ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।
ହଁ,ମୁଁ ଜାଣେ ଯେ କୌଣସି ବିଷୟ ଆମ୍ଭକୁ ପରମେଶ୍ବରଙ୍କ ପ୍ ରମରେୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ଯୁ ନୁହେଁ, ଜୀବନ ନୁହେଁ, ସ୍ବର୍ଗଦୂତମାନେ ନୁହଁନ୍ତି, ଆତ୍ମିକ ଶକ୍ତି ଗୁଡିକ ନୁହଁନ୍ତି, ଏବେ କିଛି ନୁହେଁ, ଭବିଷ୍ଯତ ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ,
ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।
କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ବର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆ ସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କବଳେ ଜଣେ। ସେ ଯୀଶୁଖ୍ରୀଷ୍ଟ ଅଟନ୍ତି। ପ୍ରେତ୍ୟକକ ବିଷୟ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦଇେଛନ୍ତି।
ପରମେଶ୍ବରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ସ୍ବର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ବରୂପ ହବେେ।
ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।