ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତବେେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମା ରେ ତୁମ୍ଭମାନେେ ଅଂଶ ପାଇବ।
Cross references
ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।
ହେ ପରମେଶ୍ବର, ତୁମ୍ଭେ ମାେତେ ଆଗଇେ ନଇେଛ। ତୁମ୍ଭେ ମାେତେ ସୁନ୍ଦର ଉପଦେଶ ଦଇେଅଛ ଓ ଶଷେରେ ତୁମ୍ଭେ ମାେତେ ଗୌରବରେ ଗ୍ରହଣ କରିବ।
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
ଯେତବେେଳେ ଧାର୍ମିକ ଲୋକମାନେ ସୂର୍ୟ୍ଯ ଭଳି ପ୍ରକାଶମାନ ହବେେ। ସମାନେେ ତାହାଙ୍କ ପରମପିତାଙ୍କ ରାଜ୍ଯ ରେ ରହିବେ। ଯେଉଁମାନେ ଶୁଣି ପାରିବ, ଶୁଣ।
ପରମେଶ୍ବର ଯେଉଁମାନଙ୍କୁ ମାେତେ ଦଇେଛନ୍ତି ମୁଁ ସମାନଙ୍କେ ମଧ୍ଯରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସମାନଙ୍କେୁ ଶଷେ ଦିନ ରେ ନିଶ୍ଚୟ ଉତ୍ଥାପନ କରିବି। ୟିଏ ମାେତେ ପଠାଇଛନ୍ତି ସେ ଚାହାଁନ୍ତି ମୁଁ ସହେି କାର୍ୟ୍ଯ କରେ।
ଯୀଶୁ ତାକୁ କହିଲେ, ମୁଁ ସହେି ପୁନରୁତ୍ଥାନ ଓ ଜୀବନ, ମାଠାେ ରେ ବିଶ୍ବାସ କରୁଥିବା ଲୋକ ମୃତ୍ଯୁ ପରେ ପୁଣି ବଞ୍ଚି ଉଠିବ ଓ ଜୀବିତ ରହିବ।
ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫରେି ଆସିବି। ତା'ପରେ ତୁମ୍ଭକୁ ମାେ ସହିତ ନଇୟିବେି। ମୁଁ ଯେଉଁଠା ରେ ରହିବି ତୁମେମାନେ ମଧ୍ଯ ସଠାେରେ ମାେ ସହିତ ରହିପାରିବ।
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
ହେ ପରମପିତା, ତୁମ୍ଭେ ମାେତେ ଯେଉଁ ଲୋକମାନଙ୍କୁ ଦଇେଛ, ମୁଁ ଗ୍ଭ ହେ, ମୁଁ ଥିବା ପ୍ରେତ୍ୟକକ ସ୍ଥାନ ରେ ସମାନେେ ମାେ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସମାନେେ ମାରେ ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମାେତେ ଦଇେଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହବୋ ପୂର୍ବରୁ ମାେତେ ପ୍ ରମେ କଲ।
କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।
ଜୀବନ ଦାନ କରିଥିବା ବ୍ଯକ୍ତିକୁ ତୁମ୍ଭମାନେେ ହତ୍ଯା କଲ, ମାତ୍ର ଇଶ୍ବର ତାହାଙ୍କୁ ମୃତ୍ଯୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭମାନେେ ବି ଏହା ନିଜ ଆଖି ରେ ଦେଖିଅଛୁ।
ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।
ଶରୀରଟି ଅନାଦର ରେ ବୁଣାଯାଏ, କିନ୍ତୁ ମହିମା ରେ ତାହା ଉଥିତ ହୁଏ। ଯେତବେେଳେ ଦୁର୍ବଳତା ରେ ଶରୀରଟି ବୁଣାଯାଏ ଏହା ଶକ୍ତିର ସହିତ ଉଥିତ ହୁଏ।