Home Bibles କଲସୀୟଙ୍କ ପ୍ରତି ପତ୍ର 2:10 · ଓଡ଼ିଆ ବାଇବେଲ
କଲସୀୟଙ୍କ ପ୍ରତି ପତ୍ର 2:10 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।

Cross references

ଯୋହନଲିଖିତ ସୁସମାଚାର 1:16

'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:30

କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।

ଗାଲାତୀୟଙ୍କ ପ୍ରତି ପତ୍ର 3:26

ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଦ୍ବାରା ତୁମ୍ଭେ ସମସ୍ତେ ପରମେଶ୍ବରଙ୍କ ସନ୍ତାନଗଣ ଅଟ।

ଏଫିସୀୟଙ୍କ ପ୍ରତି ପତ୍ର 1:20

ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 3:19

ଯୀଶୁ ଖ୍ରୀଷ୍ଟଙ୍କ ପ୍ ରମେ ମନୁଷ୍ଯର ପ୍ ରମଠାରୁେ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସହେି ପ୍ ରମେ ବିଷୟ ରେ ଜାଣିବା ପାଇଁ ସକ୍ଷମ ହୁଅ, ତବେେ ଯାଇ ତୁମ୍ଭେ ପରମେଶ୍ବରଙ୍କଠା ରେ ପୂର୍ଣ୍ଣ ହାଇେ ୟିବ।

ଏଫିସୀୟଙ୍କ ପ୍ରତି ପତ୍ର 4:15

ନା ! ଆମ୍ଭେ ପ୍ ରମେ ସହକା ରେ ସତ୍ଯ କହିବା। ଆମ୍ଭେ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହବୋ। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:9

ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।

କଲସୀୟଙ୍କ ପ୍ରତି ପତ୍ର 1:16

ତାହାଙ୍କର ଶକ୍ତି ରେ ସମସ୍ତ ବିଷୟଗୁଡ଼ିକର ଉତ୍ପତ୍ତି ସ୍ବର୍ଗର ଓ ପୃଥିବୀର ବିଷୟ, ଦୃଶ୍ଯ ଓ ଅଦୃଶ୍ଯ ବିଷୟ ସବୁ, ସମସ୍ତ ଆଧ୍ଯାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।

କଲସୀୟଙ୍କ ପ୍ରତି ପତ୍ର 3:11

ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।

ଏବ୍ରୀ 5:9

ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।

ପିତରଙ୍କ ପ୍ରଥମ ପତ୍ 3:22

ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9

ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

Interlinear

Choose Theme